ରାଜ୍ୟ

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍‌ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି।...

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ...

ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଗୁରୁବାର ରାତି...

ଖାଦ୍ୟ ନାଁରେ ବିଷ ବେପାର

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଖାଦ୍ୟ ନାଁରେ ବିଷ ବେପାର ଚାଲିଛି। ଅଧିକ ମୁନାଫା କମାଇବା ଆଶାରେ ଅସାଧୁ ବ୍ୟବସାୟୀମାନେ ଜନସ୍ବାସ୍ଥ୍ୟ ସହ ଭୟଙ୍କର ଖେଳ ଖେଳୁଛନ୍ତି। ଖାଦ୍ୟସାମଗ୍ରୀ ଅପମିଶ୍ରଣ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ବିପଦ ଭାବେ ଦେଖାଦେଇଛି। ତେଲ, ଘିଅ, ସସ୍‌ ଓ ବିଭିନ୍ନ...

ନକଲି ପନିର୍‌ ମାମଲା: ବ୍ୟବସାୟୀ ଗିରଫ

କଟକ ଅଫିସ୍‌,୩୧।୧୨: କଟକର ଚାଉଳିଆଗଞ୍ଜ ନକଲି ପନିର୍‌ ମିଳିବା ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ୨୭୨, ୨୭୩, ୪୨୦ ଏବଂ ୩୪ ଆପିସି ଧାରା ଏବଂ ଖାଦ୍ୟ ନିରାପତ୍ତା ଦଫାରେ ତାଙ୍କୁ ଗିରଫ କରାଯାଇଛି। କଟକର...

୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାରେ ଜାନୁୟାରୀ ୧୭,୧୮ ଓ...

ଆଉ ୪ ବ୍ରିଟେନ୍‌ ଫେରନ୍ତା ମିଳୁନାହାନ୍ତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରକୁ ଗତ ୨୯ ତାରିଖ ସୁଦ୍ଧା ବ୍ରଟେନ୍‌ରୁ ୬୨ଜଣ ଫେରିଛନ୍ତି। ଏମାନଙ୍କ ମଧ୍ୟରୁ ବୁଧବାର ସନ୍ଧ୍ୟା ସୁଦ୍ଧା ୫୮ ଜଣଙ୍କ ସହ ଯୋଗାଯୋଗ ହୋଇପାରିଛି। କିନ୍ତୁ ଏବେବି ଆଉ ୪ଜଣଙ୍କ ଠିକଣା ମିଳୁ ନାହିଁ। କ୍ଷେତ୍ରସ୍ତରୀୟ ଯାଞ୍ଚ କରିବାକୁ ଗଠିତ...

ରେଳପଥ ଐତିହ୍ୟକୁ ନେଇ ହେବ ସଂଗ୍ରହାଳୟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ରେଳ ଐତିହ୍ୟ ସଂଗ୍ରହାଳୟ ପାଇଁ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପିତ ହୋଇଛି। ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ, ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ଓ ଅନ୍ୟ ପ୍ରମୁଖ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ରେଲ୍‌ଓ୍ବେ ଷ୍ଟାଡିୟମ୍‌ଠାରେ ଏହି...

ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ରାଜ୍ୟ ସରକାର ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀକୁ ପଦୋନ୍ନତି ଦେଇଛନ୍ତି। ସ୍ବରାଷ୍ଟ୍ର ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପଦୋନ୍ନତି ଦିଆଯାଇଥିବା ବେଳେ ପର୍ଯ୍ୟଟନ,...

ଭରତପୁର ଜଙ୍ଗଲରେ ହାତୀଛୁଆ ଜନ୍ମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରେ ଚନ୍ଦକା ବନଖଣ୍ଡ ଅନ୍ତର୍ଗତ ଭରତପୁର ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆ ଜନ୍ମ ନେଇଛି। ମା’ ହାତୀ ସହ ୧୪ ଟିକିଆ ହାତୀ ପଲ ତାକୁ ସୁରକ୍ଷା ଯୋଗାଉଥିବା ଦେଖିବାକୁ ମିଳୁଛି। ମା’ ହାତୀଟି ୩ରୁ ୪ ମାସ...

ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କହିଛନ୍ତି। ଅଫ୍‌ଲାଇନରେ ବିଏଡ୍‌ ପରୀକ୍ଷାକୁ ବିରୋଧ କରି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ...

ମହିଳା, ଶିଶୁ ଅପରାଧ ରୋକିବାକୁ ହେବ ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ମହିଳା ଓ ଶିଶୁଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ ରୋକିବା ଦିଗରେ ଆହୁରି ପଦକ୍ଷେପ ନିଆଯିବ। ଏଥିପାଇଁ ଓଡ଼ିଶା ପୋଲିସର ଏକ ସ୍ବତନ୍ତ୍ର ଶାଖା ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୨ତମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri