ବାତ୍ୟା ପାଇଁ ତୁରନ୍ତ ଆର୍ଥିକ ସହାୟତା ମାଗିଲେ ନାହିଁ ରାଜ୍ୟ ସରକାର; ଏବେ ଟୁଇଟ୍ କରି କାରଣ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଏଥିରେ ଦାବି କରାଯାଇ ନ ଥିଲା। ଏବେ…
ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ବାତ୍ୟା ମୁକାବିଲା ପାଇଁ ୨ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ…
ସପ୍ତାହେ ପାଇଁ ଘୁଞ୍ଚିଲା ରାଜ୍ୟ ସରକାରଙ୍କ କରୋନା ଟିକା ଟେଣ୍ଡର ପ୍ରକ୍ରିୟା
ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ…
ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସମୀକ୍ଷା ବୈଠକ ପରେ ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି।…
ମିଳିପାରୁନି ସ୍ଲଟ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ଟିକାକରଣକୁ ନେଇ ବିଭିନ୍ନ ସମୟରେ ନାନା ଅଭିଯୋଗ ହେଉଛି। କେତେବେଳେ ଟୋକନ୍ ବଣ୍ଟାକୁ ନେଇ ତ ଆଉ କେତେବେଳେ ଗାଡ଼ିରେ ଟିକାକରଣ (ଡ୍ରାଇଭ୍ ଇନ୍ ଭାକ୍ସିନେଶନ)କୁ ନେଇ ଚର୍ଚ୍ଚାକୁ ଆସିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)।…
ଠକ କମ୍ପ୍ୟୁଟର ସଂସ୍ଥା ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୮।୫: ସାରା ରାଜ୍ୟରେ ଛତୁ ଫୁଟିଲା ପରି କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରୁଥିବା ସଂସ୍ଥା ଖୋଲିଛି। ଏହିସବୁ ସଂସ୍ଥା କେତେକ ଏନ୍ଜିଓ ଓ ଅଣ ଅନୁମୋଦିତ ଶିକ୍ଷାନୁଷ୍ଠାନ କେବଳ ସୋସାଇଟି ରେଜିଷ୍ଟ୍ରେଶନ ଆକ୍ଟ ୧୮୬୦ରେ ପଞ୍ଜୀକୃତ ହୋଇ ବେଆଇନ ଭାବେ କମ୍ପ୍ୟୁଟର…
ଥମୁନି ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୩ ଜୀବନ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ସର୍ବାଧିକ…
ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୧୭୫…
୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ
ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର…
୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧
ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ ଭାବେ…
ବୈତରଣୀରେ ବନ୍ୟା ବିପଦ
ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ…
ଅଗ୍ରଗତି ପୂର୍ବରୁ ଫାଟି ଆଁ
ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍ଠାକ୍ ଚାଲିନି। ୩ ବର୍ଷ ତଳୁ କିଶୋରନଗର ବ୍ଲକ ଅଞ୍ଚଳରେ ସହର ବଜାର ଉଚ୍ଛେଦ କରାଯାଇଥିଲେ ମଧ୍ୟ ଏଯାଏ ନିର୍ମାଣ କାର୍ଯ୍ୟରେ ସେପରି…
Archives


