ରାଜ୍ୟ

୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍‌ ଅର୍ଡିନେଟ ଅଫିସ୍‌ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ ଏବଂ…

ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍‌ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା ଟକ୍କରରେ…

ଧରାପଡ଼ିଲା ଓଟିଇଟି ପ୍ରମାଣପତ୍ର ଜାଲିଆତି

ଯାଜପୁର ଅଫିସ,୪ା୮:ରାଜ୍ୟର କୋଣ ଅନୁକୋଣରେ ପୂର୍ବରୁ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଶିକ୍ଷୟିତ୍ରୀଶିକ୍ଷକଙ୍କ ରହସ୍ୟ ଉନ୍ମୋଚନ ହୋଇ ଥିବାବେଳେ ଏବେ ପୁଣି ଓଟିଇଟି(ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ)ପ୍ରମାଣପତ୍ର ଜାଲିଆତି ଧରାପଡ଼ିଛି। ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଆଧାରରେ ଏହା…

ରୋଜ୍‌ ଭ୍ୟାଲି ଓଡ଼ିଶା ମୁଖ୍ୟ ଭୌମିକ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ ବାଲେଶ୍ୱର ଅଫିସ,୪।୮: ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ସଂସ୍ଥାର ଓଡ଼ିଶା ମୁଖ୍ୟ ବିକ୍ରମଜିତ୍‌ ଭୌମିକଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଏକ ଟିମ୍‌ ସୋମବାର ରାତିରେ ପଶ୍ଚିମବଙ୍ଗର ମିଦିନାପୁର ଅଞ୍ଚଳରୁ ଗିରଫ କରିଛି। ତାଙ୍କୁ କୋଲକାତାର ତାମ୍‌ଲୁକ ସିଜେଏମ୍‌ କୋର୍ଟରେ ହାଜର…

ରାଜ୍ୟରେ ୧,୩୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୩୧୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୫୫୩ ଟି…

୪ ଦିନିଆ ରିମାଣ୍ଡରେ ଗଲେ ବିରଞ୍ଚି: ଖୋଲିବ ଗୁମର

ଭୁବନେଶ୍ୱର,୩।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନାରାୟଣ ସାହୁଙ୍କୁ ମଙ୍ଗଳବାର ୪ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ତାଙ୍କୁ ରିମାଣ୍ଡରେ…

ପୋଖରୀରେ ବୁଡ଼ିଗଲେ ମା’ ଝିଅ

କେନ୍ଦୁଝର,୩ା୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜାମୁଯୋଡ଼ି ପଞ୍ଚାୟତ ଅଧୀନ ଜାମୁପଶି ସାହିରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ମା’ ଝିଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ସାହିର ବାସୁଦେବ ନାଏକଙ୍କ ସ୍ତ୍ରୀ ଦ୍ରୌପଦୀ(୪୦)…

ଚାକିରି କରାଇଦେବାକୁ କହି ଠକି ଦେଲେ ଭାଜପା ଜିଲା ସମ୍ପାଦକ

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦ୍ରମନ୍ତ୍ରୀଙ୍କ ପାଖ ଲୋକ। ଚାକିରି କରାଇଦେବି। ଏଭଳି କହି ୪୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ଆସିଛି କେନ୍ଦୁଝର ଜିଲା ଭାଜପା ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାରଙ୍କ ନାଁରେ। ଆନନ୍ଦପୁର ଥାନାରେ ଏହି ମାମଲା(ନଂ.୧୫୬/୨୧) ରୁଜୁ ହୋଇଛି। ତଦନ୍ତ…

ପୁଣି ଥରେ ବିଦ୍ୟାଭାରତୀଙ୍କୁ ଜେରା : ଏଥର ମିଳିବ କି କିଛି ତଥ୍ୟ

ଉଦଳା,୩।୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାର ୨୩ ଦିନ ପରେ ମଧ୍ୟ ସସ୍ପେନ୍ସ ଲାଗି ରହିଛି। ଏହା ଏକ ଦୁର୍ଘଟଣାଜନିତ ମୃତ୍ୟୁ ନା ଯୋଜନାବଦ୍ଧ ହତ୍ୟାକାଣ୍ଡ, ତାହା ଉପରୁ ପରଦା ଉଠି ପାରୁନି। ଅନ୍ୟପକ୍ଷରେ…

୪ ଜିଲାରେ ପାଇଲଟ୍‌ ପ୍ରକଳ୍ପ

ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍‌ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର କୃଷିଭବନଠାରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏହାର ଉଦ୍‌ଘାଟନ କରିଛନ୍ତି।…

‘ଓଏସ୍‌ଏସ୍‌ସି ଦୁର୍ନୀତି ଚପାଇବାକୁ ଉଦ୍ୟମ’

ଭୁବନେଶ୍ୱର, ୩।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ମହାଦୁର୍ନୀତି ପ୍ରତିବାଦରେ ସୋମବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଷ୍ଟାଫ୍‌ ସିଲେକ୍ସନ କମିଶନ କାର୍ଯ୍ୟାଳୟ ସମ୍ମୁଖରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଛାତ୍ର କଂଗ୍ରେସ କର୍ମକର୍ତ୍ତାମାନେ ଏଡିଏମ୍‌…

ବାହାଘରରେ ୨୫, ଅନ୍ତ୍ୟେଷ୍ଟିକ୍ରିୟାରେ ୨୦

ପୁରୀ ଅଫିସ,୨।୮: ଶ୍ରୀମନ୍ଦିର ବ୍ୟତୀତ ଜିଲାର ଅନ୍ୟ ସମସ୍ତ ଧାର୍ମିକ ଅନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀକୁ ଖୋଲି ଦିଆଯାଇଛି। କୋଭିଡ୍‌ କଟକଣା ପାଳନ ପୂର୍ବକ ଲୋକେ ସର୍ବସାଧାରଣ ସ୍ଥାନକୁ ଯାଇପାରିବେ। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ଶନିବାର ଓ ରବିବାର ପୁରୀ ସହରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri