ରାଜ୍ୟ

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧାହେଲେ କନଷ୍ଟେବଳ

ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ଜଣେ କନଷ୍ଟେବଳକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବେତନଟୀ ଥାନା ପଦିପଡ଼ା ଗ୍ରାମର ଅଶୋକ ସୋରେନ। ଏ ସଂକ୍ରାନ୍ତରେ ପୋଲିସ…

ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ

ସୁୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍‌ସୋ ଆକ୍ଟ ସେକ୍ସନ-୬ରେ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ହଜାର ଟଙ୍କା ଜରିମାନା…

୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା

ସୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ ସୁନ୍ଦରଗଡ଼ ପୋଲିସକୁ ମିଳିଛି ସଫଳତା। ବ୍ୟାଙ୍କରୁ ଟଙ୍କା ଲୁଟ୍‌ ହେବାର ୪୮ଘଣ୍ଟା ମଧ୍ୟରେ ବିହାର…

ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ରାୟଗଡ଼ା ଅଫିସ/ଗୁଣପୁର,୩୦ା୭(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ଅନ୍ତର୍ଗତ ଲଙ୍କାଭାନିଦିବା ଗ୍ରାମର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଶା କଏଲ୍‌ରୁ ଅଗ୍ନିକାଣ୍ଡ ଘଟି ସେଠାରେ କାମ କରୁଥିବା ଓଡ଼ିଶାର ୬ ଦାଦନ ଶ୍ରମିକ ଜୀବନ୍ତ ଦଗ୍ଧ…

ଆମ୍ବଗଛ ତଳୁ ମିଳିଲା ନବଜାତ ଶିଶୁପୁତ୍ର

ରାଉରକେଲା ଅଫିସ୍‌, ୩୦।୭: ରାଉରକେଲା ସେକ୍ଟର ୨୦ରେ ମିଶ୍ର ଖଟାଲ ମନ୍ଦିର ନିକଟ ଆମ୍ବଗଛ ମୂଳରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର ହୋଇଛି। ସ୍ଥାନୀୟ ପୋଲିସ ଓ ଚାଇଲ୍ଡ ଲାଇନ ଟିମ୍‌ ପହଞ୍ଚି ଉକ୍ତ ଶିଶୁଟିକୁ ଉଦ୍ଧାର କରି ରାଉରକେଲା…

ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ମିଳିଲା ପୁଳାପୁୁଳା ଟଙ୍କା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍‌ ବିରଞ୍ଚି ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । କଟକ ଓ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ବେଳେ…

୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ ପ୍ରାଥମିକ…

ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ମାଟ୍ରିକ ପରୀକ୍ଷା…

ଲଘୁଚାପ ସତ୍ତ୍ୱେ ହାଲୁକା ବର୍ଷା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହୁଛି। ଇତିମଧ୍ୟରେ ଲଘୁଚାପ ଓ୍ବେଲ୍‌ମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଆଡ଼କୁ ଚାଲିଗଲାଣି। ହେଲେ…

ପିଏମ୍‌ଇଜିପି ଅଗ୍ରଗତିରେ ଓଡ଼ିଶା ପଛୁଆ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ କର୍ମନିୟୋଜନ ସୃଷ୍ଟି କାର୍ଯ୍ୟକ୍ରମ (ପିଏମ୍‌ଇଜିପି) ଲକ୍ଷ୍ୟ ହାସଲରେ ଓଡ଼ିଶା ଧିମେଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶା ଜାତୀୟସ୍ତରରେ ୧୧୪.୭% ହାସଲ କରି ୩ୟ ସ୍ଥାନରେ ଥିବାବେଳେ ଚଳିତବର୍ଷ ବହୁ ପଛରେ ପଡ଼ିଛି। ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ମୁଖ୍ୟାଳୟ ସମ୍ମିଳନୀ…

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri