ସିକିମ୍ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ
କବିସୂର୍ଯ୍ୟନଗର,୨୧ା୧୨-ସିକିମ୍ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ...
ରାଜ୍ୟରେ ସୁସ୍ଥ ହେଲେ ୩୦୯ କରୋନା ଆକ୍ରାନ୍ତ
ଭୁବନେଶର,୨୧।୧୨: ରାଜ୍ୟରେ ସୋମବାର ୩୦୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ମୋଟ ୩,୨୧,୯୫୬ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୪୪ ଜଣ। ସେହିଭଳି ସୁନ୍ଦରଗଡରୁ ୨୮, ଖୋର୍ଦ୍ଧାରୁ ୨୭,...
ଏମ୍ପି ଅନୁଭବ ମହାନ୍ତିଙ୍କୁ ମହିଳା କମିଶନଙ୍କ ନୋଟିସ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ଗତ ୧୫ ତାରିଖରେ ବର୍ଷା ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇ ନିର୍ଯାତନା...
ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ...
ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍ ଚିହ୍ନଟ: ୩୬ ସୁସ୍ଥ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...
ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର
ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି...
ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ
ବସ୍ତା, ୨୧।୧୨(ଡି.ଏନ୍.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା ସୂଚନାନୁଯାୟୀ, ରବିବାର ବସ୍ତା ବ୍ଲକ ଅନ୍ତର୍ଗତ ଦେଉଳପଡ଼ା ଗ୍ରାମର ସୁବାସିନୀ ଦଳାଇ ନାମକ...
ପର୍ଯ୍ୟଟନସ୍ଥଳୀର ପୂର୍ବସ୍ଥିତି ଫେରୁଛିି
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଦୀର୍ଘ ୮ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲକ୍ଡାଉନ୍ ଓ ଶଟ୍ଡାଉନ୍ କଟକଣାରେ ରହିଥିବା ଲୋକେ ଏବେ ଶୀତର ମଜା ନେବାକୁ ବାହାରକୁ ବାହାରୁଛନ୍ତି।...
ପରୀ ହତ୍ୟା ମାମଲାର ପ୍ରମାଣ ପାଇଁ ଶୁଖାଯିବ ପୋଖରୀ: ଏସ୍ଆଇଟି
ନୟାଗଡ଼ ଅଫିସ, ୨୧।୧୨: ପରୀ ହତ୍ୟା ମାମଲାର ପ୍ରମାଣ ପାଇବା ପାଇ ଶୁଖାଯିବ ପୋଖରୀ। ପରୀ ମୃତଦେହର କିଛି ଅଂଶ ପୋଖରୀରେ ପଡ଼ିଥିବା ସନ୍ଦେହ କରୁଛି କ୍ରାଇମ୍ ବ୍ରାଞ୍ଚ। ତେଣୁ ଏପରି ପଦକ୍ଷେପ ନେବାକୁ ଯୋଜନା କରାଯାଉଥିବା ସୂଚନା ମିଳିଛି।...
ଆକାଶଙ୍କ ଜେରାରୁ ଦୃଢ଼ ପ୍ରମାଣ ମିଳିଲା
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ବହୁକୋଟି ଠକେଇ ଓ ଟ୍ରାଭେଲ ଏଜେନ୍ସି ସ୍କାଏ କିଙ୍ଗ୍କୁ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ସମ୍ପୃକ୍ତ ଆକାଶ ପାଠକଙ୍କ ୪ ଦିନିଆ ରିମାଣ୍ଡ ରବିବାର ଶେଷ ହୋଇଛି। କମିଶନରେଟ...
ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦୮ ଜଣ...
ପରୀ ହତ୍ୟାକାଣ୍ଡ ମାମଲା: ସରୋଜଙ୍କ ଘରେ ଏସ୍ଆଇଟି ଟିମ୍
ନୟାଗଡ଼ ଅଫିସ,୨୧ା୧୨: ପରୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ଏସ୍ଆଇଟିର ଦୁଇ ଜଣିଆ ଟିମ୍ ଯଦୁପୁର ଗାଁରେ ପହଞ୍ଚିଛନ୍ତି। ମହିଳା ଇନ୍ସପେକ୍ଟର ପ୍ରଥମେ ସରୋଜଙ୍କ ମା’ ଓ ପରେ ଗାଁ ସଭାପତିଙ୍କ ପଚରାଉଚରା କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ତାଙ୍କ ସାଙ୍ଗରେ ଆଣି...
Archives


