ରାଜ୍ୟ

ମନ୍ଦିର ଭଙ୍ଗାକୁ ବିରୋଧ, ପୋଲିସ-ଜନତା ମୁହାଁମୁହିଁ

କଟକ ସଦର, ୭।୮(ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ଭଙ୍ଗାଯିବାକୁ ନେଇ ଶୁକ୍ରବାର ପୋଲିସ ଓ ସ୍ଥାନୀୟ ଜନତା ମୁହଁାମୁହିଁ ହୋଇଥିଲେ। ଏପରି କି ଲୋକମାନେ ରାସ୍ତା ଉପରେ ବସି ରହିବାରୁ ପୋଲିସ ମନ୍ଦିର ନିକଟକୁ…

‘ସ୍ବତନ୍ତ୍ର ଫୋକସ ଷ୍ଟେଟ୍‌’ ମାନ୍ୟତା ଦାବି ଉଠାଇଲା ବିଜେଡି

ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ୍‌ ମାନ୍ୟତା ନେଇ ପାର୍ଲାମେଣ୍ଟରେ ଶୁକ୍ରବାର ବିଜେଡି ଦାବି ଉଠାଇଛି। ରାଜ୍ୟ ସଭାର ଶୂନ୍ୟକାଳରେ ବିଜେଡି ଏମ୍‌ପି ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରଭାବୀ ଢ଼ଙ୍ଗରେ ଏହି ପ୍ରସଙ୍ଗ ଉପସ୍ଥାପନ କରି କେନ୍ଦ୍ର ସରକାରଙ୍କ…

୯ଶହ ବୀମାଧାରୀଙ୍କ ମଧ୍ୟରେ ୨୧ଜଣ ପରୀକ୍ଷାର୍ଥୀ: ସରିଲା ରିମାଣ୍ଡ, ଜେଲ ଫେରିଲେ କୋଟିପତି ବିରଞ୍ଚି

ଭୁବନେଶ୍ୱର,୭।୮(ବ୍ୟୁରୋ): ବହୁ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନାରାୟଣ ସାହୁଙ୍କ ରିମାଣ୍ଡ ଅବଧି ଶୁକ୍ରବାର ଶେଷ ହୋଇଛି। ଭିଜିଲାନ୍ସ ତାଙ୍କୁ ୪…

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ କିରାଣି ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୭।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲାର ପୁଇଁତଲା ବ୍ଳକର ବରିଷ୍ଠ କିରାଣିଙ୍କ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଶନିବାର ସକାଳେ ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କ ବଲାଙ୍ଗୀର ସହର ସାଗରପଡା ବାସଭବନ, ଗୁଡଭେଲା ବ୍ଳକର…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୪ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ…

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…

ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ କଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ସୁନ୍ଦରଗଡ଼,୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଜିଲା କଗ୍ରେସ ପକ୍ଷରୁ ଶନିବାର ସକାଳୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳୁ ସକାଳୁ ଜିଲାରେ ବନ୍ଦର ପ୍ରଭାବ ଦେଖିବାକୁ ମଳିଛି। ବନ୍ଦକୁ ସମର୍ଥନ ଜଣାଇ ଏଠାରେ ଦୋକାନ ବଜାର ବନ୍ଦ…

ଏନ୍‌ଆର୍‌ଆର୍‌ଆଇର ୯ ନୂଆ ଧାନ

କଟକ ଅଫିସ, ୭।୮: କଟକ ବିଦ୍ୟାଧରପୁର ସ୍ଥିତ ଏନ୍‌ଆର୍‌ଆର୍‌ଆଇ ନିର୍ଦ୍ଦେଶକ ଡ.ଦୀପଙ୍କର ମାଇତିଙ୍କ ନେତୃତ୍ୱରେ ୯ କିସମର ନୂତନ ଧାନ ଉଦ୍ଭାବନ କରାଯାଇଛି। ଡ. ଶରତ ପ୍ରଧାନ, ଡ. ମିରା କୁମାରୀ କର, ଡ. କ୍ରିଷ୍ନେନ୍ଦୁ ଚଟ୍ଟୋପାଧ୍ୟାୟ, ଡ. ସୁଶାନ୍ତ ଦାସ…

ନିଯୁକ୍ତି ପାଇଁ ରାସ୍ତାରେ ଆଣ୍ଠେଇ କାନ ଧରିଲେ

ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ(ଓଏସ୍‌ଏସ୍‌ଟିଇଟି) ପରୀକ୍ଷାରେ ପାସ୍‌ କରିଥିବା ପ୍ରଶିକ୍ଷିତ ଯୁବତୀ ଯୁବକ ଏବେ ନିର୍ଣ୍ଣାୟକ ଆନ୍ଦୋଳନ ଚଳାଇଛନ୍ତି। ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ନିଯୁକ୍ତି ପାଇଁ ସେମାନେ ଲୋୟର ପିଏମ୍‌ଜିସ୍ଥିତ ଆନ୍ଦୋଳନସ୍ଥଳରେ…

କମାଇଦେଲେ ଗହମ କୋଟା

ଭୁବନ, ୭।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ସାଧାରଣ ଯୋଗାଣ ବ୍ୟବସ୍ଥା (ପିଡିଏସ୍‌)ରେ ଗରିବ ହିତାଧିକାରୀଙ୍କୁ ଜୁଲାଇ ମାସର ଗହମ କୋଟା କମାଇ ଦିଆଯାଇଛି। ଯୋଗାଣ ବିଭାଗ ପକ୍ଷରୁ କେ.ଜି. ପିଛା ୨୦୦ ଗ୍ରାମ କମ୍‌ ଗହମ ପ୍ରଦାନ କରାଯାଇଥିବା ଅଭିଯୋଗ…

ସୁରକ୍ଷିତ ରହିବ ସରକାରୀ ସମ୍ପତ୍ତି

ଅନୁଗୋଳ ଅଫିସ, ୭।୮ ଅନୁଗୋଳ ପୌରାଞ୍ଚଳରେ ଆଉ ଦେଖାଦେବନି ଜବରଦଖଲ ସମସ୍ୟା। ଏଠାରେ ଥିବା ସରକାରୀ ସମ୍ପତ୍ତି ଉନ୍ନୟନ କାର୍ଯ୍ୟ ନିମନ୍ତେ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବ। କୌଣସି ସ୍ଥାନକୁ କେହି ଅକ୍ତିଆର କରିବାକୁ ଉଦ୍ୟମ କରିବା ମାତ୍ରେ ତୁରନ୍ତ ଖବର ପହଞ୍ଚତ୍ବ…

ଯନ୍ତ୍ରଣା ଭୋଗୁଛନ୍ତି କ୍ଷତିପ୍ରଭା

ଭଦ୍ରକ ଅଫିସ,୭।୮-ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ବେଳେ ଖାଦ୍ୟନଳୀ କାଟିଦେଲେ। ଡାକ୍ତରଙ୍କ ଏଭଳି ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଯନ୍ତ୍ରଣା ଭୋଗୁଛନ୍ତି ମହିଳା। ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପଳିକିରି(ଗୋପାଳପୁର) ଗଁାର କ୍ଷତିପ୍ରଭା ବାରିକ(୩୧)ଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି। ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri