ଏଟିଏଜିଏସ୍ର ବ୍ୟବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ, ୧୯।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ପିଏକ୍ସଇ ପରିସରରୁ ଶନିବାର ପୂର୍ବାହ୍ନରେ ଏଟିଏଜିଏସ୍ (ଆଡଭାନ୍ସଡ଼ ଟୋୱେଡ଼ ଆର୍ଟିଲେରୀ ଗନ୍ ସିଷ୍ଟମ୍) ବ୍ୟବହାରିକ ପରୀକ୍ଷଣ କରାଯାଇଛି। ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ଡିଆର୍ଡିଓ (ପ୍ରତିରକ୍ଷା ଅନୁସନ୍ଧାନ ଏବଂ...
ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ବଲିଉଡ୍ ଆକ୍ଟ୍ରେସ
ନୂଆଦିଲ୍ଲୀ, ୧୯।୧୨- ଇମ୍ରାନ ହାସିମଙ୍କ ଫିଲ୍ମ ‘ମର୍ଡର ୨’ ଯୋଗୁ ବଲିଉଡ୍ରେ ପରିଚୟ ପାଇଥିବା ଓଡ଼ିଆ ଆକ୍ଟ୍ରେସ ସୁଲଗ୍ନା ପାଣିଗ୍ରାହି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଚଳିତ ମାସ ୯ ତାରିଖରେ କମେଡିଆନ ବିଶ୍ୱ କଲ୍ୟାଣ ରଥଙ୍କୁ ବିବାହ କରିଛନ୍ତି...
୬ ଦିନ ହେଲା ଦଶମ ଶ୍ରେଣୀ ଛାତ୍ରୀ ନିଖୋଜ
ମାଲକାନଗିରି,୧୯।୧୨(ଡି.ଏନ୍.ଏ): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡନ ସୃଷ୍ଟି କରିଥିବାବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀର ଆଦିବାସୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ପରିବାର ଲୋକେ ଶନିବାର କାଲିମେଳା...
ବାରଙ୍ଗରୁ ନିଖୋଜ ନାବାଳକ: ୫ ଦିନ ପରେ ଭୁବନେଶ୍ୱରରୁ ଉଦ୍ଧାର
ଭୁବନେଶ୍ୱର, ୧୯।୨୦(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଗୁଆକୁଳିମୁଣ୍ଡିଆସ୍ଥିତ ଏକ ଆପାର୍ଟମେଣ୍ଟ ନିକଟରୁ ଗତ ୧୫ ତାରିଖରୁ ନିଖୋଜ ହୋଇଯାଇଥିବା ନାବାଳକକୁ ଶନିବାର ଭୁବନେଶ୍ୱରରୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ଇନ୍ଫୋସିଟି ଥାନା ଜରିମୁଣ୍ଡା ସାହିରୁ ନାବାଳକଙ୍କୁ ଉଦ୍ଧାର କରିଛି ବାରଙ୍ଗ...
ରାଜ୍ୟରେ ୩୫୬ କରୋନା ପଜିଟିଭ ଚିହ୍ନଟ: ଆଖିବୁଜିଲେ ୩
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣ ଆଖି ବୁଜିଛନ୍ତି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ...
ଅଶାନ୍ତ ରାଉରକେଲା: ରାତି ଅଧରେ ଫୁଟିଲା ଗୁଳି; ସୁନା ଦୋକାନୀଙ୍କୁ ହତ୍ୟା ପରେ ଲୁଟ୍
ରାଉରକେଲା ଅଫିସ,୧୯।୧୨: ଅଶାନ୍ତ ହୋଇ ପଡିଛି ରାଉରକେଲା ସହର। ଲୁଟେରାମାନେ ରାସ୍ତାଘାଟରେ ନିର୍ଭୟରେ ଓ ଅବାଧରେ ବୁଲିବା ସହ ଲୋକମାନଙ୍କୁ ଲୁଟୁଛନ୍ତି ଓ ଗୁଳି ଫୁଟାଇ ହତ୍ୟା କରୁଛନ୍ତି। ପୁଲିସ ମଧ୍ୟ ସେମାନଙ୍କର ଟେର୍ ବି ପାଉନାହିଁ। ଏଭଳି ଏକ...
ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ
ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ ଭିଜା ପଥର ପଡ଼ିଥିବାରୁ ତାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି...
୩କୋଟିରୁ ଊର୍ଦ୍ଧ୍ୱ ଠକେଇ, ଓରିସନ୍ ଏମ୍ଡି ଗିରଫ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇଦେବାକୁ କହି ୩କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଲୁଚି ବୁଲୁଥିବା ଜଣେ ବିଲ୍ଡରଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଓରିସନ ଇଞ୍ଜିନିୟର୍ସ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ମନୋଜ...
୨୦ରୁ ‘ପରୀକୁ ନ୍ୟାୟ ପଦଯାତ୍ରା’
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଓଡ଼ିଶାର ସଚେତନ ନାଗରିକ, ବୁଦ୍ଧିଜୀବୀ, ଛାତ୍ରନେତା, ସାମାଜିକ କର୍ମୀ ତଥା ସମାଜର ସମସ୍ତ କ୍ଷେତ୍ରର ନେତୃତ୍ୱ ନେଉଥିବା ବ୍ୟକ୍ତିବିଶେଷ ‘ପରୀ’କୁ ନ୍ୟାୟ ଦେବା ଲାଗି ଆଗେଇ ଆସନ୍ତୁ। ଏହାସହ ମାତୃଶକ୍ତି ଏବଂ ଶିଶୁ ସମ୍ପଦର ସୁରକ୍ଷା ପାଇଁ ଆଗକୁ...
ଜାତୀୟ ଦଳର ରାଜ୍ୟ ନେତା ମୂକ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଜାତୀୟ ଦଳର ରାଜ୍ୟ ନେତା ମୂକ ପାଲଟିଛନ୍ତି। ରାଜ୍ୟ ସ୍ବାର୍ଥକୁ ଅଣଦେଖା କରି ଶୀର୍ଷ ନେତାଙ୍କୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ଼ ପଦବୀ ହାସଲ କରିବା ସେମାନଙ୍କର ମୁଖ୍ୟ ଲକ୍ଷ୍ୟ ହୋଇଛି । ଓଡିଶାର ସ୍ବତନ୍ତ୍ର...
ପରୀ ହତ୍ୟା ଘଟଣା: ଯଦୁପୁରର ୩ ଜଣଙ୍କୁ ଉଠାଇ ନେଲା ପୋଲିସ
ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ ଯଦୁପୁର ଗାଁର ୩ଜଣଙ୍କୁ ଉଠାଇ ନେଇଛି ଏସ୍ଆଇଟି। ଯଦୁପୁର ଗାଁର ସରୋଜ ସେଠୀ, ତାଙ୍କ ମା’ ଓ ବଡଭଉଣୀ ପ୍ରମୁଖ ୩ଜଣଙ୍କୁ ଏସ୍ଆଇଟି ପଚରାଉଚରା...
ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ
ଭଞ୍ଜନଗର,୧୯।୧୨(ଡି.ଏନ.ଏ.): କରୋନାର ସଫଳ ମୁକାବିଲା କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି। ଆଗାମୀ ଦିନରେ ଓଡ଼ିଶା କରୋନା ମୁକ୍ତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାର ଭୟାବହତା ସମ୍ପର୍କରେ ଆମେରିକାରେ ରହୁଥିବା...
Archives


