ରାଜ୍ୟ

ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି।...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ...

ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା

ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ...

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ...

୧୦୦ ଟଙ୍କାରେ ଆଣ୍ଟିଜେନ୍‌ ଟେଷ୍ଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ରାଜ୍ୟର ଘରୋଇ ଲ୍ୟାବ୍‌ରେ କରୋନା ଚିହ୍ନଟ ପାଇଁ କରାଯାଉଥିବା ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟର ମୂଲ୍ୟ ୧୦୦ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଘରୋଇ...

ସିକିମ୍‌ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ

କବିସୂର୍ଯ୍ୟନଗର,୨୧ା୧୨-ସିକିମ୍‌ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍‌ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ...

ରାଜ୍ୟରେ ସୁସ୍ଥ ହେଲେ ୩୦୯ କରୋନା ଆକ୍ରାନ୍ତ

ଭୁବନେଶର,୨୧।୧୨: ରାଜ୍ୟରେ ସୋମବାର ୩୦୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ମୋଟ ୩,୨୧,୯୫୬ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୪୪ ଜଣ। ସେହିଭଳି ସୁନ୍ଦରଗଡରୁ ୨୮, ଖୋର୍ଦ୍ଧାରୁ ୨୭,...

ଏମ୍‌ପି ଅନୁଭବ ମହାନ୍ତିଙ୍କୁ ମହିଳା କମିଶନଙ୍କ ନୋଟିସ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ଗତ ୧୫ ତାରିଖରେ ବର୍ଷା ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇ ନିର୍ଯାତନା...

ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ...

ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍‌ ଚିହ୍ନଟ: ୩୬ ସୁସ୍ଥ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି...

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା ସୂଚନାନୁଯାୟୀ, ରବିବାର ବସ୍ତା ବ୍ଲକ ଅନ୍ତର୍ଗତ ଦେଉଳପଡ଼ା ଗ୍ରାମର ସୁବାସିନୀ ଦଳାଇ ନାମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri