ରାଜ୍ୟ

୩୦ରୁ ଶୀତ କମିବ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ)-ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବାରେ ଲାଗିଛି। ଗତ ଦୁଇ ତିନି ଦିନ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ଏଭଳି ସ୍ବାଭାବିକ ଅବସ୍ଥାରେ ରହିବ। ଡିସେମ୍ବର ୩୦ରୁ...

ରବିବାରଠାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍‌.ଏ.)-ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶନିବାର ମନ୍ଦିର ପରିସରକୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ପରିବାରର ସଦସ୍ୟମାନେ ଶ୍ରୀଲିଙ୍ଗରାଜ...

ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ରାଜ୍ୟରେ ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ...

କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ

ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ...

ଆଜିଠୁ ଦାରୁଦିଅଁ ଦର୍ଶନ କରିବେ ପୁରୀ ସହରବାସୀ: ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ ଅଫିସ,୨୬ା୧୨: ପୁରୀ ସହରବାସୀ ଶନିବାରଠାରୁ ଶ୍ରୀମନ୍ଦିରରେ ଦାରୁଦିଅଁ ଦର୍ଶନ କରିବେ। ଏହି ଦର୍ଶନ ବ୍ୟବସ୍ଥା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ପୋଲିସ ପକ୍ଷରୁ ମକ୍‌ଡ୍ରିଲ କରାଯାଇଛି।...

‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା...

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ ୮ଟି କିଓସ୍କୋ ରଖାଯାଇଛି। ପ୍ରତି କିଓସ୍କୋରେ କ୍ୟାମେରା ସଂଯୋଗ ହୋଇଛି। ପରିଚୟପତ୍ର...

କମିଲା ଥଣ୍ଡା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ହ୍ରାସ ପାଇଛି। ପାରଦ ୨ରୁ ୩ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ...

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି।...

ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ

କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍‌ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି ଡି’ ବ୍ରଦର୍ସ କିପରି ଅପରାଧ ସାମ୍ରାଜ୍ୟ ଚଳାଉଥିଲେ ତାହା ଜାଣିବାକୁ ପୋଲିସ...

ବିଜେଡି ଗଣମାଧ୍ୟମ ଟିମ୍‌ ଗଠିତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍‌ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ୬ ଜଣ ଜାତୀୟସ୍ତରର ମୁଖପାତ୍ର ଏବଂ ୧୬ ଜଣଙ୍କୁ ରାଜ୍ୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri