ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍
ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍ମାର୍କର ଫି (ଫାଉଣ୍ଡେଶନ ଫର୍ ଏନ୍ଭାଇରନ୍ମେଣ୍ଟାଲ ଏଜୁକେଶନ)...
ଓଏଏସ୍ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଛତ୍ରପୁର ଆସିଷ୍ଟାଣ୍ଟ କଲେକ୍ଟର ବିଶ୍ୱମ୍ବର ରଥଙ୍କୁ ଡେପୁଟି କଲେକ୍ଟର(ରାଜସ୍ବ) ଭାବେ...
ଓଡ଼ିଶା ପୋଲିସକୁ ପ୍ରଶଂସା କଲେ ବିପିନ ରାଓ୍ବତ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ସୁରକ୍ଷାର ଅଗ୍ରଦୂତ ହେଉଛି ପୋଲିସ। ଯେକୌଣସିି ସଙ୍କଟ କାଳରେ ସରକାରଙ୍କ ସବୁଠାରୁ ଅଧିକ ଦୃଶ୍ୟମାନ ଓ ପ୍ରଥମ ପ୍ରତିକ୍ରିୟା ଦେଉଥିବା ପ୍ରତିନିଧି ହେଉଛି ପୋଲିସ ବୋଲି ଭାରତର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ କହିଛନ୍ତି। କଟକସ୍ଥିତ ରାଜ୍ୟ...
୬୨ ବ୍ରିଟେନ୍ ଫେରନ୍ତାଙ୍କ ପତ୍ତା ମିଳୁନି
ଭୁବନେଶ୍ୱର, ୨୯।୧୨(ବ୍ୟୁରୋ) : ବ୍ରିଟେନ୍ରୁ ଓଡ଼ିଶା ଫେରିଥିବା ୬୨ ଜଣଙ୍କ କୌଣସି ପତ୍ତା ମିଳୁନି। ସେମାନେ ଫୋନ୍ ଉଠାଉ ନାହାନ୍ତି କି ନିର୍ଦ୍ଦିଷ୍ଟ ଠିକଣାରେ ମିଳୁନାହାନ୍ତି। ଏନେଇ ସୋମବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି,...
ପଲିଥିନ ତଳେ ବିତୁଛି ଜୀବନ
ବାରିପଦା ଅଫିସ,୨୯ା୧୨- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ସାରସକଣା ପଞ୍ଚାୟତ ଅଧୀନ ନୂଆଗାଁ ଗ୍ରାମର ବୀଣାପାଣି ଦାସ(୭୮) ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଖରା, ବର୍ଷା ଓ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଭଙ୍ଗା ଟାଇଲଛପର ଘରେ ପଲିଥିନ...
ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି
ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର ଆଖି ଖୋସି ହୋଇଯିବ। ଏଭଳି ନିଆରା ଉଦ୍ୟମ କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦୁଝର...
ଜନପ୍ରତିନିଧି, ସରକାରୀ କର୍ମଚାରୀ ଦେବେ ସମ୍ପତ୍ତି ତାଲିକା
ଭୁବନେଶ୍ୱର,୨୮।୧୨(ବୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସର୍ବଦା ସ୍ବଚ୍ଛତାକୁ ଗୁରତ୍ୱ ଦେଇ ଆସିଛନ୍ତି। ଦୁର୍ନୀତି ବିରୋଧୀ ସ୍ବରକୁ ଆହୁରି ଶାଣିତ କରିବାକୁ ସମସ୍ତ ଜନ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି...
ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬, ସମ୍ବଲପୁରରୁ ୨୫, ମୟୂରଭଞ୍ଜରୁ ୨୨, ପୁରୀରୁ ୨୨, ଅନୁଗୋଳରୁ ୨୦, ବରଗଡରୁ ୧୭,...
ସରକାରୀ ସ୍କୁଲରେ ପାଠ ପଢିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ
ଭୁବନେଶ୍ୱର,୨୮।୧୨(ବୁରୋ)-ସରକାରୀ ସ୍କୁଲରେ ଏଣିକି ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ସୋମବାର ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏ ନେଇ ରାଜ୍ୟ କ୍ୟାବିନେଟରେ...
ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍ ଚିହ୍ନଟ: ୩୩ ସୁସ୍ଥ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେଶନ ମନା
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେଶନ ମନା। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ହେଟେଲ, କ୍ଲବ, କନ୍ଭେନ୍ସନ ହଲ, କଲ୍ୟାଣ ମଣ୍ଡପରେ ଏହା କରାଯାଇପାରିବ ନାହିଁ। ଏଥିସହ ଅନ୍ୟ କୌଣସି ସ୍ଥାନରେ ଅଧିକ ଜନସମାଗମ ହୋଇପାରିବ ନାହିଁ। କେବଳ...
କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର
ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍ବୋଧନ ଦେଇ...
Archives


