ରାଜ୍ୟ

ଯବାନ ପରିଚୟ ଦେଇ ମହିଳା ଫରେଷ୍ଟଗାର୍ଡଙ୍କ ସହ ପ୍ରତାରଣା

ସୁନ୍ଦରଗଡ଼/ବଣାଇଁ, ୧୮।୭ (ଡି.ଏନ୍‌.ଏ./ସ୍ବ.ପ୍ର): ନିଜକୁ ସିଆର୍‌ପିଏଫ୍‌ ଯବାନ ପରିଚୟ ଦେଇ ସୁନ୍ଦରଗଡ଼ ଜିଲା ବଣାଇଁରେ ଜଣେ ମହିଳା ଫରେଷ୍ଟ ଗାର୍ଡଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ନୟାଗଡ଼ ଜିଲା ଶରଣକୂଳରୁ ରବିବାର…

ଟେଷ୍ଟ ନ କରି ନିଜ ଇଚ୍ଛାରେ ଖାଉଛନ୍ତି ଔଷଧ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଲାଣି କରୋନାର ‘ହିଡ଼େନ୍‌ କେସ୍‌’ ବା ‘ଲୁକ୍କାୟିତ ମାମଲା’। କରୋନା ଲକ୍ଷଣ ଥିଲେ ବି ଲୋକେ ଟେଷ୍ଟ କରିବାକୁ ଆସୁନାହାନ୍ତି। ଏମାନଙ୍କ ଦ୍ୱାରା ହିଁ ତୃତୀୟ ଲହର ଆସିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି। ଡା.…

ଯେ କୌଣସି କାର୍ଯ୍ୟାଳୟରେ ଯାଞ୍ଚ କରିପାରେ ଏନ୍‌ଫୋର୍ସମେଣ୍ଟ ଟିମ୍‌

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନର କର୍ତ୍ତୃପକ୍ଷ ସେମାନଙ୍କ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ କୋଭିଡ୍‌ ନିୟମର କଡା ଅନୁପାଳନ କରିବାକୁ ହେବ। ମୁହଁରେ ଠିକ୍‌ ଭାବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଇତ୍ୟାଦି ଆଚରଣ…

ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା, ସମୀର…

୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୭: ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼।…

ମୟୂରଭଞ୍ଜର ଶିଶୁ କନ୍ୟାଙ୍କ ନାମରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ

ବାରିପଦା ଅଫିସ,୧୮ା୭: ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର,…

୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍‌ସି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା: ବାଲେଶ୍ୱର, ମୟୂରଭଞ୍ଜ ଗଲା ସ୍ବତନ୍ତ୍ର ଟିମ୍‌

ପାରଳାଖେମୁଣ୍ଡି,୧୮ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ପାଇଁ ପାରଳାଖେମୁଣ୍ଡି ଥାନାଧିକାରୀଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍‌ ଗଠନ…

୨୧ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଶନିବାର ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…

ଆହାର କେନ୍ଦ୍ରକୁ ଆଚାର ଯୋଗାଇବେ ଏସ୍‌ଏଚ୍‌ଜି

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟର ୧୬୬ ଆହାର କେନ୍ଦ୍ର ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ହେଉଛି। ପ୍ରତି ମିଲ୍‌ରେ ୧୦ ଗ୍ରାମର ଆଚାର ହିସାବରେ ପ୍ରତିଦିନ ୧ ମେଟ୍ରିକ୍‌ ଟନ୍‌ ଓ ବର୍ଷକୁ ପ୍ରାୟ ୩୦୦ ମେଟ୍ରିକ୍‌ ଟନ୍‌ ଆଚାରର ଆବଶ୍ୟକତା…

କାରଖାନା ଫେରାଉଛି ଗରଳପାଣି

ଯାଜପୁର ଅଫିସ,୧୮।୭: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଳ ପ୍ରଦୂଷଣ ଉତ୍କଟ ହୋଇଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତାରୁ କାରଖାନାଗୁଡିକ ନିର୍ମଳ ପାଣି ନେଇ ସ୍ଥାନୀୟ ଅଞ୍ଚଳକୁ ଫେରାଉଛନ୍ତି ଗରଳ। ଏଥିଯୋଗୁ ଗଣ୍ଡାନାଳର ପାଣିରେ ଅତି ବିଷାକ୍ତ ସାଏନାଇଡ୍‌ ପ୍ରାୟ…

୨ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ଆସିଥିବା ବେଳେ ଏନେଇ ତେମୁରପାଲିଠାରେ ବିଏସ୍‌ଏଫ୍‌ କ୍ୟାମ୍ପର ମାଓବାଦୀଙ୍କ ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏହି ଦୁଇ ମାଓବାଦୀଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri