ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍ ଚିହ୍ନଟ
ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…
ଜଗତ୍ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ
ଜଗତ୍ସିଂହପୁର ଅଫିସ୍/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ…
ସଙ୍କଟରେ ୬୦ ଟ୍ରାନ୍ସଫର୍ମର୍ ୟୁନିଟ୍
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଟାଟା ପାୱାରର ନୀତି ରାଜ୍ୟର ୬୦ରୁ ଅଧିକ ଟ୍ରାନ୍ସଫର୍ମର ୟୁନିଟ୍ ଓ ସେଥିରେ କାମ କରୁଥିବା ୫ ହଜାରରୁ ଅଧିକ ଲୋକଙ୍କ ଜୀବନଜୀବିକା ପ୍ରତି ବିପଦ ସୃଷ୍ଟି କରିଛି। ଏହି ସଂସ୍ଥାଗୁଡ଼ିକ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ…
ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ପାରଳାଖେମୁଣ୍ଡି ବନ ସଂରକ୍ଷକ (ଏସିଏଫ୍) ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ମାସେ ପୁରିଛି। ହେଲେ ଏବେ ବି ତାଙ୍କ ମୃତ୍ୟୁକୁ ନେଇ ଲାଗିରହିଛି ସସ୍ପେନ୍ସ। ସୌମ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ କିଛି ଆଗକୁ ବଢ଼ିପାରି ନ ଥିବା ବେଳେ ମୃତ୍ୟୁର…
୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ: ହାଇକୋର୍ଟ
କଟକ ଅଫିସ,୧୩ା୮: ଆଥ୍ଲେଟ୍ ଦୂତୀ ଚାନ୍ଦଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଆସନ୍ତା ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଅ। ଏକ ୱେବ୍ ପୋର୍ଟାଲ ପ୍ରତିନିଧିଙ୍କୁ ଦୂତୀଙ୍କ ଧମକ ମାମଲାର ଶୁଣାଣିକରି ହାଇକୋର୍ଟ ବିଚାରପତି ବିଶ୍ୱଜିତ୍ ମହାନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର…
ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ ମେୟର ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହେବେ। ଏଥିପାଇଁ କାଉନ୍ସିଲର ଓ ଅଧ୍ୟକ୍ଷ ପଦବୀ…
ଯୁକ୍ତ୨ ପରୀକ୍ଷା ପଦ୍ଧତି ବଦଳିବ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ୨ ପରୀକ୍ଷା ପଦ୍ଧତିରେ ବି ପରିବର୍ତ୍ତନ ଅଣାଯିବ। ବର୍ଷକୁ ଦୁଇଟି ବୋର୍ଡ ପରୀକ୍ଷା ହେବ। ଏଥିସହ ଇଣ୍ଟରନାଲ୍ ଆସେସମେଣ୍ଟ ହେବ। ସ୍ବଚ୍ଛତା ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରୀକ୍ଷାକୁ ପୂରା ମନିଟର କରିବ। ପ୍ରଥମ…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୬ ଜୀବନ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ…
୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ
ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ସୁବର୍ଣ୍ଣ ନାଗାଭରଣ ବେଶ। ସୁନାର ପଞ୍ଚବକ୍ର ମୁକୁଟ ପରିଧାନ କରି ଶ୍ରୀଜୀଉ…
ବିପର୍ଯ୍ୟୟ ନେଇଛି ୨୧୬ ପ୍ରାଣ
ଅନୁଗୋଳ ଅଫିସ, ୧୪ା୮ କେତେବେଳେ ପାଣି ତ ଆଉ କେବେ ମାରୁଛି ବଜ୍ରପାତ। ସାପ କାମୁଡ଼ାରେ ମଧ୍ୟ ଯାଉଛି ଅନେକଙ୍କ ଜୀବନ। ଗତ ୬ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ୨୧୬ ଜଣଙ୍କ ପ୍ରାଣ ନେଇଛି ଏପରି ପ୍ରାକୃତିକ ବିପର୍ଯ୍ୟୟ। ସରକାରଙ୍କ…
ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…
ବିଜେଡି ଖେଳିଲା ଏସ୍ଇବିସି କାର୍ଡ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ…
Archives


