୧୬ ରୁଟ୍ରେ ‘ମୋ ବସ୍’: ସକାଳ ୭ରୁ ସନ୍ଧ୍ୟା ୬ ଯାଏ ମିଳିବ ସେବା
ଭୁବନେଶ୍ୱର, ୧୮।୭ (ବ୍ୟୁରୋ): ଲକ୍ଡାଉନ୍ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ବସ୍ ଚଳାଚଳ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ସୋମବାରଠାରୁ ‘ମୋ ବସ୍’ ଚଳାଚଳ ସ୍ବାଭାବିକ ହେବ ବୋଲି କ୍ରୁଟ୍ ପକ୍ଷରୁ ଶନିବାର ସୂଚନା…
ଏସ୍ଏସ୍ସି ଜରିଆରେ ପୂରଣ ହେବ ଗ୍ରାମସେବକ ପଦବୀ
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ଗ୍ରାମସେବକମାନଙ୍କୁ ଜିଲାପାଳ ନିଯୁକ୍ତି ଦେବେ ନାହିଁ। ଏଣିକି ଷ୍ଟାଫ୍ ସିଲେକ୍ସନ କମିଶନ (ଏସ୍ଏସ୍ସି) ଜରିଆରେ ଖାଲି ପଦବୀ ପୂରଣ ହେବ। ଓଡ଼ିଶା ପଞ୍ଚାୟତ ନିର୍ବାହୀ ଅଧିକାରୀ (ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ ୨୦୨୧ କାର୍ଯ୍ୟକାରୀ ହେବ। ପଞ୍ଚାୟତିରାଜ ବିଭାଗ…
କ୍ୟାବିନେଟ ନିଷ୍ପତ୍ତି: ସିଇଟି ହେବ ଓୟୁଟିଆର୍
ଭୁବନେଶ୍ୱର,୧୮ା୭(ବ୍ୟୁରୋ): କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି)ଭୁବନେଶ୍ୱରକୁ ଏକ ଅନୁବନ୍ଧିତ, ଏକକ ବିଶ୍ୱବିଦ୍ୟାଳୟରେ ପରିଣତ କରି ଓଡ଼ିଶା ଟେକ୍ନୋଲୋଜି ଏବଂ ରିସର୍ଚ୍ଚ ବିଦ୍ୟାଳୟ(ଓୟୁଟିଆର)ରେ ପରଣିତ କରାଯିବ। ଏ ନେଇ ଶନିବାର ନୂତନ ଓୟୁଟିଆର ଚିଠା ବିଲ୍କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।…
ଆଉ ୬୬ ମୁଣ୍ଡ ନେଲା କରୋନା: କେବଳ ଖୋର୍ଦ୍ଧାରୁ ୨୩
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୬ ଜଣ ଆକ୍ରାନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା…
ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୨୧୫ ନୂଆ କରୋନା ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ
ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ବାକି ୯୪୩ଟି ହେଉଛି ଲୋକାଲ କେସ୍। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ବିନା ମାସ୍କରେ ପରୀକ୍ଷା ଦେଇପାରିବେ ନାହିଁ
ଭୁବନେଶ୍ୱର,୧୭।୭: ଆସନ୍ତା ୩୦ରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଅଫ୍ଲାଇନ ପରୀକ୍ଷା ହେବ। ବିନା ମାସ୍କରେ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ ନାହିଁ। ଶୁକ୍ରବାର ଏଭଳିି ଚେତାବନୀ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମ୍ପୂର୍ଣ୍ଣ କୋଭିଡ୍ ଗାଇଡଲାଇନ୍ରେ…
୪ ଦିନ ଲାଗିରହିବ ବର୍ଷା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର…
ପ୍ରକାଶ ପାଇଲା ୟୁଜିସି ଏକାଡେମିକ କ୍ୟାଲେଣ୍ଡର
ଭୁବନେଶ୍ୱର,୧୭।୭(ବ୍ୟୁରୋ): କରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଦେଶର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟ କରୋନା ସମୟରେ କିପରି ପାଠପଢ଼ା ଆରମ୍ଭ କରିବେ, ସେନେଇ ଗାଇଡ଼ଲାଇନରେ ଉଲ୍ଲେଖ କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ…
ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍ଇ)। ରାଜ୍ୟରେ ଯଦି କୋଭିଡ୍ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ ରୁହେ,…
କ୍ରୀଡ଼ାମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କଲେ ବିଧାୟକ
ଉମରକୋଟ/ରାଇଘର,୧୭ା୭(ସ୍ବ.ପ୍ର./ଡି.ଏନ୍.ଏ.): ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ନବରଙ୍ଗପୁର ଜିଲା ଗସ୍ତ କରିଛନ୍ତି। ଶନିବାର ସେ ଉମରକୋଟ ଯାଇଥିଲେ। ତେବେ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଭାଜପା। ମନ୍ତ୍ରୀ ଉମରକୋଟ ଏବଂ ରାଇଘର ଗସ୍ତ ବେଳେ…
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ବ୍ଲାକ୍ମେଲ
ପାରଳାଖେମୁଣ୍ଡି,୧୭।୭: ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲାକ୍ରମେ ଅଡ଼ବା ପୋଲିସ ଏକ ମାମଲା(ନଂ. ୧୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୁକ୍ତ ଜଣକ ଫେରାର୍…
ଶିଶୁକନ୍ୟା ଜନ୍ମ ହେବାରୁ ମା’ ହସ୍ପିଟାଲରୁ ଫେରାର
ବ୍ରହ୍ମପୁର ଅଫିସ,୧୭।୭: ଜଣେ ମା’ ଶିଶୁକନ୍ୟାଙ୍କୁ ଜନ୍ମ ଦେବା ପରେ ମେଡିକାଲରୁ ଫେରାର ହୋଇଯାଇଛନ୍ତି। ଏଭଳି ଘଟଣା ଶୁକ୍ରବାର ରାତିରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି। ନବଜାତ ଶିଶୁକନ୍ୟାର ସୁରକ୍ଷା ଓ ଯତ୍ନ ପାଇଁ ତାକୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…
Archives


