ରାଜ୍ୟ

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଗତ ୨ଦିନରୁ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ରାଜ୍ୟରେ କଟକଣା ସାମାନ୍ୟ କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ…

ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ। ଏଥିରେ…

ଝାରସୁଗୁଡ଼ା ବିମାନ ବନ୍ଦରରେ କାର୍ଯ୍ୟକ୍ଷମ ହେଲା ଅତ୍ୟାଧୁନିକ ବ୍ୟବସ୍ଥା

ଝାରସୁଗୁଡ଼ା ଅଫିସ,୧୪ା୭: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରେ ପ୍ରତିକୂଳ ପାଗରେ ବିମାନ ଅବତରଣ କରିବାରେ ସମସ୍ୟା ଦେଖାଦେଉଥିଲା। ଏ ନେଇ ଅନେକ ସମୟରେ ବିମାନ ବାତିଲ କରିବାକୁ ପଡୁଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

୧୫ରେ ଅନ୍‌ଲକ୍‌ ନେଇ ଘୋଷଣା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି ଅନ୍‌ଲକ୍‌ ପ୍ରକ୍ରିୟା ଶେଷ ହେଉଛି। ତେଣୁ ଗୁରୁବାର ରାଜ୍ୟ ସରକାର କ’ଣ ପଦକ୍ଷେପ ନେଉଛନ୍ତି…

ଟିକା ନେଇ ୨ ମାସର ଶିଶୁ ମୃତ

ଭଦ୍ରକ ଅଫିସ,୧୪।୭- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ବାଣିତିଆ ମୁକ୍ତିପଦା ଶାସନ ଗ୍ରାମର ଅରୁଣ ଦାସଙ୍କ ଦୁଇମାସର ପୁଅର ବୁଧବାର ସନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଟିକା ନେବା ପରେ ପୁଅର ଜୀବନ ଯାଇଥିବା…

ବିବାହ ପୂର୍ବରୁ ଜୀବନ ହାରିଲେ ଯୁବକ

ଲଙ୍ଗଳେଶ୍ୱର,୧୪।୭(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ହୋଇଥାନ୍ତା ବାହାଘର। ଏହା ପୂର୍ବରୁ ଜୀବନ ହାରିଦେଲେ ଯୁବକ। ବେକରେ ରଶି ଲଗାଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ପ୍ରତାପପୁର ଗ୍ରାମରେ ଘଟିଛି ଏଭଳି ଦୁଃଖଦ ଘଟଣା।…

ଓ୍ବାସିମ ଜାଫରଙ୍କୁ ଓଡ଼ିଶା ଦଳର ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୪।୭: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୱାସିମ ଜାଫରଙ୍କୁ ଓଡ଼ିଶା ସିନିୟର୍‌ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ସୂଚନା ଦେଇଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)। ଗତ ୩ ବର୍ଷ ହେଲା ରଶ୍ମିରଞ୍ଜନ ପରିଡ଼ା…

ଜିଲାପାଳଙ୍କ ବାସଭବନରେ ଭାଲୁ

ନୂଆପଡ଼ା ଅଫିସ,୧୪।୭: ନୂଆପଡ଼ା ଜିଲାପାଳଙ୍କ ସରକାରୀ ବାସଭବନରେ ବୁଧବାର ଭୋରରେ ଏକ ଭାଲୁ ପଶିଆସିଥିଲା। ବାସଭବନ ଭିତରେ ଭାଲୁଟି ବୁଲୁଥିବା ଦେଖି କର୍ମଚାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ଖବର ପାଇ ବନ୍ୟଜନ୍ତୁ ବିଭାଗ, ବନ ବିଭାଗ, ପୋଲିସ କର୍ମଚାରୀ…

ଅନ୍‌ଲକ୍‌ ହେବ କି ଓଡ଼ିଶା!

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଲକ୍‌ଡାଉନ ଖୋଲିଲେ ସାରା ରାଜ୍ୟରେ ଗଡ଼ିବ ବସ୍‌। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ର ଦିତୀୟ ପର୍ଯ୍ୟାୟ ଶେଷ ହେବ। ତେବେ ବସ୍‌ ପରିବହନକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ବର୍ତ୍ତମାନ ସରକାରଙ୍କ ‘ଏ’ କାଟାଗୋରୀରେ ଥିବା…

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ…

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri