‘ଆଉ କୋଭିଡ୍ ପରିସ୍ଥିତି ନ ଆସୁ’
ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ...
ବ୍ରିଟେନ୍ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ
ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ...
ବିପଦରେ ହାତୀବଂଶ
ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍ସିସିଏଫ୍ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ...
ଆଶଙ୍କାରେ ଫାସ୍ଟାଗ୍
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଟୋଲ୍ ଗେଟ୍ରେ ଟ୍ରାଫିକ ଭିଡ଼ କମାଇବା ଓ ତେଲ ବଞ୍ଚାଇବା ପାଇଁ ସମଗ୍ର ଦେଶରେ ୨୦୨୧ ଜାନୁୟାରୀ ପହିଲାରୁ ଯାନବାହନରେ ଫାସ୍ଟାଗ୍କୁ ବାଧ୍ୟତାମୂଳକ କରାଯାଇଛି। କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏହା...
ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା
କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସ୍କ୍ରିନିଂ କମିଟିର ବୈଠକରେ କୋକସରା ବ୍ଲକ ବିଡ଼ିଓ...
ରାଜ୍ୟରେ ସୁସ୍ଥ ହେଲେ ୪୦୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡରୁ ଜିଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨,...
ବ୍ରିଟେନ ଫେରନ୍ତା ଶିଶୁ କରୋନା ପଜିଟିଭ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ବ୍ରିଟେନ ଫେରନ୍ତା ୪ ବର୍ଷର ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଗତ ୨୦ ତାରିଖରେ ବାପା-ମାଆଙ୍କ ସହ ଶିଶୁ ବ୍ରିଟେନରୁ ଭୁବନେଶ୍ୱର ଫେରିଥିଲେ। ସମସ୍ତଙ୍କର କୋଭିଡ ଟେଷ୍ଟ ହୋଇଥିଲା। ବାପା ଓ ମାଆଙ୍କର କୋଭିଡ ଟେଷ୍ଟ ନେଗେଟିଭ ଆସିଥିବା...
ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ
ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା । ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ...
ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା
ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ ଗୋପବନ୍ଧୁନଗର ଆଦି ଅଞ୍ଚଳରେ ଅନୁଭୂତ ଏହି ମୃଦୁ ଭୂମିକମ୍ପ ବିଷୟରେ ଲୋକେ ହଠାତ୍...
ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ଗୁଳି ଓ ବନ୍ଧୁକ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଶୁକ୍ରବାର କମିଶନରେଟ ପୋଲିସ ଚଢାଉ କରି ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ଜବତ କରିଛି। ଏ ନେଇ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ସୂଚନା...
ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି
କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି। ଡି. ପ୍ରକାଶ ରାଓ ଗୁରୁବାରଠାରୁ...
ଥରିଲା ବାଲେଶ୍ୱର
ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର ଖେଳିଯାଇଛି। ଭୂକମ୍ପର ତିବ୍ରତା କେତେ ରହିଥିଲା, ତାହା ସ୍ପଷ୍ଟ ହୋଇନାହିଁ। ସେହିପରି କେତେ...
Archives


