ରାଜ୍ୟ

ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ଟିକାକରଣର ପ୍ରଥମ ପର୍ଯ୍ୟାୟରେ କେବଳ ସ୍ବ୍ୟାସ୍ଥ୍ୟ କର୍ମୀଙ୍କୁ ଟିକା ପ୍ରଦାନ କରାଯିବ ବୋଲି ଏସ୍‌ସିବି ମେଡିସିନ ବିଭାଗ ମୁଖ୍ୟ ଡାକ୍ତର ଜୟନ୍ତ ପଣ୍ଡା ପ୍ରକାଶ କରିଛନ୍ତି।...

ପୁରୀ ହାଜତ ମୃତ୍ୟୁ ମାମଲା: ସତ୍ୟ ପାଠ ଦାଖଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ବୀକାର କରିଛନ୍ତି। ଏହା ସହ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ କୋର୍ଟରେ ଦାଖଲ କରାଯାଇଛି। ତେବେ ଏହି ମାମଲାର...

ଆଜି ରାଜ୍ୟରୁ ୨୪୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୨ ଜଣ...

ସର୍ବସାଧାରଣରେ ଧୂମପାନ ନିଷେଧ ଦିଶାହୀନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ତମାଖୁ ସେବନ କ୍ୟାନ୍‌ସରର କାରଣ। ସିଗାରେଟ ଓ ଅନ୍ୟ ତମାଖୁ ବ୍ୟବହାରକାରୀଙ୍କ ପାଇଁ ଏପରି ସତର୍କତା ସତ୍ତ୍ୱେ ଲୋକେ ଏହାଠାରୁ ଦୂରେଇ ଯାଇପାରୁନାହାନ୍ତି। ନିଜେ ବିପଦକୁ ଆମନ୍ତ୍ରଣ କରିବା ସହ ସର୍ବସାଧାରଣ ସ୍ଥାନରେ ଧୂମପାନ କରି ସିଗାରେଟ ଆଣ୍ଡ୍‌...

ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍‌, ଫାଟିଲା ଘର

ଗୋପ,୧୧।୧(ଡି.ଏନ୍‌.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି। ଏପରିକି ଡିନାମାଇଟ ଫୁଟିବାରୁ ଗୋପ ବ୍ଲକ ଅଧୀନ ଆମ୍ବିଳି ଗାଁରେ ଘର,...

୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ।...

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି...

ବାର୍ଥଡେ ପାର୍ଟିରେ ଲୁହା ରଡ଼ରେ ପିଟି ଯୁବକଙ୍କୁ ହତ୍ୟା

ନୂଆଗାଁ, ୧୦।୧: ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ପୁରୁଣାପାଣି କଦମଟୋଲା ବସ୍ତିରେ ଶନିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ଜନୈକ ବ୍ୟକ୍ତିଙ୍କ ଘରେ ଜନ୍ମଦିନ ପାଳନ ଅବସରରେ ଗଣ୍ଡଗୋଳ ଘଟି ଜୁଏଲ ସୁରିନ(୪୦) ନାମକ ଜଣେ...

ପିକ୍‌ନିକ୍‌ ହେଲା କାଳ: ନଦୀରେ ବୁଡି ଜଣେ ମୃତ

ରାଉରକେଲା ଅଫିସ/ନୂଆଗାଁ,୧୦।୧: ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ରବିବାର ଅପରାହ୍ନରେ ଘଟିଛି ଅଘଟଣ। ପିକ୍‌ନିକ୍‌ କରିବାକୁ ଯାଇ ଗାଧୋଇବାବେଳେ ନଦୀରେ ୨ଜଣ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ବିକି ଶର୍ମା(୧୭)ଙ୍କ...

ରାଜ୍ୟରେ ୨୪୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୦।୧- ରାଜ୍ୟରେ ରବିବାର ଆଉ ୨୪୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୦୪୩ରେ ପହଞ୍ଚିଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୩୫ ଜଣ ଆରୋଗ୍ୟ ଲାଭ କରିଥିବାବେଳେ ସୁନ୍ଦରଗଡ଼ରୁ ୩୧,...

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉମରକୋଟ ଗ୍ରାମ୍ୟ...

ଅଳ୍ପକେ ବର୍ତ୍ତିଲେ ଯବାନ: ଅଫୁଟା ଲ୍ୟାଣ୍ଡମାଇନ ଜବତ

ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍‌ଏଫ୍‌ ଯବାନ ଏକ ଅଫୁଟା ଲ୍ୟାଣ୍ଡମାଇନ୍‌ ଜବତ କରିଛନ୍ତି। ଏହାର ଓଜନ ୫ କିଲୋଗ୍ରାମ ହେବ। ଏଥିସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri