ରାଜ୍ୟ

ଏମ୍‌ଟିଏ ପରୀକ୍ଷା ପ୍ରମାଣପତ୍ର ଅର୍ଜନ କଲେ ୭ ବର୍ଷର ଓଡ଼ିଆ ପୁଅ

ବଲାଙ୍ଗୀର ଅଫିସ,୫।୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲଜି ଆସୋଶିଏଟ୍‌(ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ଅର୍ଜନ କରିଛନ୍ତି। ବାଙ୍ଗାଲୋରସ୍ଥିତ ଆଡଟେକ୍‌...

୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୫।୧(ବ୍ୟୁରୋ): ଦୁର୍ନୀତି ଓ ଅପାରଗତାକୁ ନେଇ ୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମଧ୍ୟରେ ଜଣେ କମାଣ୍ଡାଣ୍ଟ, ଡିଏସ୍‌ପି, ଡେପୁଟି କମାଣ୍ଡାଣ୍ଟ, ୨ ଜଣ ଖଣି ଅଧିକାରୀ, ଜଣେ ସିଡିପିଓ ଅଛନ୍ତି। ଜେଲ ଡିଆଇଜି ଗୋପବନ୍ଧୁ...

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍‌ ପାଇଁ କରାଯାଇଥିବା ଆବେଦନର ଶୁଣାଣି...

କମିବନି ସିଲାବସ୍‌: ୭୦% ସିଲାବସ୍‌ରେ ପାଠ ପଢିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା...

କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୧(ବ୍ୟୁରୋ): କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା । ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ଟିକା ଦେବାକୁ ଆମେ ପ୍ରସ୍ତୁତ । ଟିକାକରଣ ପାଇଁ ରାଜ୍ୟରେ ୨୯ ହଜାର...

ପାକିସ୍ତାନ ଜେଲରୁ ଫେରିଥିବା ନିଖୋଜ ବିର୍ଜୁ ତାଳଚେରରୁ ଉଦ୍ଧାର

ସୁନ୍ଦରଗଡ଼, ୫।୧(ଡି.ଏନ୍‌.ଏ.): ପାକିସ୍ତାନ ଲାହୋର ଜେଲରେ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦୀ ଜୀବନ କାଟି ଗାଁକୁ ଫେରିଥିବା ବିର୍ଜୁ କୁଲୁ (୫୫) ଗତ ଶନିବାର ରାତିରୁ ନିଖୋଜ ହୋଇଯାଇଥିଲେ। ଅନୁଗୋଳ ଜିଲା ତାଳଚେର ବଜାରରେ ବୁଲୁଥିବା ବେଳେ...

ଲଗାତାର ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଲଗାତାର ୩ ଦିନହେଲା ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ରାଜ୍ୟରେ ମଙ୍ଗଳବାର ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ...

ଭଦ୍ରକ ଏସ୍‌ପିଙ୍କ ଗାଡିକୁ ଧକ୍କା ଦେଲା ଟ୍ରକ୍‌

ଭଦ୍ରକ ଅଫିସ, ୫।୧: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଭଦ୍ରକ ଏସ୍‌ପି ଚରଣ ସିଂ ମୀନା। ଏସ୍‌ପିଙ୍କ କାରକୁ ଭଣ୍ଡାରିପୋଖରୀ ଛକ ନିକଟରେ ଏକ ଟ୍ରକ ଧକ୍କା ଦେଇଥିବା ଜଣାଯାଇଛି। ଉକ୍ତ ଟ୍ରକକୁ ଜବତ ସହ ଡ୍ରାଇଭରଙ୍କୁ ଅଟକ ରଖିଛି ଭଣ୍ଡାରିପୋଖରୀ...

ଗହଳି କମାଇଛି କୋଭିଡ୍‌ ରିପୋର୍ଟ

ପୁରୀ ଅଫିସ,୫।୧: ଶ୍ରୀମନ୍ଦିରରେ ଦର୍ଶନ ପାଇଁ ରବିବାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ପ୍ରାୟ ୪ ହଜାର ଭକ୍ତ ଦାରୁଦିଅଙ୍କ ଦର୍ଶନ କରିଥିଲେ। ତେଣୁ ଆଗାମୀ ଦିନଗୁଡ଼ିକରେ ଭକ୍ତଙ୍କ ସଂଖ୍ୟା ବଢ଼ିବ ବୋଲି ଅନୁମାନ କରାଯାଉଥିଲା। ମାତ୍ର ସୋମବାର ଶ୍ରଦ୍ଧାଳୁଙ୍କ ସଂଖ୍ୟା...

ଭୁବନେଶ୍ୱର ବସ୍ତିରୁ ହଟିବ ଅପରାଧୀଙ୍କ ଆଡ୍ଡା

ଭୁବନେଶ୍ୱର,୫।୧ (ବ୍ୟୁରୋ): ବସ୍ତିବହୁଳ ଭୁବନେଶ୍ୱର ଦିନକୁ ଦିନ ଅପରାଧ ପ୍ରବଣ ହୋଇପଡୁଛି। ବିଶେଷକରି ବାହାରୁ ଅପରାଧୀମାନେ ଏଠାକୁ ଆସି ବସ୍ତିରେ ଆଡ୍ଡା ଜମାଇ ଉତ୍ପାତ କରୁଛନ୍ତି। ଏମାନଙ୍କୁ ସାବାଡ଼ କରିବା ସହ ବସ୍ତିରୁ ଅପରାଧୀଙ୍କ ଆଡ୍ଡାକୁ ହଟାଇବାକୁ ଯୋଜନା କରିଛି...

କାର୍ଯ୍ୟକାରୀ ହେବ ‘ମୋ ସାଇକେଲ୍‌’ ଆପ୍‌

ଭୁବନେଶ୍ୱର, ୫।୧(ବ୍ୟୁରୋ): ମୋ ସାଇକେଲ୍‌ର ନୂତନ ଦିଗନ୍ତ ଭାବେ ଖୁବ୍‌ଶୀଘ୍ର ‘ମୋ ସାଇକେଲ୍‌’ ଆପ୍‌କୁ କାର୍ଯ୍ୟକାରୀ କରିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌(ବିଏସ୍‌ସିଏଲ୍‌) ଏବଂ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପଦକ୍ଷେପ ନେଇଛନ୍ତି। ସାଇକେଲ ଚଲାଇବାକୁ ଲୋକଙ୍କୁ ଉତ୍ସାହିତ କରିବା...

ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍‌ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା ଜିଲାରେ ଏଭଳି ଏକ ଠକେଇ ଘଟଣା ସାମ୍ନାକୁ ଆସିଛି। ସାଇବର ଠକଙ୍କ ଲୋଭରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri