ସମୟ ଫେରିବ ନା ନାହିଁ: ନୂଆପଡ଼ା ନିର୍ବାଚନକୁ ନେଇ ଚିନ୍ତାରେ ବିଜେଡି
ନୂଆପଡ଼ା,୨୯ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନର ପ୍ରଚାର ମୈଦାନକୁ ଅଧିକ ସତେଜ କରିବା ଲାଗି ସବୁ ଦଳର ବଡ଼ ନେତାମାନଙ୍କୁ ଡାକିବାର ଏକ ବ୍ୟବସ୍ଥା ଆରମ୍ଭ ହୋଇଗଲାଣି। ଭୋଟ ରଖିବା ଲାଗି ବିଜେଡି ପାଖରେ ଏକମାତ୍ର ବିକଳ୍ପ ଭାବେ ତାଙ୍କ ଦଳର ସଭାପତି ନବୀନ…
SI ସ୍କାମ୍: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି…
ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ
ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍ ରହିଛି ବୋଲି…
ସୁଭଦ୍ରା ନାଁରେ ମହିଳାଙ୍କୁ ଭ୍ରମିତ: ୨୭ ଟଙ୍କାରେ ମିଳୁନାହିଁ କ୍ଷୀର ପ୍ୟାକେଟ
ନୂଆପଡ଼ା,୨୯।୧୦ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ଭାଜପା ଜିଲା କାର୍ଯ୍ୟାଳୟଠାରେ ଆୟୋଜିତ ସୁଭଦ୍ରା ଶକ୍ତି ସମାବେଶରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ପ୍ରଚାର କରିଛନ୍ତି। ଏହା ଦ୍ୱାରା ସେ ଖୋଲାଖୋଲି ଆଚରଣ…
ଭାଜପାରେ ହଲଚଲ: ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା
ନୂଆପଡ଼ା,୨୯ା୧୦(ପୀତାମ୍ବର ସାହୁ)ଭାଜପାର ପୂର୍ବତନ ରାଜ୍ୟ ସଭାପତି ତଥା ନୂଆପଡ଼ାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା ମଙ୍ଗଳବାର ବିଜେଡିରେ ଯୋଗଦେଇଛନ୍ତି। ହରିଶ୍ଚନ୍ଦ୍ର ସାରେ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଶଙ୍ଖ ଭବନରେ ଆନୁଷ୍ଠାନିକ…
ଟ୍ରକ୍କୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍: ଡ୍ରାଇଭର, ହେଲ୍ପର ମୃତ, ୯ ଗୁରୁତର
ଜଳେଶ୍ୱର,୨୯।୧୦ ( ନବିନ ସାହୁ): ଓଡ଼ିଶାରୁ କଲିକତା ଫେରୁଥିବା ଘରେଇ ଯାତ୍ରୀବାହୀ ବସ୍ ଜଳେଶ୍ୱର ଲକ୍ଷ୍ମଣନାଥ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ହେଲପର ଏବଂ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ…
ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର,୨୯।୧୦: ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’। ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଭୟଙ୍କର ଘୂର୍ଣ୍ଣିଝଡ଼। ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି।ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏବେ ନରସପୁର ଓ ମଛଲିପଟ୍ଟନମ ମଧ୍ୟରେ…
ସ୍ଥଳଭାଗ ଛୁଇଁଲା ‘ମୋନ୍ଥା’: ଆଜି ୫ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୯ା୧୦(ବନ୍ଦନା ସେଠୀ): ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ମଙ୍ଗଳବାର ବାତ୍ୟା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିବା ସହ ଘଣ୍ଟା ପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିଥିଲା। ସନ୍ଧ୍ୟା ୭.୩୦ ବେଳକୁ କାକିନାଡ଼ା ପାଖାପାଖି ଅଞ୍ଚଳରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା…
ଭୀଷଣ ବାତ୍ୟା ମୋନ୍ଥାର ଆରମ୍ଭ ହେଲା ଲ୍ୟାଣ୍ଡଫଲ୍, ମାଡ଼ ହେଉ ହେଉ ବୁଲିଗଲା…
ଭୁବନେଶ୍ୱର,୨୮।୧୦:ଆରମ୍ଭ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ବଡ଼ ଅପଡେଟ୍ । ବାତ୍ୟା ମୋନ୍ଥାକୁ ନେଇ ସବୁଠୁ ବଡ଼ ଅପଡେଟ୍ । ଆରମ୍ଭ ହେଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ । ଲ୍ୟାଣ୍ଡଫଲ୍ ଆରମ୍ଭ ହେଉହେଉ ସାମାନ୍ୟ ଦକ୍ଷିଣକୁ ବୁଲିଗଲା ବାତ୍ୟା। ଆନ୍ଧ୍ରପ୍ରଦେଶ କାକିନାଡା…
ମୁଖ୍ୟମନ୍ତ୍ରୀଙ୍କୁ ଭୁଲ ପ୍ରମାଣିତ କରିଦେଲା ଭିଜିଲାନ୍ସ, ପ୍ରଶଂସା କଲେ ଷ୍ଟେଜ ଉପରେ ଏମିତି କହିଲେ ମୋହନ ମାଝୀ
ଭୁବନେଶ୍ୱର,୨୮।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଓଡ଼ିଶା ଭିଜିଲାନ୍ସକୁ ପ୍ରଶଂସା କରି କହିଛନ୍ତି ଯେ ସଂସ୍ଥାଟି ତାଙ୍କ ଆଶଙ୍କାକୁ ଭୁଲ୍ ପ୍ରମାଣ କରିଛି। ପୂର୍ବତନ ସରକାରଙ୍କ ସମୟରେ ଛୋଟ ଅପରାଧୀଙ୍କୁ ଧରି ବଡ଼ ଦୋଷୀଙ୍କୁ ଛାଡ଼ୁଥିବା ପ୍ରଥା ଚାଲିବ ବୋଲି…
ସଂଧ୍ୟା ହେଉ ହେଉ ବାତ୍ୟାର ଭୟଙ୍କର ରୂପ, ଦେଖନ୍ତୁ ଭିଡିଓ
ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ଧରି ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା। ଏହାରି ଭିତରେ ପାଣିପାଗ ବିଭାଗ କରିଛି ବଡ଼ ଆକଳନ। ସଂଧ୍ୟା ୬ଟାରୁ ରାତି ୧୧ଟା ମଧ୍ୟରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ କରିବ। କିଛି ଆନ୍ତର୍ଜାତୀୟ ମଡେଲର ଆକଳନ…
ମୋନ୍ଥାର ଆଖି କରିବ ଛାରଖାର! କାକିନାଡାରେ ଭୟଙ୍କର ଦୃଶ୍ୟ
ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ନେଇ ମୋନ୍ଥା ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା…
Archives


