ଉପରମୁହାଁ ପାରଦ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କିଛିଦିନ ହେବ ପ୍ରବଳ ଖରା ଯୋଗୁ ରାଜ୍ୟରେ ଉତ୍ତପ୍ତ ପରିବେଶ ସୃଷ୍ଟି ହୋଇଛି। ପାରଦ ଉପରମୁହଁା ହୋଇ ୪୩ ଡିଗ୍ରୀ ସେଲ୍ସିୟସକୁ ଛୁଇଁଛି।…
ପହିଲାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମେ’ ପହିଲାରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆସନ୍ତା ୨୮ ତାରିଖରୁ ନାମ ପଞ୍ଜୀକରଣ ହେବ। ଟିକାକରଣ ନିମନ୍ତେ କୋୱିନ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍ରେ ପଞ୍ଜୀକରଣର ବ୍ୟବସ୍ଥା ରହିଛି। ପ୍ରଥମେ ପଞ୍ଜୀକରଣ…
ଶୋଇବା ଘରେ ୧୪ ଫୁଟ୍ର ଅହିରାଜ
ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ ସାପ ଉଦ୍ଧାର ହୋଇଛି। ସ୍ନେକ୍ ହେଲ୍ପ ଲାଇନ୍ ଟିମ୍ ସଦସ୍ୟଙ୍କ ସହଯୋଗରେ ବନ କର୍ମଚାରୀମାନେ…
ରେମ୍ଡେସିଭିର୍ ଅଭାବ
ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଏବେ ଦୁଇଟି ଔଷଧ ବ୍ୟବହାର କରାଯାଉଛି। ଗୋଟିଏ ହେଉଛି ଫାବିପିରାଭିର୍ ୨୦୦ଏମ୍ଜି ଟାବ୍ଲେଟ୍ ଓ ଅନ୍ୟଟି ହେଉଛି ରେମ୍ଡେସିଭିର୍ ୧୦୦ଏମ୍ଜି ଇଞ୍ଜେକ୍ସନ। ତେବେ ରାଜ୍ୟରେ ଏବେ ରେମ୍ଡେସିଭିର୍ର ଅଭାବ ଦେଖାଦେଇଛି। ମଧ୍ୟମରୁ ଗୁରୁତର ରୋଗୀଙ୍କ…
ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍ ଥିବା…
ପହଞ୍ଚୁନି ପ୍ରକଳ୍ପ ପାଣି
ବଇଣ୍ଡା,୨୭ା୪(ପରିକ୍ଷିତ ସାହୁ) ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ମାଳମାଳ ଯୋଜନା ରହିଛି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ ଏ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି। ଏହି କାରଣରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ହୋଇପାରୁ…
ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି
ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ ଦେଖିବାକୁ ମିଳିଥିଲା। ବନ୍ଦ ଡାକରା ଯୋଗୁ ଜିଲାରେ ସମସ୍ତ ସରକାରୀ ବସ୍ ଚଳାଚଳ ବନ୍ଦ…
କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର
ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ ତାଙ୍କର ପ୍ରସବ କିପରି ହେବ ସେ ନେଇ ପରିବାର ଲୋକେ ଚିନ୍ତିତ ଥିଲେ।…
ଲୁଟ୍ ବେଳେ ପହଞ୍ଚିଗଲା ପୋଲିସ; ଟଙ୍କା, ସୁନା, ବାଇକ୍ ଛାଡ଼ି ପଳାଇଲେ ଲୁଟେରା
ଟିଟିଲାଗଡ଼, ୨୬।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟ୍ପାଟ୍ ବଢି ଚାଲିଛି। ସୋମବାର ଟଙ୍କା, ସୁନା ଲୁଟିବା ବେଳେ ଲୁଟେରା ପାଟ୍ରୋଲିଂ କରୁଥିବା ପୋଲିସ ସହ ମୁହଁାମୁହିଁ ହେବା ପରେ ଲୁଟ୍ ସାମଗ୍ରୀ ଛାଡି ପଳାଇଛନ୍ତି। ଏପରି କି ଲୁଟେରାଙ୍କ ନମ୍ବର…
ମେ’ ୩୧ ସୁଦ୍ଧା ଶେଷ ହେବ ସ୍କୁଲରେ ନାମଲେଖା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ବିଦ୍ୟାଳୟ…
ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ ହୋଇଥିବା ବିଏମସି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ସକ୍ରିୟ ସଂକ୍ରମିତଙ୍କ…
Archives


