ଚିଲିକାରେ ୧୨. ୪୨ ଲକ୍ଷ ପକ୍ଷୀ
ବାଲୁଗଁା,୬।୧(ଡି.ଏନ୍.ଏ.): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ସମାପ୍ତ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ଏହି ପକ୍ଷୀ ଗଣନା କରାଯାଇଥିଲା। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ ଗତବର୍ଷ ସମଗ୍ର...
ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ
ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ଶନିବାର ହତ୍ୟା କରାଯାଇଥିଲା। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି...
‘ଫାୟାର ପାର୍କ’ ଉଦ୍ଘାଟିତ
ଭୁବନେଶ୍ୱର, ୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭର୍ଚୁଆଲ୍ ମାଧ୍ୟମରେ ଭୁବନେଶ୍ୱରଠାରେ ‘ଫାୟାର ପାର୍କ’ ଉଦ୍ଘାଟନ କରିବା ସହ ଓଡ଼ିଶା ଅଗ୍ନିଶମ ସେବାର ପ୍ରଭାବୀ ଅନ୍ଲାଇନ ପୋର୍ଟାଲ ‘ଅଗ୍ନିଶମ ସେବା’ର ଶୁଭାରମ୍ଭ କରିଛନ୍ତି ା ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି...
ବାର୍ଡ ଫ୍ଲୁ ଆଶଙ୍କା: ପଠାଗଲା ୪୦୦ ନମୁନା
ଭୁବନେଶ୍ୱର,୬ା୧(ବ୍ୟୁରୋ): କରୋନା ମହାମାରୀ ସମ୍ପୂର୍ଣ୍ଣ ଥମି ନ ଥିବା ବେଳେ ବାର୍ଡ ଫ୍ଲୁ ଭଳି ଆଉ ଏକ ବିପଦର ଆଶଙ୍କା ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ବିଦେଶାଗତ ପକ୍ଷୀଙ୍କ ସମେତ କାଉ ଓ ବତକ ଭଳି ପକ୍ଷୀ ବିଭିନ୍ନ ରୋଗରେ ଆକ୍ରାନ୍ତ...
ଏସ୍ଆଇଟିକୁ ଝଟକା
ନୟାଗଡ଼ ଅଫିସ,୬ା୧: ବହୁ ଚର୍ଚ୍ଚିତ ନୟାଗଡ଼ ସଦର ଥାନା ପରୀ ହତ୍ୟା ଓ ବଳାକତ୍ାର ଘଟଣା ନୂଆ ମୋଡ଼ ନେଇଛି। ଅଭିଯୁକ୍ତ କଲେଜ ଛାତ୍ର ଜଣେ ନାବାଳକ ବୋଲି ମଙ୍ଗଳବାର ନୟାଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତଙ୍କ...
ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ
ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ,...
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ
ଭୁବନେଶ୍ୱର, ୫।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହେବା ଉପରେ । ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର...
ବଲାଙ୍ଗୀର: ସପ୍ତାହକୁ ଥରେ ବନ୍ଦ ରହିବ ଧର୍ମାନୁଷ୍ଠାନ
ବଲାଙ୍ଗୀର ଅଫିସ, ୫ା୧: ମଙ୍ଗଳବାରଠାରୁ ବଲାଙ୍ଗୀର ଜିଲାର ଧାର୍ମିକ ଅନୁଷ୍ଠାନ ଯଥା ମନ୍ଦିର, ଗୀର୍ଜା, ମସଜିଦ୍, ଗୁରୁଦ୍ୱାରା ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଛି। ଜିଲାପାଳ କାର୍ଯ୍ୟାଳୟ ଜରୁରୀ ଶାଖା ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶାବଳୀରେ ଧାର୍ମିକ ଅନୁଷ୍ଠାନ...
ରାଜ୍ୟରେ ସୁସ୍ଥ ହେଲେ ୨୭୧ କରେନା ସଂକ୍ରମିତ
ଭୁବନେଶ୍ୱର,୫ା୧- ରାଜ୍ୟରେ ମଙ୍ଗଳବାର ୨୭୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ଯୋଗୁ ରାଜ୍ୟରେ କରୋନରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ମୋଟ ୩,୨୬, ୭୭୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୩। ସେହିଭଳି କେନ୍ଦ୍ରାପଡ଼ାରୁ...
ଭଙ୍ଗା ମୋବାଇଲରୁ ମିଳିଲା ମୃତ ଯୁବତୀଙ୍କ ପରିଚୟ
ସମ୍ବଲପୁର,୫ା୧(ବ୍ୟୁରୋ): ୩ ଦିନ ପରେ ସମ୍ବଲପୁର ବୁର୍ଲା ପିସି ବ୍ରିଜ ତଳୁ ମିଳିଥିବା ମୃତ ଯୁବତୀଙ୍କ ପରିଚୟ ପାଇଛି ପୋଲିସ। ଯୁବତୀ ଜଣକ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଗଣ୍ଡପାଲି ଗ୍ରାମର ରିଙ୍କି ସାହୁ(୨୧)। ପୋଲିସ ତାଙ୍କ ବାପାଙ୍କଠାରୁ...
ଟେନ୍ସା ଥାନା ଅଧିକାରୀଙ୍କୁ ତୀରମାଡ, ଗୁରୁତର ଅବସ୍ଥାରେ ଆର୍ଜିଏଚ୍ ସ୍ଥାନାନ୍ତର
ସୁନ୍ଦରଗଡ/ଟେନ୍ସା/ବଣାଇଁ, ୫।୧ (ଡି.ଏନ୍.ଏ)/(ସ୍ବ.ପ୍ର ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍ସା ଫାଣ୍ଡି ଅଧିକାରୀ ଙ୍କ ଉପରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ତୀର ମାଡହୋଇଛି। ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରା ପିସିଆର୍ ଭ୍ୟାନ୍ ଯୋଗେ...
ଏମ୍ଟିଏ ପରୀକ୍ଷା ପ୍ରମାଣପତ୍ର ଅର୍ଜନ କଲେ ୭ ବର୍ଷର ଓଡ଼ିଆ ପୁଅ
ବଲାଙ୍ଗୀର ଅଫିସ,୫।୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲଜି ଆସୋଶିଏଟ୍(ଏମ୍ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ଅର୍ଜନ କରିଛନ୍ତି। ବାଙ୍ଗାଲୋରସ୍ଥିତ ଆଡଟେକ୍...
Archives


