ବାପ-ପୁଅ ଚଲାଉଥିଲେ ନକଲି ଜର୍ଦ୍ଦା, ଗୁଟଖା କାରଖାନା
କଟକ ଅଫିସ,୮।୮: କଟକ ସଦର ଥାନା ଅଧୀନ ମୁକାମେଶ୍ୱର ଗ୍ରାମରୁ ରବିବାର ୨ଶହ ବସ୍ତା ନକଲି ଜର୍ଦ୍ଦା ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୪୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି। ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତ ଦିଲୀପ…
୧୩ ଲକ୍ଷ ଟଙ୍କାର ନକଲି ନୋଟ୍ ସହ ଛପା ମେଶିନ ଜବତ
ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍ କାରବାର ର଼୍ୟାକେଟ୍ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬ ଜଣଙ୍କୁ ଗରିଫ କରିଛି ପୋଲିସ। ସୂଚନାନୁଯାୟୀ, ଦୀର୍ଘଦିନ ସମ୍ବଲପୁର ଅଞ୍ଚଳରେ ନକଲି ନୋଟ୍…
ରାଜ୍ୟରେ ହଜାରେ ଉପରେ ଡେଙ୍ଗୁ ଆକ୍ରାନ୍ତ
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ଭୟ ଯାଇ ନ ଥିବାବେଳେ ଡରାଇଲାଣି ଡେଙ୍ଗୁ। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ହଜାରେ ଡେଙ୍ଗୁ କେସ୍ ରହିଥିବା ଶନିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…
ଆଜିଠୁ ବର୍ଷା: ବଜ୍ରପାତ ନେଇ ଆଜି ୧୪ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଆସନ୍ତା ୮, ୧୦ ଓ ୧୧ ତାରିଖରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଦେବଗଡ଼…
ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…
ନୂଆପଡ଼ା,୮ା୮(ଡି.ଏନ୍.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ମିଳିବା ପରେ ଘରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍। କାରଣ ଜବତ ଟଙ୍କାର…
ଆସନ୍ତା ସପ୍ତାହରୁ ଏସ୍ସିବିରେ ଏକ୍ମୋ ଚିକିତ୍ସା
ଭୁବନେଶ୍ୱର, ୮।୮(ବ୍ୟୁରୋ): କଟକ ଏସ୍ସିବି ମେଡିକାଲରେ ଆସନ୍ତା ସପ୍ତାହରୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ଏକ୍ମୋ ଚିକିତ୍ସା ସେବା। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରି ଆସିଲାଣି ବୋଲି ଶନିବାର ଡିଏମ୍ଇଟି ଡା. ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍ସିବିରେ…
‘ମୁଁ ଟିକା ପାଇନାହିଁ’
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତପ୍ରତିଶତ ଟିକାକରଣ ହୋଇଥିବାନେଇ ଗତ ୩୧ ତାରିଖରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ବାସ୍ତବ ଚିତ୍ର କିନ୍ତୁ ଭିନ୍ନ। ଏବେ ବି ସହରର ଟିକାକରଣ କେନ୍ଦ୍ର ସମ୍ମୁଖରେ ଲୋକଙ୍କ ଭିଡ଼ ଦେଖିବାକୁ…
ରାଜ୍ୟରେ ଆଖି ବୁଜିଲେ ୬୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ କରୋନାଜନିତ ସଂକ୍ରମଣ ପୂର୍ବାପେକ୍ଷା ସାମାନ୍ୟ କମିଥିଲେ ହେଁ ମୃତକଙ୍କ ସଂଖ୍ୟାରେ ପରିବର୍ତ୍ତନ ଆସୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୯ ପ୍ରାଣ ହରାଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି।…
ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୪୩ କରୋନା ଆକ୍ରାନ୍ତ: ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ
ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ କ୍ୱାରେଣ୍ଟାଇନ୍ର ଥିବା ବେଳେ ବାକି ୫୨୫ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଜଣ ଥିବା…
୨୦ସୁଦ୍ଧା ମାଟ୍ରିକ ଅଫ୍ଲାଇନ ରେଜଲ୍ଟ
ଭୁବନେଶ୍ୱର, ୮।୮(ବ୍ୟୁରୋ): ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା ଖାତାଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୨୦ ସୁଦ୍ଧା ଫଳ ପ୍ରକାଶ ପାଇବ। ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖୁବ୍ଶୀଘ୍ର ପରୀକ୍ଷାଫଳ ବାହାରିବା ତାରିଖ ଘୋଷଣା କରାଯିବ। ଏନେଇ…
କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର…
ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ
ଆଳି,୭।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ଜଣେ ଯୁବକ ସୋସିଆଲ ମିଡିଆରେ ଭାଇରଲ କରିଥିବା ଅଭିଯୋଗ ଆସିଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଜଣେ ଯୁବତୀ…
Archives


