ରାଜ୍ୟ

କଟକରେ ୮ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ପରେ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ଭୁବନେଶ୍ୱର, ବାଲେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରେ ୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା…

ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍‌ଆରସି

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ରବିବାର ସକାଳ ୬ଟାରେ ରାଜ୍ୟରେ ଲାଗୁ ହୋଇଥିବା ତୃତୀୟ ପର୍ଯ୍ୟାୟ ଆଶିଂକ ଲକ୍‌ଡାଉନ…

କୋଟିପତି ପିଏସ୍‌ ଗିରଫ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ବ୍ୟକ୍ତିଗତ ସଚିବ ଗିରଫ। ଶନିବାର ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଗିରଫ ପରେ ବିରଞ୍ଚି ନାରାୟଣ…

ପୁରୀ ବିଚ୍‌ ସ୍ୟାକ୍ସ ପ୍ରସ୍ତାବ ରଦ୍ଦ

ପୁରୀ ଅଫିସ,୩୧।୭: ପୁରୀ ବେଳାଭୂମିରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ କାର୍ଯ୍ୟକାରୀ କରିବାକୁ ଥିବା ପ୍ରସ୍ତାବିତ ବିଚ୍‌ ସ୍ୟାକ୍ସ ଯୋଜନାକୁ ରଦ୍ଦ କରାଯାଇଛି। ପୁରୀ ସହରର ସମସ୍ତ ପ୍ରମୁଖ ଅନୁଷ୍ଠାନ ଓ ରାଜନୈତିକ ଦଳର ବିରୋଧ ପରେ ରାଜ୍ୟ ସରକାର ଏହି…

ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍‌ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନରାୟଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଛି। ଭୁବନେଶ୍ୱର ନୀଳାଦ୍ରିବିହାରରେ ଥିବା ତାଙ୍କ ବାସଗୃହ, କଟକସ୍ଥିତ ଶ୍ୱଶୁରଘର…

ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା…

ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାକୁ ଉନ୍ମୋଚନ କରିଛନ୍ତି। ଏଣିକି ସମସ୍ତ ସ୍କୁଲରେ ଶିକ୍ଷକ ଓ…

ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ…

ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ରେମୁଣା ଗୋଲେଇ ଅଞ୍ଚଳରେ ପରିବାର ସହ ଭଡ଼ାଘରେ ରହୁଥିବା ଜଣେ ୩୦ ବର୍ଷୀୟା…

ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ orissaresults.nic.in କିମ୍ବା chseodisha.nic.in ଓ୍ବେବ୍‌ସାଇଟ୍‌ରେ ନିଜ ପରୀକ୍ଷା ଫଳ ଦେଖିପାରିବେ। ତେବେ କଳା…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୯୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ନିୟମ ମାନୁନାହାନ୍ତି ବ୍ୟବସାୟୀ

ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି ଅପମିଶ୍ରିତ ଓ ବାସିଖାଦ୍ୟ ଲୋକଙ୍କୁ ନାନା ରୋଗରେ ପକାଇବ। ଏହାର ପ୍ରସ୍ତୁତି ବେଳେ କେତେଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri