ରାଜ୍ୟ

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱ ସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲୋଜି ଆସୋସିଏଟ୍‌ (ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ହାସଲ...

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ...

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର...

୩୨ ସଦସ୍ୟ ସାମିଲ, ଅନେକ ନୂଆ ମୁହଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦ ପୁନର୍ଗଠନ କରାଯାଇଛି। ନବଗଠିତ ପରିଷଦର ସଭ୍ୟମାନେ ଆସନ୍ତା ୩ ବର୍ଷ ପାଇଁ କାର୍ଯ୍ୟ କରିବେ। ଜାନୁୟାରୀ ୪ରେ ଏନେଇ ବିଜ୍ଞପ୍ତି...

ହଷ୍ଟେଲ ପିଲାଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ...

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ କେନ୍ଦ୍ର ଦରକାର ହେବ ନାହିଁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍‌ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ...

ଜିଲା ଗସ୍ତ କରିବେ ସଚିବ

ଭୁବନେଶ୍ୱର, ୬।୧(ବ୍ୟୁରୋ): କ୍ଷେତ୍ର ସ୍ତରରେ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ସମସ୍ୟା ସାମାଧାନ କରିବା ପାଇଁ ବିଭିନ୍ନ ବିଭାଗର ସଚିବମାନେ ଜିଲା ଗସ୍ତ କରି ସରକାରୀ ପ୍ରକଳ୍ପର ଅଗ୍ରଗତି ଅନୁଧ୍ୟାନ କରିବେ । ପ୍ରକଳ୍ପଗୁଡିକ ଯେପରି ନିର୍ଦ୍ଧାରିତ ସମୟରେ...

ପଲିଥିନ୍‌ କାରଖାନାରେ ଚଢ଼ାଉ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଭଗବାନପୁର ଅଞ୍ଚଳର ଏକ ପଲିଥିନ୍‌ କାରଖାନାରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢ଼ାଉ କରିଛି। ଏହି କାରଖାନାରୁ ୨୫ କେଜି ବିଶିଷ୍ଟ ୬୯ଟି ପଲିଥିନ୍‌ କ୍ୟାରିବ୍ୟାଗ୍‌ ବସ୍ତା ଜବତ କରାଯିବା ସହ ମାଲିକଙ୍କୁ...

୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍‌-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଲେ ଯେ,...

ଚିଲିକାରେ ୧୨. ୪୨ ଲକ୍ଷ ପକ୍ଷୀ

ବାଲୁଗଁା,୬।୧(ଡି.ଏନ୍‌.ଏ.): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ସମାପ୍ତ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ଏହି ପକ୍ଷୀ ଗଣନା କରାଯାଇଥିଲା। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ ଗତବର୍ଷ ସମଗ୍ର...

ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ

ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍‌.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ଶନିବାର ହତ୍ୟା କରାଯାଇଥିଲା। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri