ରାଜ୍ୟ

ରାଜ୍ୟରେ ଝଡ଼ବର୍ଷା: ବଜ୍ରାଘାତରେ ୨ ଜୀବନଗଲା, ୨ ଗୁରୁତର

ଭୁବନେଶ୍ୱର,୧୧।୫(ବ୍ୟୁରୋ) ରାଜ୍ୟର ଅନେକ ସ୍ଥାନରେ ମଙ୍ଗଳବାର ବର୍ଷା ସହିତ ପବନ ହୋଇଛି। ଏହା ସହ ବିଜୁଳି ଓ ଘଡ଼ିଘଡ଼ି ମାରିବାରୁ ଏଥିରେ ୨ଟି ଭିନ୍ନ ଭିନ୍ନ ସ୍ଥାନରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ବଲାଙ୍ଗୀର ଜିଲା…

ସତ ଲୁଚାଉଛି ସିଏମ୍‌ସି

କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ ସଂସ୍କାର…

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱର, କଟକଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ସକାଳୁ ପ୍ରବଳ ଭିଡ଼…

ଭାସ୍କର୍ଯ୍ୟ ଶିଳ୍ପୀ ଜଗତର ପିତାମହ ଥିଲେ ରଘୁନାଥ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ରଘୁନାଥଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା। ରଘୁନାଥ…

ଅନାଥ, ଅବହେଳିତ ଶିଶୁଙ୍କ ଯତ୍ନ ନିଅ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଅନାଥ, ଅବହେଳିତ ଏବଂ ଯେଉଁ ପିଲାମାନଙ୍କ ମାତାପିତା କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଚିକିତ୍ସିତ ହେଉଛନ୍ତି, ସେହି ପିଲାମାନଙ୍କ ଉପଯୁକ୍ତ ଯତ୍ନ ନେବା ଲାଗି ରାଜ୍ୟ ସରକାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ସୋମବାର ସମନ୍ବିତ ଶିଶୁ ବିକାଶ…

କରୋନା ପାଇଁ ଅଟକିଛି ତଦନ୍ତ

ଭୁବନେଶ୍ୱର,୧୧।୫(ବ୍ୟୁରୋ:) ଝିଅ ଯୋଗାଇବାକୁ ଜଣେ ସିପାହିଙ୍କ ଉପରେ ଚାପ ପକାଇବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ନେଇ ଆର୍ମ୍‌ଡ ଡିସିପି ବିଜୟ କୁମାର ସାହୁଙ୍କ ନାମରେ ଏପ୍ରିଲ ୫ରେ ଅଭିଯୋଗ ଆସିଥିଲା। ଓଏସ୍‌ଏପି ସିପାହି ନୀହାର ରଞ୍ଜନ ନାୟକଙ୍କ ସ୍ତ୍ରୀ…

ବଦଳିଲା ୧ନଂ. ପରିବା ହାଟ ନିୟମ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ ମିଳୁଥିବାରୁ ଏହି ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ହାଟ ପାଖକୁ…

ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ…

୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

୧୪ ଯାଏ ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଝଡବର୍ଷା ଲାଗି ରହିବା ଫଳରେ ଗ୍ରୀଷ୍ମର ପ୍ରକୋପରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି। ପାରଦ ୪୦ ଡିଗ୍ରୀ ତଳେ ରହିଛି। ରବିବାର ମଧ୍ୟରାତ୍ରିରେ ଉପକୂଳ ଓଡିଶାର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି।…

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍‌ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ ଟ୍ରେନ୍‌ରେ ଦିଲ୍ଲୀ ଏବଂ ଦେଶର ଯେକୌଣସି ସ୍ଥାନରୁ ଗୋଆ ଯାଉଥିବା ଯାତ୍ରୀଙ୍କ ପାଇଁ ଉଭୟ…

ରେଡ୍‌ ଜୋନ୍‌ରେ ୨୫ ଜିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି କୁହାଯାଉଛି। ଯଦିଓ ସଂକ୍ରମଣ ବୃଦ୍ଧି ପାଉନି କିନ୍ତୁ ସେଭଳି ହ୍ରାସ ମଧ୍ୟ ପାଇନାହିଁ। ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri