ରାଜ୍ୟ

ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ରାଜ୍ୟ ସରକାର ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀକୁ ପଦୋନ୍ନତି ଦେଇଛନ୍ତି। ସ୍ବରାଷ୍ଟ୍ର ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପଦୋନ୍ନତି ଦିଆଯାଇଥିବା ବେଳେ ପର୍ଯ୍ୟଟନ,...

ଭରତପୁର ଜଙ୍ଗଲରେ ହାତୀଛୁଆ ଜନ୍ମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରେ ଚନ୍ଦକା ବନଖଣ୍ଡ ଅନ୍ତର୍ଗତ ଭରତପୁର ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆ ଜନ୍ମ ନେଇଛି। ମା’ ହାତୀ ସହ ୧୪ ଟିକିଆ ହାତୀ ପଲ ତାକୁ ସୁରକ୍ଷା ଯୋଗାଉଥିବା ଦେଖିବାକୁ ମିଳୁଛି। ମା’ ହାତୀଟି ୩ରୁ ୪ ମାସ...

ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କହିଛନ୍ତି। ଅଫ୍‌ଲାଇନରେ ବିଏଡ୍‌ ପରୀକ୍ଷାକୁ ବିରୋଧ କରି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ...

ମହିଳା, ଶିଶୁ ଅପରାଧ ରୋକିବାକୁ ହେବ ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ମହିଳା ଓ ଶିଶୁଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ ରୋକିବା ଦିଗରେ ଆହୁରି ପଦକ୍ଷେପ ନିଆଯିବ। ଏଥିପାଇଁ ଓଡ଼ିଶା ପୋଲିସର ଏକ ସ୍ବତନ୍ତ୍ର ଶାଖା ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୨ତମ...

ନୂଆବର୍ଷ ଆରମ୍ଭରୁ ହୋଇପାରେ ଟିକାକରଣ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ନୂଆବର୍ଷ ଆରମ୍ଭରୁ ରାଜ୍ୟରେ କରୋନା ଟିକାକରଣ ହୋଇପାରେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଆସିଲେ ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟିକା...

ସୁସ୍ଥ ହେଲେ ୩୨୮କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସମ୍ବଲପୁରରୁ ୩୨, ଅନୁଗୋଳରୁ ୨୩, କଟକରୁ ୨୨, କେନ୍ଦୁଝରରୁ ୨୧, ବଲାଙ୍ଗୀରରୁ ୨୦, ପୁରୀରୁ ୧୮, ସୁନ୍ଦରଗଡରୁ...

୩ବର୍ଷ ହେଲା ଜୀବନ ସହ ସଂଘର୍ଷ କରୁଛନ୍ତି ଚୈତନ୍ୟ, ମିଳୁନାହିଁ ସହାୟତା

ଗୁଡ଼ଭେଲା,୩୦ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଘୁନା ପଞ୍ଚାୟତ ଅନ୍ତର୍ଗତ ଗୁଡଙ୍ଗାମାଳ ଗ୍ରାମ ପୁଟାପଡାର ଚୈତନ୍ୟ ପୁଟା (୨୪) ତିନିବର୍ଷ ତଳେ ଗଛରୁ ପଡିଯାଇଥିଲେ। ତାଙ୍କର ଦୁଇ ଗୋଡ ଓ ଅଣ୍ଟା ଅଚଳ ହୋଇଯାଇଥିଲା। ବିଭନ୍ନ ସ୍ଥାନରେ ଚିକିତ୍ସା କରାଇଲେ...

ଜରାଙ୍ଗରେ ହେବ ମୁକ୍ତ ପ୍ରାଣୀ ଉଦ୍ୟାନ

ସମ୍ବଲପୁର,୩୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଧୀନ ଦେବଝରଣ ପର୍ଯ୍ୟଟନ ସ୍ଥଳ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ଦେବଝରଣ ଜଳପ୍ରପାତ ନିକଟ ଜରାଙ୍ଗ ଜଙ୍ଗଲ ଅଞ୍ଚଳରେ ମୁକ୍ତ ପ୍ରାଣୀ ଉଦ୍ୟାନ...

ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସମସ୍ତ ଉତ୍ସବାନୁଷ୍ଠାନରେ ରୋକ ଲଗାଯାଇଛି। ଏ ନେଇ...

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ କିରାଣି

ଖଡିଆଳ,୩୦।୧୨(ଡି.ଏନ୍‌.ଏ.)- ଜମି ରେଜିଷ୍ଟ୍ରି କରିବା ନେଇ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୂଆପଡ଼ା ଜିଲା ଖଡିଆଳ ସବ୍‌ରେଜିଷ୍ଟାର ଅଫିସରେ କାର୍ଯ୍ୟରତ କନିଷ୍ଠ କିରାଣି ସଞ୍ଜୟ କୁମାର ନାୟକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ ଖଡିଆଳ ତହସିଲ...

ଆସିଲା ଜାନୁଆରୀ ଗାଇଡ୍‌ଲାଇନ୍‌: ଖୋଲିବ ସିନେମା ହଲ୍‌, ଥିଏଟର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-କୋଭିଡ୍‌-୧୯ କଟକଣା ଜାରି ହେବା ପରଠାରୁ ଦୀର୍ଘ ୧୦ ମାସ ହେବ ସିନେମା ହଲ୍‌, ଥିଏଟର ଆଦି ବନ୍ଦ ରହିଥିଲା। ତେବେ ୨୦୨୧ ଜାନୁୟାରୀ ପହିଲାରୁ ଏସବୁ ଖୋଲିବାକୁ ଅନୁମତି ଦିଆଯାଇଛି। ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଟ୍ରକ୍‌ ଧକ୍କାରେ ଯୁବତୀଙ୍କ ଜୀବନଗଲା: ରାସ୍ତାରୋକୋ, ଉତ୍ତେଜନା

ବେଲପାହାଡ଼,୩୦।୧୦(ଡ଼ି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୁମାଡ଼େରା ମୁଖ୍ୟ ରାସ୍ତାରେ ବୁଧବାର ଏକ୍‌ ଟ୍ରକ୍‌ ଧକ୍କାରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟିଆର୍‌ଏଲ୍‌ କଲୋନୀରେ ରହୁଥିବା ଶ୍ରେୟା ଆଇଚ୍‌(୨୧)। ସୂଚନା ମୁତାବକ, ବାପା ଦେବାଶିଷ ଆଇଚ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri