ରାଜ୍ୟ

ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର ଶ୍ରୀରାମ ନବମୀ ପାଳନ ହେଉଥିବା ବେଳେ ରାତି ସାଢେ ତିନିଟା ସମୟରେ ୭୨…

ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା ପାନୀୟଜଳ ପ୍ରକଳ୍ପର ଗ୍ୟାଲେରୀ ଉପରୁ ବେଧଡକ ଭାବେ ବାଲି ଉଠାଣ ଯୋଗୁ ପାନୀୟ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ସୂଚନା ପାଇ ସୁବଳୟା ପୋଲିସ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ସୁମନ୍ତ ରଣା(୩୯)। ହତ୍ୟାକାଣ୍ଡ ପରେ ୨ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୋଗ ଅନୁସାରେ…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି। ସହରର ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବ ଲୋକଙ୍କ କୁଡ଼ିଆ ଘର, ଠେଲାକୁ ପ୍ରଥମେ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ ହୋଇଛି। ଏହି ପ୍ରତିଯୋଗିତା ଦୀର୍ଘ ୪ ଦିନ ଧରି ଚାଲିଯିବ ।ପ୍ରଥମ ଦିନରେ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ତେବେ ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଅଚଳ ଜେସିବି ମେସିନକୁ ବାଇକ ଧକ୍କା ଦେବା ଫଳରେ ଜଣେ ଯୁବକ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?