ଘର ଭିତରକୁ ମାଡିଗଲା କାର୍: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର
ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ...
ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି
ରୂପ୍ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ ଛାଡ଼ି ହେଉନି। ପୁରୁଷ ପୁରୁଷ ଧରି ଏହି ବୃତ୍ତିକୁ ଅପଣାଇ ଦୟନୀୟ ପରିସ୍ଥିତିରେ...
ଆଜି ରାଜଧାନୀରୁ ୧୨ ନୂଆ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୬
ଭୁବନେଶ୍ୱର,୯ା୧(ବ୍ୟୁରୋ): ରାଜଧାନୀରୁ ଶନିବାର ୧୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ...
ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ
ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ...
ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଜିଇବାର ରାହା ଖୋଜୁଛନ୍ତି ସବ୍ନମ୍: ଦୁଇ କିଡ୍ନୀ ନଷ୍ଟ, ଚିକିତ୍ସା ପାଇଁ ସମ୍ବଳ ନାହିଁ
ପିପିଲି, ୯।୧(ସ୍ବ.ପ୍ର.): ପୁରୀ ଜିଲା ପିପିଲି ପୌରାଞ୍ଚଳ ଅଧୀନ ଭବାନୀପୁର ୮ନଂ. ୱାର୍ଡର ବାସିନ୍ଦା ହେଉଛନ୍ତି ସବ୍ନମ୍(୨୬)। ତାଙ୍କର ଦୁଇଟିଯାକ କିଡ୍ନୀ ନଷ୍ଟ ହୋଇଯାଇଛି। ତାଙ୍କ ଚିକିତ୍ସାରେ ଅର୍ଥାଭାବ ବାଧକ ସାଜିଛି। ସ୍ବାମୀ ପରିତ୍ୟକ୍ତା ସବ୍ନମ୍ ଏବେ ନିଜ ବୃଦ୍ଧ...
ବନ୍ୟଜନ୍ତୁ, ପକ୍ଷୀ ପ୍ରେମରେ ପରିବାରର ୪ ସଦସ୍ୟ
ପାରାଦୀପ, ୯।୧(ସ୍ବ.ପ୍ର.): ବନ୍ୟପ୍ରାଣୀ ଓ ପକ୍ଷୀ ବହୁ ସମୟରେ ଶିକାରୀମାନଙ୍କ ଶିକାର ହେଉଥିବା ବେଳେ ସେମାନଙ୍କ ସୁରକ୍ଷା ପ୍ରତି ଲୋକେ ଯତ୍ନବାନ ହେଉନାହାନ୍ତି। ଏପରିସ୍ଥଳେ ଜଗତ୍ସିଂହପୁର ଜିଲାର ପାରାଦୀପର ଗୋଟିଏ ପରିବାରର ୪ ଜଣ ସଦସ୍ୟ ବନ୍ୟଜନ୍ତୁ ସଂରକ୍ଷଣ ଓ...
ଖଣ୍ଡୁଆଳି କଣ୍ଟେନ୍ମେଣ୍ଟ ଜୋନ୍
ଖୁଣ୍ଟୁଣୀ,୯।୧(ଡି.ଏନ୍.ଏ.): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗ୍ରାମରେ ଶୁକ୍ରବାର ୧୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ଼ ଉପଜିଲାପାଳ ଅଜାମ୍ବର ମହାନ୍ତି ଶନିବାର ସକାଳ ୬ଟାରୁ ଶୁକ୍ରବାର ସା ୬ଟା ପର୍ଯ୍ୟନ୍ତ ଏହି...
କଲ୍ଗାର୍ଲ ଲୋଭ ଦେଖାଇ ଖାଲି କରିଦେଲେ ଆକାଉଣ୍ଟ
ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍ ଫୋନରେ କଥା...
ରାଜ୍ୟ ସରକାରଙ୍କୁ ସିସିଆଇର ପ୍ରଶଂସା
ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍ ପ୍ରମୋଶନ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ୍ ଇଣ୍ଟରନାଲ ଟ୍ରେଡ୍...
ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ
କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ...
୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ
ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍ ଗାଇଡ୍ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ...
Archives


