୫୦ କୋଟି ଟିକାକରଣ: ଐତିହାସିକ ସଫଳତା
ଭୁବନେଶ୍ୱର,୧୩।୮( ଧରିତ୍ରୀ): ୨୦୨୧ ଅଗଷ୍ଟ ୭ ତାରିଖ ସୁଦ୍ଧା ଭାରତର ୫୦ କୋଟି ନାଗରିକଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି। କରୋନା ଭଳି ମାରାତ୍ମକ ଭାଇରସ୍କୁ ହରାଇବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଏବଂ ନକାରାତ୍ମକ…
ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ
କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା ସହ…
ରାଜ୍ୟର ୪ ପୋଲିସ ଅଧିକାରୀ ପାଇବେ ଉତ୍କର୍ଷ ସେବା ପଦକ
କଟକ ଅଫିସ,୧୩ା୮: ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଦେଶର ୧୫୨ଜଣ ପୋଲିସ ଅଧିକାରୀଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ। ଏଥିପାଇଁ ଓଡ଼ିଶା ପୋଲିସର ୪ ଅଧିକାରୀ ଯୋଗ୍ୟ ବିବେଚିତ…
ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ମାମଲା: ଜିଲାପାଳଙ୍କୁ ୨ସପ୍ତାହ ସମୟ ଦେଲେ ଏନ୍ଜିଟି
କଟକ ଅଫିସ/ନୂଆଦିଲ୍ଲୀ,୧୩ା୮: ମହାନଦୀ ଶଯ୍ୟାରେ ବେଆଇନଭାବେ ନିର୍ମାଣ ହୋଇଥିବା ପଞ୍ଚମୁଖୀ ହନୁମାନ ମନ୍ଦିର ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)। ଏଥିସହିତ ପଞ୍ଚମୁଖୀ ମନ୍ଦିର ଉଚ୍ଛେଦ ନେଇ କ’ଣ ସବୁ ପଦକ୍ଷେପ…
ଆଇଏଫ୍ଏଫ୍ଏମ୍ରେ ପ୍ରଦର୍ଶିତ ହେବ ‘କାଲିର ଅତୀତ’
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ପଦ୍ମଶ୍ରୀ ଓ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ମେଲ୍ବୋର୍ନ (ଆଇଏଫ୍ଏଫ୍ଏମ୍)ରେ ପ୍ରଦର୍ଶିତ ହେବ। ଜଳବାୟୁ ପରିବର୍ତ୍ତନର ବିପଦକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ର…
ପିଲାଙ୍କ ପାଇଁ ପ୍ରସ୍ତୁତି କର
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ଦ୍ୱିତୀୟ ଲହର ଶେଷ ହୋଇନାହିଁ। ପୁଣି ତୃତୀୟ ଲହର ଆସିବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଲେଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍ ଏବଂ ଏକ ନୂଆ ବସ୍ ଟର୍ମିନାଲ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ…
ଉଚ୍ଚ ଶିକ୍ଷା ବିଭାଗର ଇ-ମେଧାବୃତ୍ତି ଜାଲିଆତି: ଅବସରପ୍ରାପ୍ତ ଅନୁସଚିବ ପ୍ରକାଶ ଚନ୍ଦ୍ର ରଥ ଗିରଫ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉଚ୍ଚ ଶିକ୍ଷା ବିଭାଗର ଇ-ମେଧାବୃତ୍ତିରେ ବି ଦୁର୍ନୀତି। ଜାଲିଆତି କରାଯାଇ ଅଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ଦିଆଯାଇଛି ମେଧାବୃତ୍ତି। ଏହି ଘଟଣାରେ ସମ୍ପୃକ୍ତ ଅବସରପ୍ରାପ୍ତ ଅନୁସଚିବ ପ୍ରକାଶ ଚନ୍ଦ୍ର ରଥଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ବାଲିଅନ୍ତାରୁ ଗିରଫ କରିଛି। ତାଙ୍କୁ ଗୁରୁବାର…
୧୯ରେ ଓଡ଼ିଶା ଗସ୍ତରେ ଅଶ୍ୱିନୀ, ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୧୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ଜନ ଆଶୀର୍ବାଦ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ। ନିକଟରେ ମୋଦି ସରକାର ମନ୍ତ୍ରିମଣ୍ଡଳ ପରିବର୍ତ୍ତନ କରିବା ପରେ ଏହା ଧର୍ମେନ୍ଦ୍ର ଓ…
ଆଜି ଆଉ ୬୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ପୁଣି ୬୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ରାଜ୍ୟରୁ ୧୧୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୧୯୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୨,୩୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୯୫ ଜଣ ଚିହ୍ନଟ…
ବଣ୍ଟନ କମ୍, ବିକ୍ରି ବେଶି
ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ ହଜାର ହଜାର ଲିଟର କଳାବଜାରରେ ବିକ୍ରି କରିଦିଆଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଏପରି…
Archives


