ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା
ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ...
ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ
ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍ପ୍ରକାଶ...
ବିବାହ ଉତ୍ସବରେ ପ୍ରସେଶନକୁ ମିଳିଲା ଅନୁମତି, ସର୍ତ୍ତ ଲାଗୁ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରସେଶନ ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଏଣିକି ବର ଯିବାବେଳେ ବାଜା-ବାଣ ଓ ରୋଷଣୀ କରି ବରଯାତ୍ରୀମାନେ ଯାଇପାରିବେ। ତେବେ ଏହି ଲୋକଙ୍କ ସଂଖ୍ୟା ସର୍ବାଧିକ...
ଖୁସି ଖବର: ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା। ସ୍ପାଇସ ଜେଟ ବିମାନ ଯୋଗେ ମଙ୍ଗଳବାର ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ କରୋନା ଟିକା ଆସି ପହଞ୍ଚିଛି । ପୁନେସ୍ଥିତ ସେରମ ଇନଷ୍ଟିଚ୍ୟୁଟ୍ କୋଭିସିଲ୍ଡ ଟିକା ଭୁବନେଶ୍ବରରେ ପହଞ୍ଚିଛି । କଡା...
ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ...
ଆଜି ଓଡ଼ିଶାରେ ପହଞ୍ଚିବ କରୋନା ଟିକା
ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନାକୁ ମାତ ଦେବାକୁ ଆସୁଥିବା ଟିକା କୋଭିଶିଲ୍ଡର ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଅନୁମତି ମିଳିବା ପରେ ମଙ୍ଗଳବାର ଏହା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପହଞ୍ଚିବ। ପୁଣେରୁ ଭୁବନେଶ୍ୱରକୁ ସ୍ବତନ୍ତ୍ର ସ୍ପାଇସ ଜେଟ୍ ବିମାନରେ...
କାର୍ଯ୍ୟରେ ଯୋଗଦେଲେ ଅସିତ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ରାଜୀବ ଭବନଠାରେ ଡବ୍ଲ୍ୟୁଓଡିସି କାର୍ଯ୍ୟର ସମୀକ୍ଷା କରି...
ଖୋଲିଲା ଉଚ୍ଚ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାର ଖୋଲିଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷବର୍ଷ ପାଠପଢ଼ା ହେବ। ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ହେବ। ଦୀର୍ଘ ୯ମାସ...
ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ
ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର...
ଟିକା ସମ୍ପୂର୍ଣ୍ଣ ନିରାପଦ, ଫଳପ୍ରଦ
ଭୁବନେଶ୍ୱର, ୧୨।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଆସନ୍ତା ୧୬ ତାରିଖରୁ କରୋନା ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ। ମାତ୍ର ସେମାନଙ୍କ...
କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ
ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ କେବଳ ବୋନସ ପରିମାଣ ହେଉଛି ୫୯.୭୮ କୋଟି ଟଙ୍କା। ଏଥିସହିତ କେନ୍ଦୁପତ୍ର...
୧୩ରେ ପେନ୍ସନ୍, ଜିପିଏଫ୍ ଅଭିଯୋଗ ଶୁଣାଣି ହେବ
ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍ସନ୍ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍) ପ୍ରାପ୍ୟ ଠିକ୍ ସମୟରେ ପାଇପାରି ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଧାନ ମହାଲେଖାକାର(ଏ.ଜି.)ଙ୍କ ନିର୍ଦ୍ଦେଶକ୍ରମେ...
Archives


