ରାଜ୍ୟ

‘ଟେଷ୍ଟିଂ ଅଭିଯାନରେ ସବୁ ଦଳ ଲୋକଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ଲୋକଙ୍କୁ ଟେଷ୍ଟିଂ ଅଭିଯାନରେ ସାମିଲ କରାଯାଇ ଏହାକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ମନରେ କରୋନା…

ଅକ୍ସିଜେନ୍‌, ଔଷଧ କଳାବଜାର ରୋକ

ଭୁବନେଶ୍ୱର,୨୦।୫(ବ୍ୟୁରୋ): କରୋନା ସଙ୍କଟ ମଧ୍ୟରେ ଆକ୍ରାନ୍ତଙ୍କ ଜୀବନ ରକ୍ଷା ପାଇଁ ଅତି ଜରୁରୀ ହୋଇଥିବା ମେଡିକାଲ ଅକ୍ସିଜେନ ଓ ଔଷଧ କଳାବଜାର ହେଉଛି। ଏନେଇ ରାଜ୍ୟ ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି) କ୍ଷୁବ୍ଧ ହୋଇଛନ୍ତି। ନିଜ ଆଡୁ ରୁଜୁ ହୋଇଥିବା ମାମଲାର ବିଚାର…

ଭୟଙ୍କର ହୋଇପାରେ ‘ୟାସ୍‌’: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚାଇବା ଆଶଙ୍କା କରାଯାଉଛି। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ…

ଭୋଜି ବନ୍ଦ, କନ୍ୟା ବାପାଙ୍କୁ ଏକଲକ୍ଷ ଜରିମାନା

ଦେବଗଡ଼, ୧୯ା୫ – ଦେବଗଡ଼ ପୌରାଞ୍ଚଳର ପୁରୁଣାଗଡରେ ବୁଧବାର କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇ ଏକ ବିବାହ ଭୋଜି ଆୟୋଜନ ହୋଇଥିଲା। କିନ୍ତୁ ହଠାତ୍‌ ଚଢ଼ାଉ କରିଥିଲା ପୋଲିସ। ଭୋଜି ବନ୍ଦ କରିବା ସହ ଆୟୋଜନକାରୀ କନ୍ୟାର ବାପାଙ୍କୁ ୧ ଲକ୍ଷ…

ମଲ୍‌ରେ ଟିକା ମନା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଭନ୍ନ ମହଲରୁ ଅସନ୍ତୋଷ ପ୍ରକାଶ ପାଇବା ପରେ ଶେଷରେ ଚେତିଲେ ରାଜ୍ୟ ସରକାର। ଡ୍ରାଇଭ୍‌ ଇନ୍‌ ଭ୍ୟାକ୍ସିନେସନ ଓ ଡୋର୍‌ ଷ୍ଟେପ୍‌ ଟିକାକରଣକୁ ସମ୍ପୂର୍ଣ୍ଣ ମନା କରିଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ପ୍ରଥମେ ଆରମ୍ଭ ହୋଇଥିଲା…

ସ୍ବାମୀଙ୍କ ମୃତ୍ୟୁ ଖବର ପାଇ ଚାଲିଗଲେ ସ୍ତ୍ରୀ: ଗୋଟିଏ ଜୁଇରେ ଜଳିଲେ ଦମ୍ପତି

ବରଗଡ଼ ଅଫିସ୍‌,୧୯।୫: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅଧୀନ ଚିଚିଣ୍ଡା ଗ୍ରାମରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ମୃତ୍ୟୁର ୫ମିନିଟ୍‌ ପରେ ହୃଦଘାତରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। ମୃତକ ହେଲେ ଉକ୍ତ ଗ୍ରାମର ଗିରିଧାରୀ ମେହେର(୫୦) ଏବଂ ତାଙ୍କର…

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି। ମିଳିଥିଲା…

ଭୟଙ୍କର ରୂପ ନେଇପାରେ ବାତ୍ୟା ‘ୟାସ’

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ’ ଭୟଙ୍କର ହେବ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗ ଉପକୂଳରେ ତାଣ୍ଡବ ରଚିପାରେ। ଯଦିଓ ବାତ୍ୟାର ଚିତ୍ର ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ, କିଛି ପାଣିପାଗ…

ନୂଆ ଜୀବନ ଆରମ୍ଭ କରିବା ପୂର୍ବରୁ ଜୀବନ ହାରିଲେ ଯୁବତୀ

ଭଞ୍ଜନଗର,୧୯।୫: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୁରୁମୁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ଦିନ ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁରୁମୁ ଗ୍ରାମର ସନ୍ତୋଷିନୀ ନାୟକ। ପୋଲିସ ମୃତଦେହ ଜବତ କରି…

ବାଲିମେଳା ଜଳଭଣ୍ଡାରରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା

ମାଲକାନଗିରି,୧୯।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ବୁଧବାର ଏକ ଯାତ୍ରୀବାସୀ ଦେଶୀ ଡଙ୍ଗା ବୁଡି ଯାଇଛି। ଫଳରେ ମହିଳା ଓ ଶିଶୁଙ୍କ ସମେତ ୩ ଜଣ ନିଖୋଜ ଅଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ୧୧ ଜଣ ଯାତ୍ରୀଙ୍କୁ ନେଇ ଏକ…

ଟୋଲ୍‌ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍‌ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡ଼ିଗୁଡ଼ିକୁ ରାଜ୍ୟରେ ଥିବା କୌଣସି ଟୋଲ୍‌ ଗେଟ୍‌ରେ…

ଗଞ୍ଜାମରେ ଘରକୁ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୨୦୨୧ଟି ଟିମ୍‌ ସାମିଲ

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି। ଆଶା କର୍ମୀ, ସ୍ବଚ୍ଛସାଥୀ, ସୁପରଭାଇଜରମାନେ ଏହି କାର୍ଯ୍ୟ ତ୍ୱରାନ୍ବିିତ କରୁଥିବା ଜିଲାପାଳ ବିଜୟ ଅମୃତା କୁଳାଙ୍ଗେ ସୂଚନା ଦେଇଛନ୍ତି । ଘର ପରିବାରର ସଦସ୍ୟଙ୍କ ଅକ୍ସି ମିଟରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri