ହନୁମାନ ପଇସା ପାଇଁ ଦମ୍ପତିଙ୍କୁ ଅପହରଣ
ବରଗଡ଼ ଅଫିସ୍/ଝାରବନ୍ଧ,୧୩।୭: ହନୁମାନ ପଇସା ଲୋଭରେ ବରଗଡ଼ ଜିଲା ଝାରବନ୍ଧ ଥାନା ଭଇଁଷାଦର୍ହା ଗ୍ରାମର ଏକ ଦମ୍ପତିଙ୍କୁ ଅପହରଣ କରାଯାଇଥିଲ। ଅପହୃତ ଦମ୍ପତି ଉକ୍ତ ଗ୍ରାମର ଧରମସିଂ ନାଏକ(୩୦) ଓ ସ୍ତ୍ରୀ ବିନିତା(୨୫)ଙ୍କୁ ମଙ୍ଗଳବାର ଉଦ୍ଧାର କରିଛି ଝାରବନ୍ଧ ପୋଲିସ। ଏଥିରେ…
ନିଷ୍ଠୁର ହେଲା ମା’
ଆନନ୍ଦପୁର,୧୩। ୭(ସ୍ବ.ପ୍ର.)- ପାରିବାରିକ କଳହର କରୁଣ ପରିଣତି। ନିଷ୍ଠୁର ହେଲେ ମା’। ୫ ବର୍ଷର ଶିଶୁ ପୁତ୍ରକୁ ତଣ୍ଟି ଚିପି ହତ୍ୟା କରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା…
ଏ ବର୍ଷ ବି ବୋଲ୍ବମ୍ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍ଆର୍ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ ସର୍ବସାଧାରଣ…
ଯୁକ୍ତ ୨ ସିଟ୍ ବଢ଼ାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଆବେଦନ କରିପାରିବେ ଜୁନିଅର କଲେଜ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ କରୋନାକୁ ନେଇ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥିରେ ୫ ଲକ୍ଷ ୬୨ ହଜାର ୧୦ଜଣ ଛାତ୍ରୀଛାତ୍ର ମାଟ୍ରିକ ପାସ୍ କରିଛନ୍ତି। ହେଲେ ରାଜ୍ୟରେ ୪ ଲକ୍ଷ ୪୩ ହଜାର ୩୫୪ ଟି ଯୁକ୍ତ୨…
ସ୍ବାମୀଙ୍କ ଇକ୍ମୋ ଚିକିତ୍ସା ଲାଗି ସ୍ତ୍ରୀ କରିଥିଲେ ଗୁହାରୀ; ହେଲେ ଆଖି ବୁଜିଲେ ଦିବ୍ୟରଞ୍ଜନ
ଆଠଗଡ଼,୧୩।୭(ସ୍ବ.ପ୍ର.): ବିବାହର ମାତ୍ର ବର୍ଷେ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି କଟକର ଦିବ୍ୟରଞ୍ଜନ ବେହେରା। ସ୍ତ୍ରୀ ପ୍ରତିଭା ପ୍ରୀୟଦର୍ଶୀନୀ ଓ ୩ ମାସର ପୁଅକୁ ଏକା କରି ସେ ଚାଲିଯାଇଛନ୍ତି। ତେବେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ ସେ। ଅବସ୍ଥା…
ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି
ପାରଳାଖେମୁଣ୍ଡି,୧୩।୭(ଡି.ଏନ୍.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା…
ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ…
ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ଗ୍ରୀନ୍ ଓ୍ବାଲ୍ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍.ଏ.): ଗ୍ରୀନ୍ ଓ୍ବାଲ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍ ଚିଫ୍ ମିନିଷ୍ଟର ଅଫ୍ ଓଡ଼ିଶା, ଶ୍ରୀ ନବୀନ ପଟ୍ଟନାୟକ। ‘ସାଇକ୍ଲୋନ୍ ପ୍ରୋନ୍ ଓଡ଼ିଶା ନିଡ୍ସ ଏ ନିୟୁ ଟ୍ରି-ଟ୍ରାନ୍ସପ୍ଲାଣ୍ଟର ମେଶିନ୍…
ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅଭିଯୋଗ ସତ୍ତ୍ୱେ ଥାନାରୁ ନ୍ୟାୟ ନ ପାଇବାରୁ ସୋମବାର ଜଣେ ଯୁବକ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର ଥାନା…
ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପବିତ୍ର ରଥଯାତ୍ରା ଅବସରରେ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ ଲାଗି…
ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍ଘାଟିତ
ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର ବିକାଶ ତଥା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର…
Archives


