ମୃତ୍ୟୁରେ ଲାଗୁନି ବ୍ରେକ୍: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଆଜି ରାଜ୍ୟରୁ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା-କଟକରୁ କମୁନି
ଭୁବନେଶ୍ୱର,୨୬।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୩୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୬୯,୧୮୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୪୯ ଜଣ ଚିହ୍ନଟ…
କାରଣ ନ କହି ଦୋଷ ଲଦାଲଦି
ଭୁବନେଶ୍ୱର, ୨୬।୭(ବ୍ୟୁରୋ): ରାଜଭବନ ନିକଟସ୍ଥ ଆଇଓସିଏଲ୍(ଇଣ୍ଡିଆନ ଅଏଲ) ପେଟ୍ରୋଲ ପମ୍ପରେ ୨୦୨୦ ଅକ୍ଟୋବର ୭ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଜୋର୍ ଥିଲା ଯେ, ୧୦ କି.ମି. ଦୂର ପର୍ଯ୍ୟନ୍ତ ଲୋକଙ୍କ ଘର ଦ୍ୱାର ଥରାଇ ଦେଇଥିଲା।…
ଆଜିଠୁ ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ: କୋଭିଡ୍-୧୯ ମହାମାରୀ ସଂକ୍ରମଣ ଯୋଗୁ ଦୀର୍ଘଦିନ ହେବ ସ୍କୁଲ ବନ୍ଦ ରହିଥିଲା। ସୋମବାରଠାରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ସେଥିପାଇଁ ସ୍କୁଲଗୁଡ଼ିକୁ ସାନିଟାଇଜ କରାଯାଇଛି। ରାଜ୍ୟ ସରକାର ଜାରି କରିଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍ଓପି) ଅନୁଯାୟୀ ସ୍କୁଲ…
ହାଇଦରଙ୍କୁ ଦିଆଗଲା କବର
କେନ୍ଦ୍ରାପଡ଼ା ଅଫିସ, ୨୫ା୭: ପୋଲିସ ଏନ୍କାଉଣ୍ଟରରେ ଶନିବାର ମୃତ୍ୟୁ ଘଟିଥିବା ଗ୍ୟାଙ୍ଗଷ୍ଟର ସେକ୍ ହାଇଦରଙ୍କୁ କେନ୍ଦ୍ରାପଡ଼ା ସହରର ରଣପଡ଼ା କବରସ୍ଥାନରେ ରବିବାର ରାତିରେ କବର ଦିଆଯାଇଛି। ପୋଲିସ ବଳୟ ମଧ୍ୟରେ କୋଭିଡ୍ ଏସ୍ଓପି ପାଳନ ପୂର୍ବକ ଇସଲାମ ପରମ୍ପରା ଅନୁଯାୟୀ ଅନ୍ତିମ…
ଗାଧୋଉଥିବା ମହିଳାଙ୍କ ଭିଡିଓ କରୁଥିଲେ
କଣ୍ଟାମାଳ,୨୫।୭(ଡି.ଏନ୍.ଏ.): ନାଳରେ ଗାଧୋଉଥିବା ମହିଳାଙ୍କ ଭିଡିଓ ମୋବାଇଲରେ ଉତ୍ତୋଳନ କରୁଥିଲେ ଜଣେ ଯୁବକ। ଗାଁ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ଲଣ୍ଡା କରିଦେଇଛନ୍ତି। ଏଭଳି ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଚାରଭାଟି ଗ୍ରାମରେ।…
ପୁଅକୁ କରେଣ୍ଟ ଦେଇ ମାରିଦେଲେ
ଲଙ୍ଗଳେଶ୍ବର,୨୫ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ଡଗରା ଗ୍ରାମର ବିଶ୍ୱଜିତ ନାଗ (୩୨) ଶନିବାର ରାତିରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ପୁଅକୁ ଉଦ୍ଧାର କରିବାକୁ ଯାଇ ବାପା ବେଣୁଧର ଗୁରୁତର ହୋଇଛନ୍ତି। ଗ୍ରାମର ଜୟନ୍ତ ମଣ୍ଡଳ ଓ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୨୫।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ,…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ
ମାଲକାନଗିରି,୨୫ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମାଓବାଦୀମାନଙ୍କ…
ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ମାଲକାନଗିରି,୨୫ା୭(ଡି.ଏନ୍.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ ବିଫଳତା, ଲୋକଙ୍କ ସମସ୍ୟା ସମ୍ବନ୍ଧରେ ରାତିଦିନ କଷ୍ଟ କରି କୋଟି କୋଟି ଲୋକଙ୍କୁ ଦେଶ…
ଦୋଷ ଘୋଡ଼ାଇ ଲୋଭ ଦେଖାଇଲା ହେକ୍ସି
ଭୁବନେଶ୍ୱର, ୨୫।୭ (ବ୍ୟୁରୋ): ୨୫ହଜାର ଟଙ୍କା ମୂଲ୍ୟର ସାଇକେଲ ୫ଶହ ଟଙ୍କାରେ ବିକ୍ରି ହେଲା। କବାଡ଼ିବାଲା ଗ୍ୟାସ୍ କଟରରେ କାଟି ନେଲେ। ଭୁବନେଶ୍ୱରରେ ‘ମୋ ସାଇକେଲ’ ଯୋଜନାର ଏଭଳି ସ୍ଥିତିକୁ ନେଇ ଗଣମାଧ୍ୟମରେ ସଚିତ୍ର ଖବର ପ୍ରକାଶ ପାଇଲା। ହେଲେ ବିବାଦ…
‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’
ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କର…
Archives


