ରାଜ୍ୟ

ଦାଦନ ଶ୍ରମିକଙ୍କ କାଟିଥିଲେ ହାତ: ଏବେ ୧୦ ବର୍ଷ କାରାଦଣ୍ଡ

ଭବାନୀପାଟଣା,୧୯।୭(ସ୍ବ.ପ୍ର.): ୨୦୧୩ରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ୨ ଦାଦନ ଶ୍ରମିକଙ୍କୁ ନିର୍ଯାତନା ଦିଆଯିବା ସହିତ ହାତ କଟାଯାଇଥିଲା। ଏହି ଘଟଣାର ଶେଷ ଅଭିଯୁକ୍ତ ପରଶୁରାମ ନାଏକଙ୍କୁ ସୋମବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା…

୬ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ…

ଆଜିଠୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ସୋମବାରଠୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ରୁଟରେ ୮୭ଟି ବସ ଚାଲିବ। ସକାଳ ୭ରୁ ସା ୬ ପର୍ଯ୍ୟନ୍ତ ଏହି ସେବା ଉପଲବ୍ଧ ହେବ ବୋଲି କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି॥ ଲକଡାଉନ…

ମହାପ୍ରଭୁଙ୍କ ପାଇଁ ଗଢ଼ା ସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୧୮ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ…

ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼

ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ ପ୍ରବେଶ କରି ଅବାଧରେ କଙ୍କଡା ଧରିବା ସହ ମାଛ ମାରୁଛନ୍ତି। ଏହି ସୁଯୋଗରେ ସେମାନେ…

ଶାଳକ, ଭିଣୋଇଙ୍କ ଠକେଇ ଗୁମର ଖୋଲୁଛି

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରେଲ୍‌ଓ୍ବେ ଚାକିରି ଆଳରେ ୫ଜଣ ଯୁବକଙ୍କଠାରୁ ୨୧ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶାଳକ କଳିଙ୍ଗବିହାରର ସୌମ୍ୟ ରଞ୍ଜନ ରାଉତ ଓ ଭିଣୋଇ ସମରଜିତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଶନିବାର ଗିରଫ କରିଥିଲା। ଏବେ ସେମାନଙ୍କ ଠକେଇ ଗୁମର ଖୋଲିବାରେ ଲାଗିଛି।…

ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍‌

ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ବି.କେ. ଶର୍ମା ପୁରୀ ଆସି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଏସ୍‌ପିଙ୍କ…

କଟକଣା ମଧ୍ୟରେ ଖୋଲିିବ ସ୍କୁଲ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ବହୁଦିନ ପରେ ଅଫ୍‌ଲାଇନ୍‌ରେ ପାଠପଢ଼ିବେ ପିଲା। ସ୍କୁଲ କିପରି ଖୋଲିବ ସେ ନେଇ ବିଭାଗ ପକ୍ଷରୁ ଯୋଜନା ହୋଇସାରିଛି। ଏ ନେଇ ରବିବାର…

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର ନବମୀ ସନ୍ଧ୍ୟା ଦର୍ଶନ। ତେବେ କଟକଣା ଯୋଗୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ…

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୫୫ ଜଣ ଚିହ୍ନଟ…

ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ

କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍‌ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ ଅନୁଧ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri