ରାଜ୍ୟ

ଚାଷୀଙ୍କଠୁ ଲୁଟି ନେଲେ ୧.୨୫ ଲକ୍ଷ ଟଙ୍କା

ଅତାବିରା,୭।୧: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅଧୀନ ଗୋଡଭଗାରେ ଜଣେ ଚାଷୀଙ୍କଠାରୁ ଗୁରୁବାର ଦିନ ଦ୍ୱିପ୍ରହରରେ ୧ଲକ୍ଷ ୨୫ ହଜାର ଟଙ୍କା ଲୁଟ୍‌ ହୋଇଛି। ଖବର ପାଇ ଗୋଡଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ...

୪.୬୨ ଲକ୍ଷ ଟଙ୍କା ଠକେଇ, ଫାଇନାନ୍ସ କମ୍ପାନୀର କର୍ମଚାରୀ କହୁଥିବା ଯୁବକ ଗିରଫ

କୋକସରା,୭।୧: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ରାବଣଗୁଡା ଗ୍ରାମର କିଛି ଲୋକଠାରୁ ୪ ଲକ୍ଷ ୬୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲଣ କରିଛି। ଗିରଫ ଅଭିଯୁକ୍ତ...

ମଣ୍ଠିରୁ ଉଠୁନି ଧାନ: ସାଲେଭଟା-ଆଗଲପୁର ରାସ୍ତା ଅବରୋଧ କଲେ ଚାଷୀ

ଲୋଇସିଂହା,୭।୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଡୁଡୁକା ପ୍ୟାକ୍ସରେ ଧାନକିଣାରେ ମନ୍ଥରତା ଦେଖାଦେଇଛି।ମିଲର୍ସମାନେ ନ ଆସିବାରୁ ଧାନ ଉଠି ପାରୁନାହିଁ। ଏବେ ପ୍ୟାକ୍ସରେ ୨୩ଶହ ପ୍ୟାକେଟ ଧାନ ପଡି ରହିଛି। ଏହାର ପ୍ରତିବାଦ କରି ଗୁରୁବାର ପ୍ୟାକ୍ସ ଅଧୀନ ଚାଷୀମାନେ...

ଆଜି ରାଜଧାନୀରୁ ୧୦ ନୂଆ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୧

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜଧାନୀରୁ ଗୁରୁବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ...

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ...

୫୪୦୦ କୋଟି ପୁଞ୍ଜିନିବେଶକୁ ଅନୁମୋଦନ

ଭୁବନେଶ୍ୱର, ୬ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୫ ତମ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚ୍‌ଏଲ୍‌ସିଏ)ବୈଠକରେ ମେଟାଲ, ସିମେଣ୍ଟ ଓ ପେଟ୍ରୋକେମିକାଲ ଭଳି ୫୩୫୮.୨୪ କୋଟି ଟଙ୍କାର ୩ଟି ବୃହତ୍‌ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରେ ୩୬୬୭ ନିଯୁକ୍ତି...

ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ସର୍ତ୍ତାବଳୀ ହଟାଅ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୧୧ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ କିପରି ଶିକ୍ଷାନୁଷ୍ଠାନ ଖୋଲିବ ସେଥିପାଇଁ ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଚାରବିମର୍ଶ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ...

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ...

ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ...

ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

‘ଖାଦ୍ୟରେ ବିଷ ଦେଇଥିଲେ’

ଭୁବନେଶ୍ୱର,୭।୧(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ)ରେ କାର୍ଯ୍ୟରତ ବରିଷ୍ଠ ଓଡ଼ିଆ ବୈଜ୍ଞାନିକ ତଥା ଅହମ୍ମଦାବାଦସ୍ଥିତ ସ୍ପେସ୍‌ ଆପ୍ଲିକେଶନ ସେଣ୍ଟରର ପୂର୍ବତନ ନିର୍ଦ୍ଦେଶକ ତପନ ମିଶ୍ର ଏକ ଗୁରୁତର ଅଭିଯୋଗ ସାମ୍ନାକୁ ଆଣିଛନ୍ତି। ୩ବର୍ଷ ପୂର୍ବେ ତାଙ୍କୁ ଖାଦ୍ୟରେ ବିଷ ଦେଇ ମାରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri