ଆରମ୍ଭ ହେଲା ଓଡ଼ିଶା କ୍ୟାରିଅର ପୋର୍ଟାଲ
ଭୁବନେଶ୍ୱର, ୨୫।୧୨(ବ୍ୟୁରୋ) :ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିସେଫ୍ ସହଯୋଗରେ ଗୁରୁବାର ଛାତ୍ରୀଛାତ୍ରଙ୍କ ପାଇଁ ଓଡ଼ିଶା କ୍ୟାରିଅର ପୋର୍ଟାଲ ଆରମ୍ଭ ହୋଇଛି। ଗୁରୁବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ...
ଜେଲ ଫେରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍ ଠକେଇ ମାମଲାରେ କମିଶନରେଟ ପୋଲିସ ରିମାଣ୍ଡରେ ଆଣିଥିଲା। ବୁଧବାର ୨ ଦିନିଆ ରିମାଣ୍ଡ ସରିଥିବାବେଳେ ଗୁରୁବାର...
୩୨୧୦ କୋଟିର ଓଏମ୍ବିଏଡିସି ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଜଷ୍ଟିସ ଏକ.କେ. ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭିଡିଓକନଫରେନ୍ସ ଜରିଆରେ ଅନୁଷ୍ଠିତ ଓଭରସାଇଟି ଅଥରଟି ବୈଠକରେ ଓଡିଶା ଖଣି ଅଞ୍ଚଳ ଉନ୍ନୟନ ନିଗମ(ଓଏମବିଏଡିସି)ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ୩୨୧୦ କୋଟି ଟଙ୍କାର ୧୫ଟି ନୂତନ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ସେଥିରୁ...
କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା
କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍ଡିଜେଏମ୍(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ ପୋଲିସ ଅଦାଲତରେ ଆବେଦନ କରିଥିବାବେଳେ କୋର୍ଟ ୨ଦିନ ଅର୍ଥାତ୍ ୨୫ ଓ ୨୬ତାରିଖ...
‘କରୋନାର ନୂଆ ଷ୍ଟ୍ରେନ୍, ଦ୍ୱିତୀୟ ଲହର ନୁହେଁ’
ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜିଲାରୁ ଜଣେ ବି ସଂକ୍ରମିତ ନାହାନ୍ତି। କିନ୍ତୁ ବ୍ରିଟେନରେ କରୋନାର...
କୋଟିପତି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଗୁଣପୁର,୨୪।୧୨(ଡି.ଏନ୍.ଏ.)-ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଉଦ୍ଧବ ପାଢୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା। ଗୁରୁବାର ତାଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ ଏବଂ ବ୍ରହ୍ମପୁରସ୍ଥିତ ନିଜ ଘରେ ଭିଲିଲାନ୍ସ...
ବଣକାଟି ଗଁାରେ ଦନ୍ତା: ଲୋକେ ଆତଙ୍କିତ
ଜଳେଶ୍ୱର,୨୪।୧୨(ସ୍ବ.ପ୍ର.)-ସପ୍ତାହେ ନ ପୂରୁଣୁ ପୁଣି ଏକ ଦନ୍ତା ହାତୀ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆସ୍ଥିତ ବଣକାଟି ଗଁାରେ ଆତଙ୍କ ଖେଳାଇଛି। ଶିମିଳିପାଳର ଏକ ଦନ୍ତା ଜଳେଶ୍ୱର ରେଞ୍ଜର ସୁରେଇ ସାହି, ରଙ୍ଗାମାଟିଆ ଜଙ୍ଗଲ ଦେଇ ବଣକାଟି ଗଁାରେ...
ରାଜ୍ୟରେ ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ...
ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପକୁ ଓଡ଼ିଶା ସରକାର ଆୟୋଜନ କରିବେ। ଏ ନେଇ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯାଉଛି। ବିଶ୍ୱକପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଉରକେଲାର ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଦେଶର ବୃହତମ...
ଭୁବନେଶ୍ୱରରୁ ଆଜି ୧୪ ପଜିଟିଭ ଚିହ୍ନଟ: ଲୋକାଲ କେସ୍ ୯
ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ଓଡ଼ିଶାକୁ ବ୍ରିଟେନରୁ ଫେରିଛନ୍ତି ୪୩
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ୪୩ ଜଣଙ୍କ ତଥ୍ୟ ରାଜ୍ୟ ସରକାର ପ୍ରଦାନ କରିଛନ୍ତି। ଏହା ପରେ ଏସିଏସ୍ଆଇଙ୍କ ପକ୍ଷରୁ ସବୁ ଜିଲାପାଳ ଏବଂ ସିଡିଏମ୍ଓମାନଙ୍କୁ...
ଜେଲ ଗଲେ ସରୋଜ ସେଠୀ
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀ ଗୁରୁବାର ଜେଲ ଯାଇଛନ୍ତି। ୩ ଦିନିଆ ରିମାଣ୍ଡ ଶେଷ ହେବାପରେ ସରୋଜଙ୍କୁ ପକ୍ସୋ କୋର୍ଟରେ ହାଜର କରିଥିଲା ପୋଲିସ। ରିମାଣ୍ଡ ସରିବା ପରେ...
Archives


