ରାଜ୍ୟ

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ବସିବାକୁ ଥିବା ବୈଠକରେ ୮ଟି ଏଜେଣ୍ଡା ଉପରେ ମୋହର…

ଜିଲା ବାହାରେ ଡିଏମ୍‌ଏଫ୍‌ ଖର୍ଚ୍ଚ ବନ୍ଦକର

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ, ଖର୍ଚ୍ଚ…

୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ ପାଇଁ…

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ସହର ଭିତରେ ପ୍ରବେଶ କରୁଛି ଭାଲୁ। ଗତ ବୁଧବାର ଭାଲୁ ଜିଲାପାଳଙ୍କ ସରକାରୀ…

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ବାପ ଝିଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାସ୍ତାରେ ବାଲି, ଚିପ୍ସ…

ମଡେଲଙ୍କ ଫଟୋକୁ ଏଡିଟ୍‌ କରି ବ୍ଲାକ୍‌ମେଲ୍‌ କରୁଥିଲେ

ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତ ସଦର ଗାଁର ସୌରଭ ମଣ୍ଡଳ(୨୧)।…

ଓମ୍‌ଫେଡ କେନ୍ଦ୍ରରେ ଗ୍ୟାସ ଲିକ୍‌

କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍‌ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍‌ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲିକ୍‌ ହେଉଥିବା ଗ୍ୟାସକୁ ଆୟତ୍ତ…

ଥାନା ସମ୍ମୁଖରେ ଚାଲିଥିଲା ନକଲି ମଦ କାରଖାନା

ରୂପ୍‌ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ମଦ ବ୍ୟବସାୟୀ ତାରାଶଙ୍କର ଜେନାଙ୍କୁ ଗିରଫ କରାଯାଇଛି। ଏହି…

ମନ୍ଦିରରେ କଳାକନା ବୁଲାଇଲେ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍‌ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର ବିଳମ୍ବିତ ରାତିରେ ମନ୍ଦିରର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡିରୁ ପ୍ରାୟ ୨୦ ହଜାର…

ଏଟିଏମ୍‌ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍‌ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ନୀଳାଦ୍ରି ବିହାରର ଏକ ଏଟିଏମରୁ ଦୁଇ ଜଣ ଯୁବତୀ ଟଙ୍କା ଉଠାଉ ଥିବାବେଳେ…

ପୁଣି ଏନ୍‌କାଉଣ୍ଟର: ଟଳିଲେ ୩ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ପ୍ରାଣ ହରାଇଥିବା ବେଳେ ବିପୁଳ…

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏହି ଚଢ଼ାଉ କରାଯାଇଛି । ମସୁଦ ସୁବର୍ଣ୍ଣପୁର ଜିଲାର ଚାରଭଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri