ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…
ବିଜେଡି ଖେଳିଲା ଏସ୍ଇବିସି କାର୍ଡ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ପଛୁଆବର୍ଗରୁ ସମ ପରିମାଣର ପ୍ରାର୍ଥୀ ଦେବ। ଏ ନେଇ ଦଳର ରାଜ୍ୟ…
ଆଜି ଯୁକ୍ତ୨ କଳା, ଧନ୍ଦାମୂଳକ ପରୀକ୍ଷାଫଳ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଏନେଇ ଶୁକ୍ରବାର ସିଏଚ୍ଏସଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର orissaresults.nic.in ଓ୍ବେବ୍ସାଇଟରେ ନିଜ ପରୀକ୍ଷାଫଳ ପାଇପାରିବେ। ଚଳିତବର୍ଷ କରୋନା…
ଖଣି ତ୍ୟାଗ ଅନ୍ତରାଳେ
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଜେଏସ୍ଡବ୍ଲ୍ୟୁ ଷ୍ଟିଲ୍ ବର୍ଷକ ତଳେ ହାତେଇଥିବା ସୁନ୍ଦରଗଡ଼ ଜିଲାର ଗୋନୁଆ ଲୁହାପଥର ଖଣି ଛାଡ଼ିଦେବାକୁ ଅଗଷ୍ଟ ୧୧ ତାରିଖରେ ଓଡ଼ିଶା ସରକାରଙ୍କୁ ଜଣାଇଛି। ଜେଏସ୍ଡବ୍ଲ୍ୟୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛି ଯେ ଗୋନୁଆ ଖଣି ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟକ ନୁହେଁ।…
ନିମନ୍ତ୍ରଣ କାର୍ଡ଼ରେ ତ୍ରିରଙ୍ଗାକୁ ଅପମାନ
ବରଗଡ଼ ଅଫିସ୍,୧୩।୮: ଦିନକ ପରେ ୭୫ତମ ସ୍ବାଧୀନତା ଦିବସ। ରବିବାର ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଏଥିଲାଗିସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ। ସମାରୋହରେ ଯୋଗଦେବା ପାଇଁ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ…
ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିଲେ
ବାଉଁଶୁଣୀ,୧୩।୮(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳରେ କିଛିଦିନ ହେଲା ଚାଲିଥିଲା ସେକ୍ସ ର଼୍ୟାକେଟ। ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ ବେଳେ ରୁଣ୍ଡିମହୁଲ ଛକ ନିକଟ ରାସ୍ତା ପାର୍ଶ୍ୱ ପଡ଼ିଆରେ ଆପତ୍ତିଜନକ ଅବସ୍ଥାରେ ଜଣେ ଯୁବତୀ ଓ ଜଣେ ଯୁବକଙ୍କୁ ପାଇଥିଲା। ସେଠାରେ ୪ଜଣ…
ମହିଳାଙ୍କୁ ଛୁରି ଦେଖାଇ ବଳାତ୍କାର
ଆର.ଉଦୟଗିରି,୧୩ା୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା(ନଂ. ୧୫୦/୨୧) ରୁଜୁ କରି ତଦନ୍ତ ଚଳାଇଛି। ମହିଳାଙ୍କ ସ୍ବାମୀ ଜଣେ ଗାଡ଼ିଚାଳକ। ସେ ଅଧିକାଂଶ ସମୟ ବାହାରେ…
ଧରାପଡ଼ିଲା ବାଇକ୍ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ
ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍ ସହ ଗୋଟିଏ ଚାରିଚକିଆ ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ନାବାଳକଙ୍କ ସମେତ ୧୫…
୬ରୁ ଓଜେଇଇ ପରୀକ୍ଷା
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସେପ୍ଟେମ୍ବର ୬ରୁ ଆରମ୍ଭ ହେବ। ପରୀକ୍ଷା ସେପ୍ଟେମ୍ବର ୧୮ ତାରିଖ ଯାଏ ଚାଲିବ। ଏ ନେଇ ଶୁକ୍ରବାର ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତବର୍ଷ ପରି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର ବେସ୍ଡ…
ବୁଣାକାରଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର…
ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍ରେ ଏହା ଉପଲବ୍ଧ ଉପଲବ୍ଧ ହେବ। କୋଭିଡ୍ କଟକଣା ଯୋଗୁ ଚଳିତବର୍ଷ ପରୀକ୍ଷା ଫଳ…
ସ୍କୁଲ ଯିବା ବାଟରେ ମୁଣ୍ଡକୁ ଆସିଲା ଏମିତି କଥା, ଫୋନ ବିକି ଅକ୍ଷୟ କୁମାରଙ୍କୁ ଭେଟିବାକୁ ଚାଲିଗଲେ ସୁନ୍ଦରଗଡ଼ର ଛାତ୍ର
ସୁନ୍ଦରଗଡ,୧୩।୮(ଡି.ଏନ୍.ଏ.): ବଲିଉଡ୍ ଅଭିନେତା ଅକ୍ଷୟ କୁମାରଙ୍କୁ ଦେଖିବା ନିଶା ଏମିତି ଯେ ଫୋନ୍ ବିକି ମୁମ୍ବାଇ ଚାଲିଯାଇଥିଲେ ଜଣେ ଛାତ୍ର। ପରେ ତାଙ୍କୁ ମୁମ୍ବାଇସ୍ଥିତ ବଲିଉଡ ହିରୋ ଅକ୍ଷୟ କୁମାରଙ୍କ ବାସଭବନ ସମ୍ମୁଖରୁ ଉଦ୍ଧାର କରାଯାଇଛି। ଉକ୍ତ ଛାତ୍ର ଜଣକ ହେଉଛନ୍ତି…
Archives


