ଭିଜିଲାନ୍ସ ଜାଲରେ ଆର୍ବି ଡିଭିଜନ କିରାଣି
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଡୁମ୍ଡୁମାସ୍ଥିତ ୩ ମହଲା ଘର, ଜଟଣୀସ୍ଥିତ...
ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍ଆଇଟି, ନିଷ୍କାସନ ହେଉଛି ପାଣି
ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ସକାଳୁ ଜଳ ନିଷ୍କାସନ କରାଯାଉଛି। ଅଧିକ ପ୍ରମାଣ ଲାଗି ପୋଖରୀରୁ ଜଳ...
ପ୍ରଜାକୋର୍ଟରେ ଗୋଟିଏ ପରିବାରକୁ ଗାଁରୁ ବିତାଡ଼ିତ କଲେ ମାଓବାଦୀ
ଚିତ୍ରକୋଣ୍ଡା,୨୨ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ସନ୍ନ୍ୟାସୀଗୁଡ଼ା ଗ୍ରାମର ଗୋଟିଏ ପରିବାରକୁ ପ୍ରଜାକୋର୍ଟରେ ନିର୍ଯାତନା ଦିଆଯିବା ସହ ଗାଁରୁ ବିତାଡ଼ିତ କରିଛନ୍ତି ମାଓବାଦୀ। ଦୁଇଦିନ ତଳେ ସ୍ବାଭିମାନ...
ଜିଏସ୍ଟି ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରାଉରକେଲା ଅଫିସ, ୨୨।୧୨: ରାଉରକେଲା ଜିଏସ୍ଟି ଅଫିସରେ କାର୍ଯ୍ୟରତ ଅଲେଖ ମହାନନ୍ଦଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଅଲେଖ ଜିଏସ୍ଟି ଅଫିସର ଭାବେ...
ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକା ସାଙ୍ଗରେ ୫ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି।...
ଅଠରନଳା ପୁରୁଣା ବ୍ରିଜ୍ରେ ବାଇକ୍ ଚଳାଚଳ ବନ୍ଦ
ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି।...
ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ
ଗୋପ,୨୨।୧୨(ଡି.ଏନ୍.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର...
ବନ୍ଦ ଘରେ ‘ବର୍ଣ୍ଣବୋଧ’
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଆ ଭାଷା ଅସ୍ମିତାର ପରିଚୟ ହେଉଛି ‘ବର୍ଣ୍ଣବୋଧ’। ଶିଶୁ ସାହିତ୍ୟର ପ୍ରାଣପ୍ରତିଷ୍ଠାତା ମଧୁସୂଦନ ରାଓ ‘ବର୍ଣ୍ଣବୋଧ’ ମାଧ୍ୟମରେ ଓଡ଼ିଆ ଭାଷାକୁ ବର୍ଣ୍ଣ ପରିଚୟ ଦେଇଛନ୍ତି। ଓଡ଼ିଆ ବର୍ଣ୍ଣ, ମାତ୍ରା, ଯୁକ୍ତାକ୍ଷର, ବନାନ, ଉଚ୍ଚାରଣ ଓ ଶବ୍ଦ ଗଠନ ଆଦି...
ଆଇଏଫ୍ଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍ଏସ୍ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର...
ଏସ୍ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ
ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍ ମାରିଥିଲା। ହେଲେ ୨୦...
ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା
କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍କ୍ରିପ୍ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍...
ଓଡ଼ିଶାରେ ୭୬୦ କଲରାପତରିଆ ବାଘ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍ ଅଫ୍ ଲିଓପାର୍ଡସ୍ ଇନ୍ ଇଣ୍ଡିଆ ୨୦୧୮’...
Archives


