ଜଙ୍ଗଲରେ ପଡିଛି ଦନ୍ତା ହାତୀର ମୃତଦେହ
ରେଢ଼ାଖୋଲ,୧୮।୧୧: ସମ୍ବଲପୁର ଜିଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ମୃତ ଦନ୍ତା ହାତୀର ବୟସ ୨୦ ବର୍ଷ ମଧ୍ୟରେ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। ଅନ୍ୟପକ୍ଷେ ହାତୀ...
ଭୂଇଁରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛନ୍ତି, ଧନ ତୁ ଫେରିଆରେ କହି ଲୋଟି ପଡ଼ୁଛନ୍ତି ଡେଙ୍ଗ ଗାଁ ଲୋକେ
ଭୁବନେଶ୍ୱର/ବଲାଙ୍ଗୀର,୧୮।୧୧( ସୁନିଲ କୁମାର ମହାନ୍ତି): ସବୁଦିନ ପାଇଁ ଆଖି ବୁଜିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିର ନିଦ୍ରାରେ ଶୋଇଯାଇଛନ୍ତି ହ୍ୟୁମାନ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟୋକଟି ଲୋକଙ୍କ ଆଖିରେ ଅସରନ୍ତି ଲୁହ। ଯେମିତି ଆଖିର ଲୁହ ବୋଲ ମାନୁନି। ଜନ୍ମମାଟି...
ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା: ଏହି ହେଲେ ନୂଆ କଂସ, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ ।...
‘ମୋ ପୁଅକୁ ଏମାନେ ମାରିଛନ୍ତି’, ଏହି ୩ ଜଣଙ୍କୁ ଦାୟୀ କଲେ ହ୍ୟୁମାନଙ୍କ ମାଆ, କଲେ ବଡ଼ ଖୁଲାସା
ଭୁବନେଶ୍ୱର,୧୮।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ଏହାରି ଭିତରେ ହ୍ୟୁମାନଙ୍କ ମାଆ ଶେଫାଳି ସୁନା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ହ୍ୟୁମାନଙ୍କ ମୃତ୍ୟ...
ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ: ଦୋକାନ ବଜାର, ସ୍କୁଲ, କଲେଜ ସହ…
କେନ୍ଦୁଝର,୧୮।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାକୁ ଆସିଫ ଅନବର ଖାନ ନାମକ ଫେରିବାଲା ଶନିବାର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କ୍ଷତାକ୍ତ ଅବସ୍ଥାରେ ପୀଡିତା...
ହ୍ୟୁମାନ ସାଗରଙ୍କ ମାଆଙ୍କ ସାଂଘାତିକ ଅଭିଯୋଗ: କହିଲେ ଏମାନଙ୍କ ପାଇଁ…
ଭୁବନେଶ୍ୱର,୧୮।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ଏହାରି ଭିତରେ ହ୍ୟୁମାନଙ୍କ...
ଜନ୍ମସ୍ଥାନ ଟିଟିଲାଗଡ଼ରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ
ଭୁବନେଶ୍ୱର,୧୮।୧୧: ସୋମବାର ରାତିରେ ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ଟିଟିଲାଗଡ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଜନ୍ମ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରର ଦେବନ୍ଦପଡାରେl ସେ...
ପରାଜୟ ପରେ ଦଳ ଭିତରେ ଟଣାଓଟରା: ୨ ଦିନ ପରେ ନବୀନଙ୍କୁ ଭେଟିଲେ…
ଭୁବନେଶ୍ୱର, ୧୮।୧୧(ସୁନିତ୍ ମିଶ୍ର): ନୂଆପଡ଼ା ଉପନିର୍ବାଚନରେ ବିଜେଡି ୩ ନମ୍ବର ସ୍ଥାନରେ ରହିବା ପରେ ସେମାନଙ୍କ ଦଳ ଭିତରେ ଏବେ ପୁଣିଥରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଯାଇଛି। କାହିଁକି ଜିଲା ବାହାରୁ ଆଣି ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦଳ ପ୍ରାର୍ଥୀ କଲା...
ବରଗଡ଼ ଧନୁଯାତ୍ରାରେ ଏଥର ନୂଆ କଂସ: ଆଉ କିଛି ସମୟ ପରେ ନାମ ଘୋଷଣା
ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ...
ମାଟିରେ ମିଶିଲା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘର
ଜଗତ୍ସିଂହପୁର,୧୮ା୧୧(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଧନିପୁର ନିକଟ ବେହେରାମପୁରସ୍ଥିତ ଏକ ନିରୋଳା ସ୍ଥାନରେ ସନ୍ଦେହଜନକ ଭାବେ ବାଂଲାଦେଶୀ ଅନୁପ୍ରବେଶକାରୀ ଥିବା ନେଇ ରବିବାର ରାତିରେ ସୂଚନା ମିଳିଥିଲା। ଏହି ଆଧାରରେ ଜଗତ୍ସିଂହପୁର ପୋଲିସ ସେଠାରେ ଚଢ଼ାଉ କରିଥିଲା।...
ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ, ବନ୍ଦ ରହିବ…
ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍ ଓ ମୋଟର...
୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଏହି ସବୁ ଜିଲାକୁ ଶୀତ ଲହରି ଆଲର୍ଟ
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଭୁବନେଶ୍ୱରରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୯ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବାବେଳେ ଏହା ଗତ ୨୫ ବର୍ଷର ରେକର୍ଡ...
Archives


