ରାଜ୍ୟ

ପୁଅ କେବଳ ଫୋନରେ ଭଜନ ଦେଖେ: ସରୋଜଙ୍କ ମା’

ନୟାଗଡ଼ ଅଫିସ,୨୪।୧୨: ମୋ ପୁଅ ନିର୍ଦ୍ଦୋଶ। ତାକୁ ଚାପରେ ପକାଯାଉଛି। ଫୋନ୍‌ରେ ପୁଅ କେବଳ ଭଜନ ଦେଖେ ବୋଲି ଯଦୁପୁରର ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ କହିଛନ୍ତି ଅଭିଯୁକ୍ତ ସରୋଜ ସେଠୀଙ୍କ ମା’। ଗୁରୁବାର ପୋଖରୀ କୂଳରେ...

ମୁଁ ତା ବିଷୟରେ ଯେତିକି ଜାଣିଥିଲି, ତା’ଠାରୁ ବେଶି ସେ ମୋ ବିଷୟରେ ଜାଣିଥିଲା: ବୋଥ୍ରା

ନୟାଗଡ଼ ଅଫିସ,୨୪।୧୨: ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ପୋଖରୀ କୂଳକୁ ନେଇ ହତ୍ୟାକାଣ୍ଡର ଡେମୋ କରାଇଛି ଏସ୍‌ଆଇଟି। ଏହି ସମୟରେ ପ୍ରତିକ୍ରିୟା ରଖି ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି, ସରୋଜଙ୍କ...

ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ ଜବତ କରାଯାଇଥିବା ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଛନ୍ତି ଅଭିଯୁକ୍ତ । ସେଠାରେ...

ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି। ଏହି ମାମଲାରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗୁରୁବାର ବଡ଼ ସୂଚନା ଦେଇଛନ୍ତି।...

ରାଜ୍ୟରେ ପୁଣି ୨୬୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌...

ଋଣ ଆପ୍‌ରୁ ସର୍ବନାଶ: ରିକଭରି ଏଜେଣ୍ଟ କହୁଛନ୍ତି, ଯଦି ଶୁଝିପାରୁନ ତେବେ ମରିଯାଅ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୨(ବ୍ୟୁରୋ):ସମୟ ସହ ତାଳ ଦେଇ ମଣିଷର ଆବଶ୍ୟକତା ବଢ଼ିଥାଏ, ଯାହାକୁ ପୂରଣ କରିବାକୁ ହେଲେ ଅଧ୍ୟବସାୟ ବା ଆୟର ନିୟମିତ ଉତ୍ସ ଦରକାର। ଏଭଳି ଆବଶ୍ୟକତା ପୂରଣ ଓ ନିଜର ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ପାଇଁ ଅନେକ ସମୟରେ ଲୋକେ...

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ ବିଭାଗ

ଢେଙ୍କାନାଳ ଅଫିସ,୨୪ା୧୨: ପର୍ଯ୍ୟଟନ କ୍ଷେତ୍ରରେ ରାଜ୍ୟ ଏବଂ ଜାତୀୟସ୍ତରରେ ଢେଙ୍କାନାଳ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପ୍ରସିଦ୍ଧ ଶୈବପୀଠ କପିଳାସ, ସବୁଜିମା ସପ୍ତଶଯ୍ୟା, ମହିମାଧର୍ମର ପୀଠ ମହିମାଗାଦି ଯୋରନ୍ଦା ପାଇଁ ଢେଙ୍କାନାଳ ଜିଲା ପ୍ରସିଦ୍ଧ। ପ୍ରତିବର୍ଷ ଦେଶର ବିଭିନ୍ନ ପ୍ରାନ୍ତରୁ...

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ ରହିଥିଲେ ମଧ୍ୟ ରାଜ୍ୟର ଆଦିବାସୀ ଅଞ୍ଚଳର ସ୍ଥିତି ଚିନ୍ତାଜନକ ରହିଛି। ମାଲକାନଗିରି...

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି...

ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍‌ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ...

ଅଭିଯୁକ୍ତଙ୍କ ମା’ଙ୍କ ବୟାନ ବଦଳିଲା

ନୟାଗଡ଼ ଅଫିସ,୨୪ା୧୨:ପରୀ ଅପହରଣ ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍‌ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ଏସ୍‌ଆଇଟି ତାଙ୍କୁ...

ରାଜ୍ୟରେ ସୁସ୍ଥ ହେଲେ ୩୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡାରୁ ୧୪,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri