‘ବନ୍ଦେ ଉତ୍କଳ ଜନନୀ: ଅତୀତ ଓ ବର୍ତ୍ତମାନ’ ପୁସ୍ତକ ପ୍ରକାଶିତ
ଭୁବନେଶ୍ୱର,୨୪।୭: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ କବିତା ‘ବନ୍ଦେ ଉତ୍କଳ ଜନନୀ’କୁ ନେଇ ଏକ ଗବେଷଣାତ୍ମକ ପୁସ୍ତକ ପ୍ରକାଶ ପାଇଛି। ଯୁବ ଗବେଷକ ତଥା କର୍ନାଟକ ମୈସୂରୁସ୍ଥିତ କେନ୍ଦ୍ରୀୟ ଭାରତୀୟ ଭାଷା ସଂସ୍ଥାନରେ କାର୍ଯ୍ୟରତ ଡକ୍ଟର ସନ୍ତୋଷ କୁମାର ମହାନ୍ତି ଏହି…
ଭଦ୍ରକ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦାବି: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପୁରାତନ ଛାତ୍ର
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଆସନ୍ତା ବର୍ଷ ୭୫ତମ ପୂର୍ତ୍ତି ଉତ୍ସବ ପାଳନ କରିବ। ଏଥିପାଇଁ ମହାବିଦ୍ୟାଳୟର ପୁରାତନ ଛାତ୍ରୀଛାତ୍ରମାନେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ୭୫ବର୍ଷ ପୂର୍ତ୍ତି ଉତ୍ସବ ପୂର୍ବରୁ ଏହି ମହାବିଦ୍ୟାଳୟକୁ ରାଜ୍ୟ ସରକାର ବିଶ୍ବବିଦ୍ୟାଳୟ ଘୋଷଣା…
ଉପକୂଳରେ ବର୍ଷା, ଦକ୍ଷିଣ ଶୁଖିଲା
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗୁରୁବାର ରାତିରୁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା…
ସୁରକ୍ଷା ଚିନ୍ତାରେ ସହରବାସୀ
ଅନୁଗୋଳ ଅଫିସ, ୨୪ା୭ ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବାଇକ୍ରେ ଘୂରି ବୁଲୁଥିବା ଦୁର୍ବୃତ୍ତମାନେ ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍ କରୁଛନ୍ତି। ନିଛାଟିଆ ସ୍ଥାନ ଦେଖି ସେମାନଙ୍କ ଠାରୁ ଟଙ୍କା ଓ ସୁନା ଗହଣା ଝାମ୍ପି ନେଉଛନ୍ତି। ସେହିପରି…
ପେଟ ପାଇଁ ଦଣ୍ଡି ଧରିଲେ କଳାକାର
ପଦ୍ମପୁର,୨୪।୭ (ଡି.ଏନ.ଏ.)-ମହାମାରୀ କରୋନାରେ କବଳିତ ମଣିଷ ନିଜର ଜୀବନ ଜୀବିକା ହରାଇଛି। ନିମ୍ନ ମଧ୍ୟବିତ୍ତ, ଶ୍ରମିକ, ଦିନମଜୁରିଆ ପେଟ ପାଇଁ ସଂଗ୍ରାମ କରୁଛନ୍ତି। କରୋନା କଟକଣା ଛଡ଼ାଇ ନେଇଛି ବଞ୍ଚିବାର ରାହା। ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି। ଉଠାଦୋକାନୀ, ଦିନମଜୁରିଆ, କଳାକାର…
ଘର ଆଗରେ ପଡ଼ିଲା ଅଫୁଟା ଗୋଳା
ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ ଅଫୁଟା ଗୋଳା ସମୁଦ୍ର ମଧ୍ୟରେ ନ ପଡି ଜଣେ ବ୍ୟକ୍ତିଙ୍କ ଘର ସାମ୍ନାରେ ପଡି…
ସମନ୍ବୟ ଅଭାବରୁ ୨ ଆସନ ହାତରୁ ଖସିଥିଲା
ଖୋର୍ଦ୍ଧା ଅଫିସ,୨୪।୭: ସମନ୍ବୟ ଅଭାବରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡିକୁ ଭୁବନେଶ୍ୱର ଏମ୍ପି ଏବଂ ଜଟଣୀ ବିଧାୟକ ଆସନ ହରାଇବାକୁ ପଡ଼ିଥିଲା। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧା ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଓଡ଼ିଶା…
ଆଜି ସିଆଇଏସ୍ସିଇ ଫଳ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଇଣ୍ଡିଆନ ସାର୍ଟିଫିକେଟ୍ ଅଫ୍ ସେକେଣ୍ଡାରୀ ଏଜୁକେଶନ(ଆଇସିଏସ୍ଇ) ଦଶମ ଓ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍(ଆଇଏସ୍ସି) ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇବ। ଏ ନେଇ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ(ସିଆଇଏସ୍ସିଇ) ପକ୍ଷରୁ ଶୁକ୍ରବାର ଘୋଷଣା…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୪୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୮୬୪ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଗତ ଦୁଇ ତିନି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୯୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି।…
୧୫୩୭ କୋଟିର ୧୪ ଶିଳ୍ପ: ଶିଳାନ୍ୟାସ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୭(ବ୍ୟୁରୋ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୧ଶହ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୧୧ଟି ଶିଳ୍ପର ଶିଳାନ୍ୟାସ କରିଥିବା ବେଳେ ୪୩୬ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୩ ଶିଳ୍ପର ଉଦ୍ଘାଟନ କରିଛନ୍ତି। ଏ ସମସ୍ତ ଶିଳ୍ପରେ ୧୫୩୭.୦୭ କୋଟି ଟଙ୍କାର ପୁଞ୍ଜିନିବେଶ…
ବିଦ୍ୟାଭାରତୀଙ୍କ ସହ ଡିଏଫ୍ଓଙ୍କ ସମ୍ପର୍କ ନାହିଁ : ଏସ୍ପି
ପାରଳାଖେମୁଣ୍ଡି,୨୪ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ସୌମ୍ୟଙ୍କୁ ଷଡ଼ଯନ୍ତ୍ର କରି ପୋଡ଼ି ହତ୍ୟା କରାଯାଇଛି ଓ ଏଥିରେ ଡିଏଫ୍ଓଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ ପ୍ରଥମରୁ ଅଭିଯୋଗ କରି ଆସୁଥିଲେ।…
Archives


