ରାଜ୍ୟ

ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହେଲା ଏସ୍‌ଓପି: ୧୬ରୁ ଜଗା ଦର୍ଶନ

ପୁରୀ ଅଫିସ,୧୧ା୮: ଶ୍ରୀମନ୍ଦିର ଖୋଲିବା ନେଇ ଏସ୍‌ଓପି ଜାରି ହୋଇଛି। ଗୁରୁବାରଠୁ ଦୁଇଦିନ ସେବାୟତମାନଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କୁ ଦର୍ଶନ ପାଇଁ ଅନୁମତି ରହିଛି। ଆସନ୍ତା ୨୩ ତାରିଖରୁ ସର୍ବସାଧାରଣଙ୍କୁ…

ସ୍ବାମୀ ବନ୍ଧୁକ ରଖିଥିବା ପୋଲିସକୁ କହିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ଝଗଡ଼ା ସମୟରେ ସ୍ବାମୀ ବନ୍ଧୁକ ଦେଖାଇ ସ୍ତ୍ରୀଙ୍କୁ ଧମକଚମକ ଦେଉଥିଲେ। ଏଥିରେ ଅତିଷ୍ଠ ହୋଇ ସ୍ତ୍ରୀ ଶେଷରେ ଏନେଇ ପୋଲିସକୁ ଜଣାଇଦେଲେ। ଫଳରେ ବେଆଇନ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ସ୍ବାମୀ ବାସୁଦେବ…

କେଉଁଠି କିଏ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ତରଫରୁ ସ୍ବାଧୀନତା ଦିବସ-୨୦୨୧ ପାଳନ ଲାଗି ମନ୍ତ୍ରୀ ଏବଂ ଜିଲାପାଳମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ବଣ୍ଟାଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ସେହିପରି ଜଙ୍ଗଲ ପରିବେଶ ଓ ସଂସଦୀୟ…

୨୩ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୧ା୮(ବ୍ୟୁରୋ):ରାଜ୍ୟରେ ବର୍ଷା ଅଭାବରୁ ମରୁଡ଼ି ଆଶଙ୍କା ଦେଖାଦେଲାଣି। ରାଜ୍ୟର ୨୩ ଜିଲାରେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ସେହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ଦେବଗଡ଼, ଗଜପତି, ଗଞ୍ଜାମ,…

ଅଣଧାନ ଫସଲ: ମିଳିବ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସହ ରାଜ୍ୟରେ ଧାନର ଅଭାବୀ ବିକ୍ରି ସମସ୍ୟା ଦେଖାଯାଉଛି। ଚାଷୀମାନେ ଧାନ ଚାଷ ଉପରେ ଅତିମାତ୍ରାରେ ନିର୍ଭରଶୀଳ ହୋଇପଡୁଥିବାରୁ ଅଣଧାନ ଫସଲ ଚାଷ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଏହାଦ୍ୱାରା ରାଜ୍ୟକୁ ଡାଲି, ତୈଳବୀଜ, ଆଳୁ,…

‘ବବି, ପାଣ୍ଡିଆନ୍‌ ନବୀନଙ୍କ ଆଖି’

ଭୁବନେଶ୍ୱର,୧୧ା୮(ପି.ଟି.):ଶାସକମାନେ ଜଣେ ନିର୍ଦ୍ଦିଷ୍ଟ ଅମଲାତନ୍ତ୍ରୀ କିମ୍ବା ରାଜନେତାଙ୍କ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ ନ ହୋଇ ସୂଚନାର ବିକଳ୍ପ ଉତ୍ସ ବାହାର କରିବା ଉଚିତ ବୋଲି ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ଉପସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ତଥା…

ନବମ, ଦଶମ ପାଇଁ ନୂଆ ପରୀକ୍ଷା ପଦ୍ଧତି

ଭୁବନେଶ୍ୱର, ୧୧।୮(ବ୍ୟୁରୋ):କରୋନା ସମୟରେ ନବମ ଓ ଦଶମ ଶ୍ରେଣୀ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ନୂଆ ପରୀକ୍ଷା ପଦ୍ଧତି ଯୋଜନା କରିଛି। ୨୦୨୧-୨୨ ଶିକ୍ଷାବର୍ଷ ଜୁଲାଇରୁ ଏହା ଆରମ୍ଭ ହୋଇ ଏପ୍ରିଲରେ ସରିବ। ଏହି ଶିକ୍ଷାବର୍ଷକୁ ଦୁଇ ଟର୍ମରେ ଭାଗ କରାଯାଇଛି।…

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୬୩୦ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨୬ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୪୫୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ…

ନାବାଳିକାଙ୍କୁ ଗର୍ଭବତୀ କରି ବନ୍ଧା ହେଲା ପ୍ରେମିକ

ଖୁଣ୍ଟା,୧୦ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ପୋଲିସ ରବି ହାଁସଦା (୨୩) ନାମକ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ଫୋନ ବାର୍ତ୍ତାଳାପରୁ ଆରମ୍ଭ ହୋଇଥିଲା…

ଧାମରା ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଭଦ୍ରକ ଅଫିସ,୧୦।୮: ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ୧୩ଟି ବଗି ଲାଇନଚ୍ୟୁତ ହୋଇଛି। ଖାଲିଥିବା ଟ୍ରେନ୍‌ଟି ଧାମରା ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଟ୍ରେନ୍‌ରେ ମୋଟ…

ରାଜ୍ୟରୁ ପୁଣି ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ୬୪ ମୃତକଙ୍କ ମଧ୍ୟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri