ରାଜ୍ୟ

ଅନ୍ଧାରୁଆରେ ହେବ କୋଭିଡ୍‌ ଟିକା ଉତ୍ପାଦନ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆରେ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିମିଟେଡ(ବିବିଆଇଏଲ୍‌) ଦ୍ୱାରା ନିର୍ମିତ ଟିକା ଉତ୍ପାଦନ କେନ୍ଦ୍ରରୁ ୨୦୨୨ ଜୁନ୍‌ରୁ କୋଭିଡ୍‌-୧୯ ଟିକା ଉତ୍ପାଦନ ଆରମ୍ଭ ହେବ। ଓଡ଼ିଶା ଗସ୍ତରେ ଆସିଥିବା ବିବିଆଇଏଲ୍‌ ଅଧ୍ୟକ୍ଷ ଡକ୍ଟର କ୍ରିଷ୍ଣା ଇଲ୍ଲା ଏନେଇ ସୂଚନା…

ଗ୍ରାହକ ସାଜି ଧରିଲା ସ୍ପେଶାଲ ସ୍କ୍ବାଡ୍‌

ଦେବଗଡ଼,୪।୮(ଡି.ଏନ୍‌.ଏ.): ଦେବଗଡ଼ ଓ ସମ୍ବଲପୁର ଜିଲାରେ ଚାଲିଛି ହନୁମାନ ପଇସା କାରବାର। ବେଆଇନ ହନୁମାନ ପଇସା କାରବାର କରୁଥିବା ୩ଜଣ ବ୍ୟକ୍ତିଙ୍କୁ ଦେବଗଡ଼ ଜିଲା ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ଧରିଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭଣ୍ଡାରୀମାଲ…

ଲାଞ୍ଚ ନେଇ ଧରାପଡ଼ିଲେ ସରକାରୀ ଯନ୍ତ୍ରୀ

ଯାଜପୁର ଟାଉନ,(ଡି.ଏନ୍‌.ଏ.)/କଟକ ଅଫିସ,୪ା୮: ଭିଜିଲାନ ହାତରେ ଧରାପଡିଛନ୍ତି ଯାଜପୁର ଟାଉନସ୍ଥିତ ଡ୍ରେନେଜ ଅଧୀକ୍ଷଣ ଯନ୍ତ୍ରୀ ଚଣ୍ଡିପ୍ରସାଦ ମହାପାତ୍ର। ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। ସଦର ବ୍ଲକ ଅଧୀନ ଅବଦଲପୁରର ଦେବାଶିଷ…

ସତର୍କ ନ ରହିଲେ ପୁଣି ଲକ୍‌ଡାଉନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ବ୍ୟୁରୋ): କରୋନା ସ୍ଥିତି ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କରୋନା ଯୁଦ୍ଧ ଶେଷ ହୋଇନାହିଁ। ଅନ୍ୟ ରାଜ୍ୟଗୁଡିକରେ ଏବେ ବି କରୋନା ସଂକ୍ରମଣ ବଢୁଛି । ତେଣୁ ଓଡ଼ିଶାବାସୀଙ୍କୁ ସତର୍କ ରହିବାକୁ…

୨୩ରୁ ସାଧାରଣ ଭକ୍ତଙ୍କ ପାଇଁ କାଳିଆ ଦର୍ଶନ

ପୁରୀ ଅଫିସ୍‌,୪।୮: ଆସନ୍ତା ୧୬ତାରିଖ ଖୋଲିବ ଶ୍ରୀମନ୍ଦିର। ୧୬ରୁ ୨୦ ପର୍ଯ୍ୟନ୍ତ ୫ ଦିନ ଧରି ପୁରୀବାସୀଙ୍କୁ କାଳିଆ ଦର୍ଶନ ପାଇଁ ଛଡାଯିବ। ୨୧ ଓ ୨୨ ତାରିଖ ଶଟ୍‌ଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା କରାଯାଇଛି। ସେହି ୨…

ଆଜି ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। କୋଭିଡ୍‌ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ତେବେ ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ନଜର ନବୀନଙ୍କ ଘୋଷଣା ଉପରେ ରହିଛି।

ମଝି ରାସ୍ତାରେ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ବାମୀ

ଛତ୍ରପୁର,୪।୮(ଡି.ଏନ୍‌.ଏ.): ମଝି ରାସ୍ତାରେ ସ୍ବାମୀ ପେଟ୍ରୋଲ ଢାଳି ନିଆଁ ଲଗାଇ ସ୍ତ୍ରୀକୁ ପୋଡ଼ିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ସାନ ଆର୍ଯ୍ୟପଲ୍ଲୀ ଗ୍ରାମରେ।…

ଏସ୍‌ଆଇଙ୍କୁ କାମୁଡ଼ିିଦେଲେ ମହିଳା

ଭୁବନେଶ୍ୱର,୪।୮(ବ୍ୟୁରୋ):ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ମଙ୍ଗଳବାର ଏକ ଘଟଣାର ତଦନ୍ତ କରିବାକୁ ଯାଇଥିବା ମହିଳା ଏସ୍‌ଆଇ ପ୍ରିୟଦର୍ଶିନୀ ବେହେରାଙ୍କୁ ଜଣେ ଘର ମାଲିକାଣୀ ମାଡ଼ ମାରିବା ସହ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଛନ୍ତି। ଏସ୍‌ଆଇ ବେହେରା ଏବେ ହସ୍ପିଟାଲରେ ଚିକିତ୍ସିତ…

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

କୋର୍ଟଙ୍କ ଆଦେଶ ଜୁଡିସିଆଲ ଅଧିକାରୀ ମାନୁନାହାନ୍ତି

କଟକ ଅଫିସ,୪ା୮:କୋର୍ଟଙ୍କ ଆଦେଶକୁ ଜୁଡିସିଆଲ ଅଧିକାରୀ ମାନୁ ନ ଥିବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ପିଟିଶନରେ ଦର୍ଶାଇଛନ୍ତି, ବଲାଙ୍ଗୀର ଜିଲା କୋର୍ଟ ଓ ପାଟଣାଗଡ଼ କୋର୍ଟରେ ୨୫ବର୍ଷ…

ଭାଜପାକୁ କାହିଁକି ସମର୍ଥନ ଦିଆଗଲା ଜାଣିନି

ପୁରୀ ଲୋକ ସଭା ଆସନରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ପିନାକୀ ମିଶ୍ର ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି। ସେ ମୋଟ ୪ଥର ପୁରୀ ଲୋକ ସଭା ଆସନରୁ ଏମ୍‌ପି ଭାବେ ବିଜୟୀ ହୋଇଛନ୍ତି। ସେ ପ୍ରଥମେ ୧୯୯୬ରେ କଂଗ୍ରେସ…

୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍‌ ଅର୍ଡିନେଟ ଅଫିସ୍‌ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri