ମଜୁରି ବିଳମ୍ବ କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): କୋଭିଡ୍ ମହାମାରୀ ଗତ ମାର୍ଚ୍ଚରୁ ସମସ୍ତଙ୍କ ପାଇଁ ଆହ୍ବାନ ସୃଷ୍ଟି କରିଛି। ବିଶ୍ୱର ଆର୍ଥିକ ଅଭିବୃଦ୍ଧି ନିମ୍ନଗାମୀ ହୋଇଛି। ଏହାଦ୍ୱାରା ଗରିବ ଲୋକ ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଦୁଃସମୟରେ ସେମାନଙ୍କ ପାଇଁ ରୋଜଗାର ସୁନିଶ୍ଚିତ କରିବା...
ହାଲୁକା ବର୍ଷା ସାଙ୍ଗକୁ କୁହୁଡ଼ି
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କଟକ,...
୨ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ୨୦୧୫ ଓ ୨୦୧୬ ମସିହା ପାଇଁ ‘ଏକାଡେମୀ ପୁରସ୍କାର’ ପ୍ରଦାନ କରାଯାଇଛି। ଏହାସହ ୨୦୧୯ ନିମନ୍ତେ ୧୫ଜଣଙ୍କୁ ‘ସାରସ୍ବତ ସମ୍ବର୍ଦ୍ଧନା’ ଦିଆଯାଇଛି। ୯ ବିଭାଗରେ ୧୦ଜଣ ଲେଖାଏ ଓଡ଼ିଆ ସାରସ୍ବତ ପ୍ରତିଭାଙ୍କୁ ଏକାଡେମୀ...
ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ମଙ୍ଗଳବାର ଏ ସଂକ୍ରାନ୍ତରେ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ...
୨ ଏଏନ୍ଏମ୍ଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଭୁବନେଶ୍ୱର ଲୋୟର ପିଏମ୍ଜି ଧାରଣା ସ୍ଥଳରେ ଆମରଣ ଅନଶନରେ ବସିଥିବା ବେଳେ ମଙ୍ଗଳବାର ବାଲେଶ୍ୱର ଓ ଜଗତ୍ସିଂହପୁରର ୨ ସିସିଏଚ୍ ନିଯୁକ୍ତିପ୍ରାପ୍ତ ଏଏନ୍ଏମ୍ ସ୍ବାସ୍ଥ୍ୟ କର୍ମୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରୋସିନ ଢାଳି ନିଆଁ ଲଗାଇବାକୁ...
ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ ବିରୋଧରେ ରାଜ୍ୟ ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା। ତେବେ ସେ କ’ଣ...
ଏମ୍ବିଏ ନାମଲେଖା ପାଇଁ ଅନୁମତି
ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଥିବା ଏମ୍ବିଏ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଛାତ୍ରୀଛାତ୍ରମାନେ ୟୁଜି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି, ସେମାନେ ଏମ୍ବିଏ ନାମଲେଖାଇ ପାରିବେ। ମାର୍କ ଆଧାରରେ ସ୍ପଟ୍ କାଉନ୍ସେଲିଂ କରାଯାଇ ନାମଲେଖା ହେବ।...
ଟ୍ରେନ୍ରେ ଲାଗିବ ଇଓଟିଟି ସିଷ୍ଟମ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍ ଭ୍ୟାନ୍ବିହୀନ ଟ୍ରେନ୍ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍ ଅଫ୍ ଟ୍ରେନ୍ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି ପୂର୍ବତଟ ରେଳପଥରେ ବ୍ୟବହାର କରିବ। ଡ୍ରାଇଭରଙ୍କୁ ସଙ୍କେତ ଦେଇ ଗାର୍ଡ଼ଙ୍କ କାର୍ଯ୍ୟ କରିବା...
ମୁଖ୍ୟ ବିଚାରପତି ପାଇଁ ଏସ୍. ମୁରଲିଧରଙ୍କ ନାମ ସୁପାରିସ
କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍. ମୁରଲିଧରଙ୍କ ନାମକୁ ସୁପ୍ରିମ୍କୋର୍ଟଙ୍କ କଲେଜିୟମ୍ ସୁପାରିସ କରିଛନ୍ତି। ଆଇନ୍ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ।...
ଚାଷୀଙ୍କୁ ବୀମା ପ୍ରହାର
ବରଗଡ଼ ଅଫିସ୍,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ...
ରାଜ୍ୟରେ ସୁସ୍ଥ ହେଲେ ୩୯୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୯୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୭୧ ଜଣ। ଖୋର୍ଦ୍ଧାରୁ ୪୬, ଅନୁଗୋଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡା ଓ ପୁରୀରୁ...
ଜିରୋ ନାଇଟ୍ ସେଲିବ୍ରେଶନ୍ ମନା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସୁଛି ନୂଆବର୍ଷ। ହେଲେ ରାଜ୍ୟରେ ଜିରୋ ନାଇଟ୍ ସେଲିବ୍ରେଶନ ମନା। ବର୍ତ୍ତମାନର କରୋନା ଗାଇଡ୍ଲାଇନ୍ ଅନୁସାରେ ୩୧ ରାତିରେ ଉତ୍ସବ ପାଳନକୁ ମନା କରାଯାଇଛି। ନୂଆବର୍ଷ ପାଳନ ନେଇ କୌଣସି ଉତ୍ସବ ଆୟୋଜନ କରାଯିବ ନାହିଁ ବୋଲି ମଙ୍ଗଳବାର...
Archives


