ଅସିତ ତ୍ରିପାଠୀଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଅସିତ ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଆଞ୍ଚଳିକ ବିକାଶ, ପର୍ଯ୍ୟଟନର ପ୍ରମୁଖ ଉପଦେଷ୍ଟା, କୃଷି ବ୍ୟବସାୟ ଓ ଶିଳ୍ପର ପ୍ରମୁଖ ଉପଦେଷ୍ଟା ଦାୟିତ୍ୱ ମଧ୍ୟ ତୁଲାଇବେ। ୨୦୧୯ ମସିହା ଅଗଷ୍ଟ...
ସୁରେଶ ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍ ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ୱରେ ଥିଲେ। ୧୯୮୬ ମସିହାର ଆଇଏଏସ୍...
ଏପଟେ ୩୨୫ କରୋନା ପଜିଟିଭ୍ ଚିହ୍ନଟ, ସେପଟେ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୨୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୭ ଜଣ...
ହାଟ ଖୋଜୁଛି ବାଟ
କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍ କଲ୍ଚର, ଅନ୍ଲାଇନ୍ ମାର୍କେଟିଂ ସତ୍ତ୍ୱେ ହାଟ ନିଜର ଅସ୍ତିତ୍ୱ ବଜାୟ ରଖିଛି। ତେବେ ଶତାଧିକ ବ୍ୟବସାୟୀ ଏବଂ...
ବିଜେଡି ଜିଲା ସଭାପତି ଓ ଧର୍ମଗଡ ବିଧାୟକଙ୍କ କୋକସରା ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ: ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ଲୋକାର୍ପଣ ନେଇ ସୂଚନା
କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା...
ଯୁବତୀ ଚାଲାଣକାରୀ ଗିରଫ
ଲହୁଣୀପଡା, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରୁ ଯୁବତୀ ଚାଲାଣ କରୁଥିବା ଦଲାଲଙ୍କୁ ପୋଲିସ କରିଛି। ଯୁବତୀ ଚୋରା ଚାଲାଣର ଦଲାଲଙ୍କୁ ଦୀର୍ଘ ୮ମାସ ପରେ ଚାନ୍ଦିପୋଷ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁସୁମ...
ଆମପାଣି ବୁଢ଼ାରଜା ମନ୍ଦିରକୁ ସନ୍ଧ୍ୟା ନଇଁଲେ ଆସୁଛି ଭାଲୁ
କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲାର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ତଳେ ପୂଜା ପାଉଛନ୍ତି ଆଦିବାସୀ ଜନମାନସର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା। ସାହାଜଖୋଲ ଜଙ୍ଗଲ ପାଦଦେଶରେ ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ରହିଛି। ଆଜିକୁ କିଛିଦିନ ହେବ...
ଭିନ୍ନକ୍ଷମ ପରିଚୟ ପ୍ରଦାନ କର୍ମଶାଳା
ଦେବଗଡ, ୨୫ା୧୨(ଡ଼ି.ଏନ୍.ଏ.)-ଦେବଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନା ପରିସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଭିନ୍ନକ୍ଷମ ପରିଚୟ ପ୍ରଦାନ ନିମନ୍ତେ ଗୁରୁବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର...
‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍ ମଡେଲ’
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ...
୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ଖୋର୍ଦ୍ଧା ଅଫିସ,୨୫ା୧୨:ଆସନ୍ତା ଜାନୁୟାରୀ ୩ତାରିଖରୁ ଖୋର୍ଦ୍ଧା ଜିଲାର ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏସ୍ଓପି ଜାରି କରାଯାଇଛି। କୋଭିଡ୍-୧୯ ଗାଇଡ୍ଲାଇନ ଅନୁଯାୟୀ...
ଫିକା ଫିକା ବଡ଼ଦିନ
ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ):ମଧ୍ୟରାତ୍ରିରୁ ପ୍ରଭୁ ଯିଶୁଙ୍କ ଧରାବତରଣ ହୋଇଛି॥ ଆଜି ସମଗ୍ର ବିଶ୍ୱ ବଡ଼ଦିନ ପାଳୁଛି। ହେଲେ କୋଭିଡ୍ କଟକଣା ଯୋଗୁ ଏଥର ଉତ୍ସବ ଫିକା ପଡ଼ିଛି। ରାଜଧାନୀ ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଚର୍ଚ୍ଚରେ ନାହିଁ...
ସଡ଼କ ଦୁର୍ଘଟଣା: ସେପ୍ଟେମ୍ବର- ଅକ୍ଟୋବରରେ ୨୭% ବଢ଼ିଲା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟରେ ଦୁଇମାସରେ ସଡ଼କ ଦୁର୍ଘଟଣା ଆଶାତୀତ ବୃଦ୍ଧି ପାଇଛି। ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ ୨୭.୫ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ବୃଦ୍ଧିକୁ ନେଇ ରାଜ୍ୟ ସରକାର ଉଦ୍ବେଗ ପ୍ରକାଶ କରିବା ସହ ଜିଲାପାଳଙ୍କ ଠାରୁ ରିପୋର୍ଟ ତଲବ...
Archives


