ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର ରାଜ୍ୟରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟାରେ ସମାନ୍ୟ…
କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି
ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଚଢ଼ାଉ କରିଛି। ତାଙ୍କ କଲେଜ କାର୍ଯ୍ୟାଳୟ, ପୈତୃକ ଘର କେନ୍ଦ୍ରାପଡ଼ା ଜିଲା…
ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ
ପୁରୀ ଅଫିସ୍,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ ରଥ…
ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢାଉ
ଝାରସୁଗୁଡା ଅଫିସ, ୨୦।୭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ପଲିଟେକନିକ କଲେଜର ମେକାନିକାଲ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ରାୟଙ୍କ ଝାରସୁଗୁଡା ଘର ସମତେ ୪ ସ୍ଥାନରେ ମଙ୍ଗଳବାର ଏକ ସଙ୍ଗେ ଭିଜିଲାନ୍ସ ଚଢାଉ ଜାରି ରହିଛି। ଚଢାଉ…
ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ: ଆଜି ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ସହ ଜଗାର ହେବ ଭେଟ
ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥଟଣା ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଗଡ଼ିଛି। ତେବେ ଅନ୍ୟପଟେ ବାହଡ଼ା ଯାତ୍ରର ସବୁଠାରୁ ଅନନ୍ୟ ପରମ୍ପରା ହେଉଛି…
ରାଜ୍ୟରୁ ପୁଣି ୫୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୫୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ୫୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯…
ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ମାଝିଙ୍କ କୁଳିଅଣା ଅଫିସ, ବାରିପଦାର…
ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥରେ ବିଜେ କରିଛନ୍ତି । ପରେ ଭଉଣୀ ସୁଭଦ୍ରା ପହଣ୍ଡିରେ…
ଖୁବ୍ଶୀଘ୍ର ଜଗନ୍ନାଥଙ୍କୁ ଜେରା କରାଯିବ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କ ବେକ କାଟି ହତ୍ୟା ଘଟଣାକୁ ୨ସପ୍ତାହରୁ ଊର୍ଦ୍ଧ୍ୱ ଦିନ ହୋଇଯାଇଥିଲେ ମଧ୍ୟ କାରଣକୁ ନେଇ ସ୍ପଷ୍ଟ ହୋଇପାରୁ ନାହିଁ। ଅନ୍ୟପଟେ ଅଭିଯୁକ୍ତ ତଥା ପ୍ରେମିକ ଜଗନ୍ନାଥ ପ୍ରଧାନ…
ଜବରଦଖଲରେ ସ୍ଲମ୍ କ୍ବାର୍ଟର୍ସ
କଟକ ଅଫିସ, ୨୦।୭: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଯୋବ୍ରାରେ ଯୋବ୍ରା କ୍ବାର୍ଟର୍ସ ବା ସ୍ଲମ କ୍ବାର୍ଟର୍ସ ରହିଛି। ଏଠାରେ ୧୧୯ଟି କ୍ବାର୍ଟର୍ସ ଥିବାବେଳେ ୯୬ଟି ଦୁଇ ମହଲା ଓ ୨୩ଟି ସିଙ୍ଗଲ କ୍ବାର୍ଟର୍ସ ରହିଛି। ୧୯୭୦-୭୧ରେ ନିର୍ମିତ ଏହି କ୍ବାର୍ଟର୍ସରେ…
ନିରଞ୍ଜନଙ୍କ ବିରୋଧରେ ଆଉ ୫ ଅଭିଯୋଗ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ମାମଲାରେ ବିଲ୍ଡର ତଥା ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣାଙ୍କୁ ଗୁରୁବାର ଶହୀଦନଗର ଥାନା ପୋଲିସ ଗିରଫ କରିଥିଲା। ତେବେ ସେ ଜେଲ୍ ଯିବାପରେ ତାଙ୍କ ବିରୋଧରେ…
Archives


