ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ
ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨...
ମହିଳା ସଂରକ୍ଷଣକୁ ଜୋର୍
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ...
ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ
କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ...
ହେମଦସ୍ତାରେ ପିଟି ଆଈଙ୍କୁ ହତ୍ୟାକଲେ ନାତୁଣୀ
ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ଗ୍ରାମରେ ଶୁକ୍ରବାର ରାତିରେ ନାତୁଣୀର ହେମଦସ୍ତା ମାଡ଼ରେ ଆଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶଶୀ ଦାସ ନାମ୍ନୀ ବୃଦ୍ଧାଙ୍କ ମୁଣ୍ଡକୁ ୧୬ ବର୍ଷୀୟା ନାତୁଣୀ ଏକ ହେମଦସ୍ତାରେ ଆଘାତ ଦେବାରୁ ତାଙ୍କର ମୃତ୍ୟୁ...
ସୋଲା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ
କେନ୍ଦୁଝର, ୨୭।୧୨(ସ୍ବ.ପ୍ର.)-ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷ ଓ ଚାଷୀ ମାନଙ୍କ ବିକାଶ କଥା କହୁଛନ୍ତି । କିନ୍ତୁ କେନ୍ଦୁଝର ଜିଲାରେ ଧାନ ସହିତ ଲାଭଜନକ ସୋଲା ଚାଷ କରି ବହୁ ବର୍ଷ ଧରି ଜୀବନଜୀବିକା ବିତାଉଥିବା ହଜାର...
ରାଜ୍ୟରେ ସୁସ୍ଥ ହେଲେ ୩୭୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୨, ବଲାଙ୍ଗିରିରୁ ୨୮, କଟକରୁ ୨୮, ସମ୍ବଲପୁରରୁ ୨୭, କେନ୍ଦୁଝରରୁ ୨୦, ବାଲେଶ୍ବରରୁ ୧୬, ଯାଜପୁରରୁ ୧୬,...
୩୦ରୁ ଶୀତ କମିବ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ)-ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବାରେ ଲାଗିଛି। ଗତ ଦୁଇ ତିନି ଦିନ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ଏଭଳି ସ୍ବାଭାବିକ ଅବସ୍ଥାରେ ରହିବ। ଡିସେମ୍ବର ୩୦ରୁ...
ରବିବାରଠାରୁ ଖୋଲିବ ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍.ଏ.)-ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶନିବାର ମନ୍ଦିର ପରିସରକୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସାନିଟାଇଜ୍ କରାଯାଇଛି। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ପରିବାରର ସଦସ୍ୟମାନେ ଶ୍ରୀଲିଙ୍ଗରାଜ...
ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍ ଚିହ୍ନଟ: ୪୩ ସୁସ୍ଥ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
ରାଜ୍ୟରେ ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ, ୪ ମୃତ
ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ...
କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ
ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ...
ଆଜିଠୁ ଦାରୁଦିଅଁ ଦର୍ଶନ କରିବେ ପୁରୀ ସହରବାସୀ: ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ପୁରୀ ଅଫିସ,୨୬ା୧୨: ପୁରୀ ସହରବାସୀ ଶନିବାରଠାରୁ ଶ୍ରୀମନ୍ଦିରରେ ଦାରୁଦିଅଁ ଦର୍ଶନ କରିବେ। ଏହି ଦର୍ଶନ ବ୍ୟବସ୍ଥା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ପୋଲିସ ପକ୍ଷରୁ ମକ୍ଡ୍ରିଲ କରାଯାଇଛି।...
Archives


