ରାଜ୍ୟ

୪ ଶିଶୁ ଅପପୁଷ୍ଟିର ଶିକାର

କଳିଙ୍ଗନଗର,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ସଂସାଇଲୋ ପଞ୍ଚାୟତ ଅଧୀନ ନାକଦେଇ ଗ୍ରାମ। ସେହି ଗ୍ରାମର ୪ ଆଦିବାସୀ ଭାଇଭଉଣୀ ଏବେ ଅପପୁଷ୍ଟିର ଶିକାର ହୋଇଛନ୍ତି। ଚାଲିବାକୁ ସେମାନଙ୍କର ଶକ୍ତି ନାହିଁ। ସାନ ଭାଇ ଓ ଭଉଣୀ ଏବେ ବିଛଣାରୁ ଉଠି…

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ ସେପ୍ଟେମ୍ବର…

ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି

ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା ବା ଚେରମୂଳି ଚିକିତ୍ସା କରିଥାନ୍ତି। ଗୁରୁତର ହେଲେ ଡାକ୍ତରଖାନା ନେବାବେଳକୁ ବହୁ ବିଳମ୍ବ ହୋଇଯାଇଥାଏ।…

ଯୁକ୍ତ୨ ସିଟ୍‌ ବୃଦ୍ଧି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍‌ ବୃଦ୍ଧି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ଭିତ୍ତିଭୂମି ଥିବା ଶିକ୍ଷାନୁଷ୍ଠାନର ସିଟ୍‌ ବୃଦ୍ଧି ନେଇ…

ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ…

ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୫ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୭୫ଟି…

ମହାମାରୀ ଦେଖାଇଲା ନୂଆ ବାଟ

କେନ୍ଦୁଝର,୧୬।୭(ସ୍ବ.ପ୍ର.): ପେସା ଶିକ୍ଷକତା, ହେଲେ କରୋନା ବେଳେ ସମୟର ସଦୁପଯୋଗ କରି ଚାଷକୁ ନିଶା ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି କେନ୍ଦୁଝର ଜିଲା ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ଜିତେନ୍ଦ୍ର ମହାନ୍ତ। ଗ୍ରାମଠାରୁ ପ୍ରାୟ ୧୦୦ କି.ମି.…

ତିନିରଥ ଚକ, ପ୍ରଭାରେ ଫାଟ

ପୁରୀ ଅଫିସ,୧୬ା୭:ତିନି ରଥର ଚକ ଓ ପ୍ରଭାରେ ଫାଟ ହୋଇଛି। ତାଳଧ୍ୱଜ ରଥ ଆଗପାର୍ଶ୍ୱ ଚକରେ ବଡ଼ ଫାଟ ହୋଇ ଚକଟି ଗୋଟିଏ ପାର୍ଶ୍ୱକୁ ମୋଡ଼ିଯାଇଥିବାବେଳେ ଦର୍ପଦଳନ ଓ ନନ୍ଦିଘୋଷରେ ସାମାନ୍ୟ ଫାଟ ହୋଇଥିବା ଦେଖିବାକୁ ମିଳିଛି। ଦକ୍ଷିଣମୋଡ଼ ପୂର୍ବରୁ ତିନି…

ଯନ୍ତ୍ରଣାରୁ ମୁକୁଳିଲା ଜୀବିକା

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧୬ା୭ ରାସ୍ତା ପାର୍ଶ୍ୱରୁ ରାସ୍ତା ଉପରକୁ ଆସିବ ବସ୍‌। ଜିମ୍‌, ପାର୍ଲରରୁ ଖୋଲିବ ତାଲା। ପଡ଼ିଆକୁ ଫେରିବ କ୍ରୀଡ଼ା। ପୂର୍ବାପେକ୍ଷା ଅଧିକ ସମୟ ଚାଲିବ ବ୍ୟବସାୟ। ଗୁରୁବାର ଘୋଷିତ ନୂଆ ଲକଡାଉନ କଟକଣାରେ ଜୀବିକାକୁ ଦିଆଯାଇଛି ଏପରି…

ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ ନ ଥିଲା। ଟ୍ରେନ୍‌ରେ କୌଣସି ଧରପଗଡ଼ ନ ଥିବାରୁ ଦୀର୍ଘଦିନ ଧରି ଏହି ବେଆଇନ…

ଏକତରଫା ପ୍ରେମରେ ପଡ଼ିଲା ରକ୍ତର ଛିଟା

ଭଞ୍ଜନଗର,୧୪।୭: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ବିବାହିତା ମହିଳାଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାରୁ ହତ୍ୟା ଉଦ୍ୟମ କରିଥିଲେ। ପରେ ସେ ନିଜେ ଆତ୍ମହତ୍ୟା କରିଛନ୍ତି…

ପୁଅକୁ ତଣ୍ଟି ଚିପି ହତ୍ୟା: ହସ୍ପିଟାଲରେ ଗଲା ମା’ଙ୍କ ଜୀବନ

ଆନନ୍ଦପୁର,୧୫।୭ : କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଜଗନ୍ନାଥପୁର ଗ୍ରାମର ବିଶ୍ୱଜିତ୍‌ ପ୍ରଧାନଙ୍କ ସ୍ତ୍ରୀ ମୋନାଲିସା ଗତ ମଙ୍ଗଳବାର ନିଜ ୫ ବର୍ଷର ଶିଶୁ ପୁତ୍ରକୁ ତଣ୍ଟି ଚିପି ହତ୍ୟା କରିଥିଲେ। ପରେ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri