ଆସ ଗଛ ସହ ବନ୍ଧୁ ବାନ୍ଧିବା
ପୁରୁଣା ଭୁବନେଶ୍ୱର, ୧।୮: ଅଗଷ୍ଟ ପ୍ରଥମ ରବିବାରକୁ ଅନ୍ତର୍ଜାତୀୟ ବନ୍ଧୁତା ଦିବସ ରୂପେ ପାଳନ କରାଯାଉଥିବାବେଳେ ପରିବେଶବିତ୍ ତଥା ଯୁବ ସାମାଜିକ କର୍ମୀ ସୁଶାନ୍ତ ସାହୁ ପତ୍ର ଓ ମୁରୁଜରେ ବୃକ୍ଷ ତିଆରି କରି ବନ୍ଧୁତ୍ୱର ନିଆରା ବାର୍ତ୍ତା ଦେଇଛନ୍ତି। ମଣିଷ…
୩ରୁ ପୁଣି ବର୍ଷା
ଭୁବନେଶ୍ୱର, ୧।୮(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରି ଏବେ ଦକ୍ଷିଣ-ପଶ୍ଚିମ ବିହାର ଉପରେ ରହିଛି। ଆସନ୍ତା ୨ ଦିନରେ ଏହା ଉତ୍ତର ପ୍ରଦେଶ ଆଡ଼କୁ ଗତି କରି କ୍ରମଶଃ ଦୁର୍ବଳ ହୋଇଯିବ। ଫଳରେ ଓଡ଼ିଶାରେ…
ରାଜଧାନୀରେ ଟିକାକରଣ: ୧୦୦% ଦାବିକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୧।୮ (ବ୍ୟୁରୋ): ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି। ତେବେ ବିଏମ୍ସିର ଏହି ଶତପ୍ରତିଶତ…
ଓଡ଼ିଶାକୁ ତୁରନ୍ତ ସାର ଯୋଗାଅ
ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୧।୮: ରାଜ୍ୟରେ ସାର ଅଭାବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ଚିଠି ଲେଖିଛନ୍ତି। ଏପ୍ରିଲ ମାସରେ ରାଜ୍ୟକୁ ଆବଶ୍ୟକତା ଅନୁଯାୟୀ ସାର ଯୋଗାଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ…
ଆଉ ୬୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣ କମିଥିଲେ ହେଁ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୯୬୬କୁ ବୃଦ୍ଧି…
ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ କରୋନା…
ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା
ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ ଉପରକୁ କେହି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ଉପଖଣ୍ଡ…
ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ
କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶେଷ ପାତ୍ରଙ୍କ ଝିଅ ଶ୍ରୁତି (୫) ଏବଂ ତାଙ୍କ ଭାଣିଜୀ…
କଲେଜ ଛାତ୍ରୀଙ୍କୁ ବଳାତ୍କାର
ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର ଦଳାଇ…
ସମସ୍ତ ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟରେ ଲକ୍ଡାଉନ୍ କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍ ପକ୍ଷରୁ ୧୬ଟି ରୁଟ୍ରେ ମୋ ବସ୍ ସେବା ଆରମ୍ଭ କରାଯାଇଥିଲା। ତେବେ ପରିସ୍ଥିତିରେ ସୁଧାର ଆସିଥିବାରୁ…
ପାରିବାରିକ ଶତ୍ରୁତା ନେଲା ଶିଶୁର ଜୀବନ
ମାଲକାନଗିରି,୩୧ା୭(ଡି.ଏନ୍.ଏ.): ପାରିବାରିକ ଶତ୍ରୁତା ପାଇଁ ଜଣେ କୋମଳମତି ଶିଶୁର ଜୀବନ ଯାଇଛି। ଏହାକୁ କେନ୍ଦ୍ରକରି ଏମ୍ଭି-୧୯ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମୃତ ଶିଶୁ ଜଣକ ହେଲେ ୫ବର୍ଷର ଅଙ୍କିତ ମଣ୍ଡଳ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଛି। ଅଙ୍କିତଙ୍କୁ ହତ୍ୟା…
ପ୍ରକାଶ ପାଇଲା + ୨ ରେଜଲ୍ଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ ୯୪,୫୩୨…
Archives


