ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ
ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିଛନ୍ତି। ନୀଳକନ୍ଦରକୁ ବାହୁଡ଼ା ବେଳେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ନିକଟରେ କାଳିଆ…
ପ୍ରେମିକା ଗର୍ଭବତୀ ଜାଣିବା ପରେ ପ୍ରେମିକ ଫେରାର
ଚଣ୍ଡିଖୋଲ,୨୩।୭(ଡି.ଏନ.ଏ): ପ୍ରେମ ସମ୍ପର୍କ। ବିବାହର ପ୍ରତିଶ୍ରୁତି। ଶାରୀରିକ ସମ୍ପର୍କ ପରେ ପ୍ରେମିକା ଗର୍ଭବତୀ। ପ୍ରେମିକାଙ୍କୁ ପ୍ରତାରଣା ଦେଇ ପ୍ରେମିକ ଫେରାର। ଏଭଳି ଅଭିଯୋଗ ହୋଇଛି ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନାରେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୨୧୪/୨୧) ରୁଜ୍ଜୁ କରି…
ଅଗଷ୍ଟ ୧୯ରୁ ସ୍ନାତକ ଶେଷ ସେମିଷ୍ଟାର
ଭୁବନେଶ୍ୱର,୨୩।୭: ଅଗଷ୍ଟ ୧୯ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି । ରାଜ୍ୟର…
ଜାରି ରହିବ ପ୍ରବଳ ବର୍ଷା
ଭୁବନେଶ୍ବର,୨୩।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଆହୁରି ଘନୀଭୂତ ହେବାରେ ଲାଗିଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ…
ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍ଓ
ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍ଦାର କରିଛି । ତେବେ ଶୁକ୍ରବାର ଡିଏଫ୍ଓ ସଂଗ୍ରାମ କେଶରୀ…
କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କହିଲେ ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କୋଭିଡ୍ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭ୍ ହାର କମିଥିଲେ…
ଯୁକ୍ତ ୩ ପାଠ୍ୟକ୍ରମରେ ‘ବିପର୍ଯ୍ୟୟ ପରିଚାଳନା’
ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୁକ୍ତ ୩ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନାକୁ କୋର୍ସରେ ସାମିଲ କରାଯିବା ନେଇ ନିଷ୍ପତ୍ତି ହୋଇଥିବା କହିଛନ୍ତି। ସମସ୍ତ କଳା,…
ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ମାମଲା: ଡିଏଫ୍ଓ ସଂଗ୍ରାମ କେଶରୀଙ୍କୁ ଜେରା
ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଶୁକ୍ରବାର ତାଙ୍କ କାର୍ଯ୍ୟାଳୟରେ ଜେରା କରାଯାଉଛି। ଡିଏଫ୍ଓଙ୍କ କାର୍ଯ୍ୟାଳୟରେ ଆଜି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି କଡ଼ା ସୁରକ୍ଷା…
ଚିଠିରେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ଆକୁଳ ନିବେଦନ: ତୁମ ପାଦ ତଳେ ମୋତେ ଟିକେ ଜାଗା ଦିଅ
କଟକ,୨୩ା୭: ମୁଁ ଚାକିରିରୁ ଇସ୍ତଫା ଦେଇ ଦେବି। ତୁମର ଚାକର ହୋଇ ରହିବି ପଛେ ମୋତେ ତୁମ ପାଦ ତଳେ ଟିକେ ଜାଗା ଦିଅ। ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୧୧ ଦିନ ବିତିବାକୁ ବସିଥିବା…
ଚଳିତ ବର୍ଷ ହେବ ସ୍ବତନ୍ତ୍ର ଓଜେଇଇ: ଆଜିଠୁ ଆବେଦନ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କରାଯିବ। ଏଥିପାଇଁ ୨୩ରୁ ଅନ୍ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଗଷ୍ଟ…
ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ବସିଲାଣି। ଗତ ଜାନୁୁଆରୀରୁ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ସହରରୁ ୨୩୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇ ସାରିଲେଣି। ଗୋଟିଏ ପଟେ କରୋନା ମହାମାରୀ ପାଇଁ ଲୋକେ ଭୟଭୀତ ଥିବାବେଳେ…
ପଥଚାରୀଙ୍କ ପାଇଁ କାଳ ପେଲେଟ
ଯାଜପୁର ଅଫିସ,୨୩।୭: ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) କର୍ତ୍ତୃପକ୍ଷଙ୍କ ମନମାନି ଅଣାୟତ୍ତ ହେବାରେ ଲାଗିଛି। ଯାଜପୁରରୋଡ-ଡୁବୁରୀ ରାସ୍ତାର ବିଆର୍ପିଏଲ୍ କାରଖାନା ସମ୍ମୁଖରେ ଲୁହାପଥର ଗୋଲି (ପେଲେଟ) ପଡ଼ି ପଥଚାରୀଙ୍କ ଜୀବନ ପ୍ରତି କାଳ ହେଉଛି। ଏହି ରାସ୍ତାଦେଇ ବିଭିନ୍ନ କାରଖାନାକୁ…
Archives


